-+91-9937148622 |

prerana_bgr@rediffmail.com |

  Wednesday 29th July 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||      *କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   (29-Jul-2026)       ||      *ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   (29-Jul-2026)       ||      କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   (29-Jul-2026)       ||      *ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   (29-Jul-2026)       ||      ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||     

HOME   ମନୋରଞ୍ଜନ

ଜିଲ୍ଲାପାଳଙ୍କ ଦ୍ଵାରା ରାବଣ ଦରବାର ଉଦ୍ଘାଟିତ

17-Oct-2023



ବିନିକା(ହିମାଂଶୁ ଶେଖର ପୁଟେଲ): ୫୩ବର୍ଷରେ ପଦାର୍ପଣ କରିଥିବା ବିନିକା ପୁରୁଣା ବସଷ୍ଟାଣ୍ଡ ନବରାତ୍ରି ଦୁର୍ଗାପୂଜାର ସୋମବାର ଦ୍ଵିତୀୟ ଦିବସରେ ମା ଦୁର୍ଗା ଭକ୍ତ ମାନଙ୍କୁ ବ୍ରହ୍ମଚାରିନୀ ବେଶରେ ସଜ୍ଜିତ ହୋଇ ଦର୍ଶନ ଦେଇଛନ୍ତି ।ସେହିପରି ଅନ୍ୟ ପକ୍ଷରେ ଭକ୍ତ ଓ ଦର୍ଶକଙ୍କ ମନୋରଞ୍ଜନ ପାଇଁ କମିଟି ତରଫରୁ ଆୟୋଜିତ ହେବାକୁ ଯାଉଥିବା ରାବଣ ଦରବାରକୁ ରାତ୍ର ୯ଘଣ୍ଟା ସମୟରେ ସୁବର୍ଣ୍ଣପୁର ଜିଲ୍ଲାପାଳ ବିମଳେନ୍ଦୁ ରାୟ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବରେ ଉଦ୍ଘାଟନ କରିଛନ୍ତି । ଏହି ଅବସରରେ ଜିଲ୍ଲା ପୋଲିସ ଆରକ୍ଷୀ ଅଧିକ୍ଷକ ଅମ୍ବରେଶ ମିଶ୍ର ସମ୍ମାନୀତ ଅତିଥି

ଭାବେ ଯୋଗଦେଇଥିଲେ ।ଉଦ୍ଘାଟନୀ କାର୍ଯ୍ୟକ୍ରମରେ ପୂଜା କମିଟି ସଭାପତି ସନ୍ତୋଷ କୁମାର ପଣ୍ଡା ଉପସ୍ଥିତ ଭକ୍ତ ପ୍ରେମୀଙ୍କୁ ସଫଳତାର ସହ ପାଳନ ହୋଇ ଆସୁଥିବା ମା ଦୁର୍ଗାଙ୍କ ପୂଜା ପରିଚାଳନା ବାବଦରେ ଏବଂ ଆଗାମୀ ଦିନରେ ଭବ୍ୟ ମନ୍ଦିର ନିର୍ମାଣ ନେଇ ଉଦବୋଧନ ଦେଇଥିଲେ । ସଭାକୁ ଶିକ୍ଷକ ହିମାଂଶୁ ଭୁଷଣ ପଣ୍ଡା ସଂଯୋଜନା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ  ଅତିଥି ଭାବେ ବିନିକାର ଯୁବ ବ୍ୟବସାୟୀ ବିକାଶ ଦଣ୍ଡସନା,କମିଟି ଉପ ସଭାପତି ଦିଲ୍ଲୀପ ଅଗ୍ରୱାଲ,ଈଶ୍ୱର ମା,ସମ୍ପାଦକ ଗନ୍ଦର୍ପ ମାହାର, ରାବଣ ଭୂମିକା ନିର୍ବାହ କରୁଥିବା ଅନ୍ତର୍ଡା ଗ୍ରାମର ବିଶିଷ୍ଟ କଳାକାର ଗୋପାଳ ପଣ୍ଡାଙ୍କ ସମେତ ପୂଜା କମିଟିର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ ।ପ୍ରାରମ୍ଭରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ମଣ୍ଡପକୁ ଯାଇ ମା ଦୁର୍ଗାଙ୍କ ଦର୍ଶନ ସହ  ଆଶୀର୍ବାଦ ନେଇଥିଲେ ଏବଂ ମନ୍ଦିର ନିର୍ମାଣ  ଶୈଳୀର କାରୁକାର୍ଯ୍ୟ ଦେଖି ସନ୍ତୋଷ ବ୍ୟକ୍ତ ପ୍ରକାଶ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   29-Jul-2026
  ରାଜ୍ୟ  
ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   29-Jul-2026
  ଜିଲ୍ଲା  
ଗୁରୁ ପୁର୍ଣିମା ଦିବସ ପାଳିତ   29-Jul-2026
  ଜିଲ୍ଲା  
ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   29-Jul-2026
  ଜିଲ୍ଲା  
*କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   29-Jul-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   29-Jul-2026
  ଜିଲ୍ଲା  
*ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   29-Jul-2026
  ଜିଲ୍ଲା  
କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   29-Jul-2026
  ଜିଲ୍ଲା  
*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   29-Jul-2026
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm