-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||      ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   (18-Jun-2026)       ||      ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ    (18-Jun-2026)       ||      ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   (17-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରାର ତୃତୀୟ ଦିବସ, ଭୈରବ ବାବାଙ୍କ ଗୁଆଗୁଣ୍ଡା ନିଉତା ସମ୍ପନ୍ନ   (17-Jun-2026)       ||      ବଲାଙ୍ଗିର ର ୯ ଗୋଟି ଶିତଳ ଷଷ୍ଠୀ ଅନୁଷ୍ଠାନକୁ ମୁଖ୍ୟମନ୍ତ୍ରୀଙ୍କ ୩୬ ଲକ୍ଷ ଟଙ୍କା ଅନୁଦାନ   (17-Jun-2026)       ||     

HOME   ଜିଲ୍ଲା

ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନରେ ବିଜେଡିର ରକ୍ତଦାନଶିବିର

16-Oct-2023



ବଲାଙ୍ଗୀର,-ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୭ତମ ଜନ୍ମଦିବସ ଉପଲକ୍ଷେ ବଲାଙ୍ଗୀରରେ ବିଜେଡିଦଳ ତରଫରୁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ବଲାଙ୍ଗୀର ନିର୍ବାଚନମଣ୍ଡଳି ବିଜୁଜନତା ଦଳ ତରଫରୁ ଜୀବନବିନ୍ଦୁ କାର୍ଯ୍ୟକ୍ରମ ସ୍ୱରୂପ ଏକ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ପେଲେସଲାଇନ ସ୍ଥିତ ମୀନା ଟେଣ୍ଟ ହାଉସଠାରେ ଆୟୋଜିତ ଏହି ରକ୍ତଦାନ ଶିବିରକୁ ବଲାଙ୍ଗୀର ପୌରାଧ୍ୟକ୍ଷା ଲିକା ସାହୁ ଓ ଜିଲ୍ଲାପରିଷଦ ସଭାପତି ଦେବକୀ ସାହୁ ଉଦଘାଟନ କରିଥିଲେ । ଦିନ ୧୦.୩୦ରୁ ଏହି ରକ୍ତଦାନ ଶିବିର ଅନୁଷ୍ଠିତ ହୋଇ ୨ଟା ପର୍ଯ୍ୟନ୍ତ ଚାଲିଥିଲା ଓ ଏଥିରେ ୮୩ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା । ଉଭୟ ମହିଳା ଓ ପୁରୁଷମାନେ ଆସି ସ୍ୱେଚ୍ଛାକୃତ ଭାବରେ ରକ୍ତଦାନ କରିଥିଲେ । କାର୍ଯ୍ୟକ୍ରମରେ ବିଜୁଜନତା ଦଳର ମହିଳା ସଭାନେତ୍ରୀ ଦମୟନ୍ତି ବାଗ,ଦେଓଗାଁର ବ୍ଲକସଭାପତି ସୁଶିଳ ଚାନ୍ଦ,ସଦର ବ୍ଲକଅଧ୍ୟକ୍ଷା ସରିତା ବାଗ,ଦେଓଗାଁ ବ୍ଲକ ଅଧ୍ୟକ୍ଷ ଦୟାନିଧି ଖମାରୀ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ଲକ୍ଷ୍ମଣକୁମାର ମେହେର,କୈଳାଶ ମହାନ୍ତି,ପୂର୍ବତନ ପୌରଉପାଧ୍ୟକ୍ଷା ଲିପିଶ୍ରୀ ସାଏ,ନଗର ଶଭାପତି ଶମ୍ଭୁ ନାଗ,ବରିଷ୍ଠ କାଉନସିଲର ମହେନ୍ଦ୍ର ବାଗ,ସନ୍ତୋଷନୀ ପୋଢ,ଛାତ୍ରନେତା ଗୁଞ୍ ଖାନ,ସୁମନ ନନ୍ଦ,ବୁଲୁ ବେହେରା,ଲେଙ୍କା ସାହୁ,ବିଭୂତିଭୂଷଣ ମିଶ୍ର,ସଦର ବ୍ଲକସଭାପତି ନିହାରରଂଜନ ସ୍ୱାଇଁ,ପୂର୍ବତନ ସଦର ବ୍ଲକଅଧ୍ୟକ୍ଷ ଗୁଲାବ ବାଗ,ପ୍ରଦ୍ୟୁମ୍ନ ହୋତା ପ୍ରମୁଖଙ୍କ ସହିତ ଶତାଧିକ ବିଜେଡିନେତା ଓ କର୍ମି ଉପସ୍ଥିତ ରହିଥିଲେ । କାର୍ଯ୍ୟକ୍ରମକୁ ଓଡିଶା ମୋ ପରିବାର ଜୀବନବିନ୍ଦୁ କାର୍ଯ୍ୟକ୍ରମର ଜିଲ୍ଲା ସଂଯୋଜକ ସାଗରସଂଗମ ଶତପଥି(ବିନୁ) ପରିଚାଳନା କରିଥିଲେ । 


News Comment




Photo in News

Advertisment
Lastest News
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026
  ଜିଲ୍ଲା  
*ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   18-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   18-Jun-2026
  ଜିଲ୍ଲା  
ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   18-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   18-Jun-2026
  ଜିଲ୍ଲା  
ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ   18-Jun-2026
  ଜିଲ୍ଲା  
ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   18-Jun-2026
  ଜିଲ୍ଲା  
ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ   18-Jun-2026

You Might Also Like