-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||     

HOME   ଜିଲ୍ଲା

ମହୁଳପାଟଣା ଘାଟି ରାସ୍ତାରେ ଡକାୟତି କରିଥିବା ଦୁର୍ବୃତ୍ତ ମାନେ ଗିରଫ

15-Dec-2020



କଳାହାଣ୍ଡି, କୋକସରା (ତ୍ରିନାଥ ବେଶ୍ରା)- କଳାହାଣ୍ଡି ଓ ରାୟଗଡା ଜିଲ୍ଲା ସୀମାନ୍ତ ଜୟପାଟଣା ଥାନା ଅଧୀନରେ ଥିବା ମହୁଳପାଟଣା ଘାଟି ରାସ୍ତାରେ କିଛି ଅଜଣା ଦୁର୍ବୁର୍ତ୍ତ ଗତ ୧୦ ଡିସେମ୍ବର ସକାଳ ୮ଟା ସମୟରେ ରାୟଗଡ଼ା ଜିଲ୍ଲା ଦରାଗୁଡା ଥାନା ଅନ୍ତର୍ଗତ ଡି. କରଲ ଗାଁ ରୁ ଜୟପାଟଣା ଆରଏମସି  ବଜାର କୁ ଗୋରୁ କିଣିବା ପାଇଁ ମୋଟରସାଇକେଲ, 
 (OR-08-A-8826) ଯୋଗେ ଆସୁଥିବା ୪ ଜଣ ଗୋରୁ ବେପାରୀ ଙ୍କୁ ଆଠ ଜଣ ଦୁର୍ବର୍ତ୍ତ ମାରଣାସ୍ତ୍ର ଦେଖାଇ ତାଙ୍କ ଠାରୁ ୫ ଲକ୍ଷ ୨୨ ହଜାର ଟଙ୍କା ଲୁଟ କରିଥିବା ନେଇ ଜୟପାଟଣା ଥାନାରେ ଅଭିଯୋଗ ହୋଇଥିଲା ।   ଏହି ଅଭିଯୋଗକୁ ଭିତ୍ତି କରି ଜୟପାଟଣା ଥାନାରେ କେଶ ନମ୍ବର ୩୬୪, ତାରିଖ ୧୦.୧୨.୨୦ ୩୯୫ ଆଇପିସିରେ ମାମଲା ରୁଜୁ ହୋଇଥିଲା। ଏକ ଚାଂଚଲ୍ୟକର ଘଟଣା ହୋଇଥିବାରୁ କଳାହାଣ୍ଡି ପୋଲିସ ଆରକ୍ଷୀ ବି. ଗଙ୍ଗାଧରଙ୍କ  ନିର୍ଦ୍ଦେଶ ମୁତାବକ ଧର୍ମଗଡ ଉପଖଣ୍ଡ ପୋଲିସ ଅଧିକାରୀ ନାରାୟଣ ନାୟକ ଥାନା ଅଧିକାରିଣୀ ରଶ୍ମିତାଙ୍କ ନେତୃତ୍ୱରେ ୭ଟି ଟିମ ଗଠନ କରି ଜୟପାଟଣା ଓ   ନବରଙ୍ଗପୁର ଜିଲ୍ଲାର ବିଭିନ୍ନ ସ୍ଥାନରେ ମୁଦାଲା ମାନଙ୍କୁ  ଗିରଫ କରିବା ପାଇଁ ଜୟପାଟଣା କୋକସରା, ଗୋଳମୁଣ୍ଡା, ଜୁନାଗଡ଼, ଧର୍ମଗଡ଼ ସଦର ଓ ମଇଦଲପୁର ଥାନା ଅଞ୍ଚଳରେ ଛାନଭିନ କରି ମୋଟ ୯ଜଣକୁ ଗିରଫ କରିଛିପୋଲିସ । ଲୁଟ ରେ ସମ୍ପୃକ୍ତ ଥିବା ମାଷ୍ଟର ମାଇଣ୍ଡ କୋକସରା ଥାନା ଅନ୍ତର୍ଗତ ଡହଗାଁ ଶିକ୍ଷକ ଅଲେଖ ଠାକୁର ଙ୍କ  ସହ ଅନ୍ୟ ୮ ଜଣ ଙ୍କୁ ଧରିବାରେ   ଜୟପାଟଣା ପୋଲିସ୍      ସଫଳତା ପାଇଛନ୍ତି।ସେମାନେ ହେଲେ ଶୋଭାବନ ନାଗ,  ରଂଗୀଗୁଡା ଗ୍ରାମର,  ଦେବରାଜ ସୁନାନୀ, ବଡ଼ଖୁଣ୍ଟା ଗ୍ରାମର,    ଗଜିନ୍ଦ୍ର ବିହାରୀ, ଗୋଳମୁଣ୍ଡା ଗ୍ରାମର, ଅଲେଖ ଠାକୁର, ଡହଗାଁ  ଗ୍ରାମର,  କୁମ୍ଭନାଥ ଜଗତ ରଙ୍କାବାହାଲ  ଗାଁର, ମୁନା ଦୁର୍ଗା ଝାରବନ୍ଧ ଗ୍ରାମର,  ଜଗନ୍ନାଥ ନାଏକ ଜୁନାଗଡ଼ ଗ୍ରାମର,   ଜିତେନ୍ଦ୍ର ହଂସ କନ୍ଧବ୍ରାହ୍ମଣୀଗୁଡା ଓ ଏହିର କୁମାର ନାଗ, ସେମଲା ଗ୍ରାମର,  ବୋଲି ସୂଚନା ମିଳିଛି। ଲୁଟ ହୋଇଥିବା ଟଙ୍କା ରୁ ୨ଲକ୍ଷ ୬୯ହଜାର ୮୦୦ଟଙ୍କା ଜବତ ହୋଇଛି। ତଥା ସେମାନେ ଲୁଟ ରେ ବ୍ୟବହାର କରିଥିବା ଚାରି ଗୋଟି ମଟର ସାଇକେଲ   ଦୁଇ ଟି ଆପଚି,ଦୁଇଟି ପ୍ଳସର ଗାଡି ,୧୧ଗୋଟି ମୋବାଇଲ, ଦୁଇଟି ଛୁରୀ ଓ ଦୁଇ ଗୋଟି ବାଡ଼ି ଜବତ ହୋଇଛି।  ଆଜି ଜୟପାଟଣା ଥାନା ରେ ଏକ ପ୍ରେସ ମିଟ ରେ ଧର୍ମଗଡ ଏସ ଡି ପି ଓ,  ନାରାୟଣ ନାଏକ ଏହି ସୁଚନା ଦେଇଛନ୍ତି।ଜୟପାଟଣା ପୋଲିସ ଉପରେ ଅଞ୍ଚଳରେ ଲୁଟ ପରେ ଯେଉଁ ଚର୍ଚ୍ଚା ହେଉଥିଲା ,ବର୍ତ୍ତମାନ ପୋଲିସ ର ଚମତ୍କାର ପ୍ରଦର୍ଶନ ପରେ ପୋଲିସ ପ୍ରତି ଜନସାଧାରଣ ବିଶ୍ୱାସ ଆହୁରି ମଜଭୁତ ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   09-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026
  ଜିଲ୍ଲା  
ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   08-Aug-2026
  ରାଜ୍ୟ  
ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   08-Aug-2026
  ଜିଲ୍ଲା  
*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   08-Aug-2026
  ଜିଲ୍ଲା  
ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   08-Aug-2026
କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   08-Aug-2026
  ଜିଲ୍ଲା  
ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   08-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   08-Aug-2026

You Might Also Like