-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   (06-Sep-2026)       ||      ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   (06-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||     

HOME   ଜିଲ୍ଲା

ଅପହରଣର ୨୩ ଦିନ ପରେ ମଧ୍ଯ ପୋଲିସ ହାତ ଖାଲି

17-Oct-2023



ବରଗଡ଼ (ପ୍ରେରଣା ଖବର ): ବରଗଡ ସହର ସ୍ଥିତ ଭଟଲି ରୋଡରେ ରହୁଥିବା ସୁନିଲ ଅଗ୍ରୱାଲଙ୍କ ଅପହରଣ ହେବାର ୨୩ ଦିନ ବିତିଯାଇଥିଲେ ମଧ୍ଯ ଟାଉନ ପୋଲିସ କିଛି କରିପାରୁ ନଥିବାରୁ ମଙ୍ଗଳବାର ସୁନୀଲଙ୍କ ସ୍ତ୍ରୀ ଜୋସ୍ନା ଅଗ୍ରୱାଲ ପୁଣିଥରେ ଏସପିଙ୍କୁ ଦେଖା କରିବା ସହ ଏକ ଲିଖିତ ଅଭିଯୋଗ ପତ୍ର ପ୍ରଦାନ କରିଛନ୍ତି।  ଉକ୍ତ ଅଭିଯୋଗ ପତ୍ରରେ ଦର୍ଶାଇଛନ୍ତି ଯେ, କଣ୍ଟାବାଞ୍ଜି ସହରର ହିତେଶ ଜୈନ, ସଞ୍ଜୟ ଜୈନ ଓ ସୁନିଲ ଜୈନ ମିଶି ମୋ ସ୍ବାମୀଙ୍କ ଠାରୁ ପ୍ରାୟ ଏକ କୋଟି ଟଙ୍କା ନେଇଥିଲେ। ମୋ ସ୍ବାମୀ ଜଣେ ଛୋଟିଆ କନକି (ଭଙ୍ଗା ଚାଉଳ)ର ଦଲାଲି କରି ନିଜ ପରିବାର ପୋଷଣ କରନ୍ତି । ବିଭିନ୍ନ ମିଳମାଳିକ ଓ ଉକ୍ତ କନକି କିଣୁଥିବା ବେପାରୀ ମାନଙ୍କ ସହ ସିଧାସଳଖ ଯୋଗାଯୋଗ କରି ଉକ୍ତ  କନକି ଉଠାଉଥିଲେ। ଗୋଟିଏ ଟ୍ରକ ଲୋଡ କଲେ  ସେ ବାବଦକୁ ପ୍ରାୟ ୧ ହଜାରରୁ ୧୫ ଶହ ଟଙ୍କା ମିଳିଥାଏ। କିନ୍ତୁ ସେପ୍ଟେମ୍ବର ମାସରେ ପ୍ରାୟ ଏକ କୋଟିରୁ ଉର୍ଦ୍ଧ୍ବ ଟଙ୍କାର କନକି କଣ୍ଟାବାଞ୍ଜି ସହରର ମୁରାଲୀ ଅଗ୍ରୱାଲଙ୍କୁ ଦେଇ ଥିବା ବେଲେ ପ୍ରାୟ ୬୦ଲକ୍ଷ ଟଙ୍କା ହିତେଶ, ସଞ୍ଜୟ ଓ ସୁନିଲକୁ ଦିଆଯାଇଥିବା ମୁରାଲୀ କଣ୍ଟାବାଞ୍ଜି ପୋଲିସ ଆଗରେ ସ୍ବୀକାର କରିଥିଲେ । ଆଉ ବାକିଆ ଟଙ୍କା ଗୁଡିକ ଅନଲାଇନ ମାଧ୍ୟମରେ ହିତେଶଙ୍କୁ ପ୍ରଦାନ କରିଛନ୍ତି। ଏହି ଟଙ୍କା ମାଗିବାରୁ ହିତେଶ ଦେଇ ନଥିଲେ । ଏଣୁ କୋଟି ଟଙ୍କା କାରବାର ହୋଇଥିବାରୁ ହିତେଶ ଏବେ ଫେରାର ହୋଇ ଥିବାରୁ ମୋର ସ୍ବାମୀଙ୍କୁ ଅପହରଣ କରି ତାଙ୍କ କ୍ଷତି ପହଞ୍ଚାଇ ଥିବା  ନେଇ  ସୁନୀଲଙ୍କ ସ୍ତ୍ରୀ ନିଜ ଅଭିଯୋଗ ପତ୍ରରେ ଦର୍ଶାଇଛନ୍ତି । ଏହାର ତଦନ୍ତ କରି ବିହିତ ପଦକ୍ଷେପ ଗ୍ରହଣ କରିବାକୁ ଏସପିଙ୍କୁ ନିବେଦନ କରିଥିବା ଜୋସ୍ନା ଗଣମାଧ୍ୟମ ପ୍ରତିନିଧିଙ୍କ ଠାରେ ପ୍ରକାଶ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   06-Sep-2026
  ଜିଲ୍ଲା  
ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   06-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026

You Might Also Like