-+91-9937148622 |

prerana_bgr@rediffmail.com |

  Monday 15th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||      ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||      ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||      ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   (15-Jun-2026)       ||      ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   (15-Jun-2026)       ||      ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      *ସୋନପୁର ଷ୍ଟେଟବ୍ୟାଙ୍କ ପକ୍ଷରୁ ରକ୍ତଦାନ ଶିବିର*-;   (14-Jun-2026)       ||      ତାଳଦଣ୍ଡା କେନାଲ୍ ପାଚେରି ନିର୍ମାଣରେ ସାଙ୍ଘାତିକ ଦୁର୍ନୀତି । କାମ ସରିନି ୨ କୋଟି ଟଙ୍କା ଖର୍ଚ୍ଚ ହେଲା କିପରି ।ଆଉ ୧୫ ଦିନ ପରେ ଚାକିରିରୁ ଅବସର ନେବେ ।ଭିଜିଲାନ୍ସ ତଦନ୍ତ ପାଇଁ ଦାବି ।   (14-Jun-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ବିଶ୍ୱ ରକ୍ତ ଦାତା ଦିବସ ଓ ରକ୍ତ ଦାନ ଶିବିର ଅନୁଷ୍ଠିତ*   (14-Jun-2026)       ||     

HOME   ଜିଲ୍ଲା

ଯୋଜନାର ବହୁ ଦୂରରେ ସୁରୁବାଲି

17-Oct-2023



କଣ୍ଟାମାଳ,(ପ୍ରେରଣା ଖବର ) : ସରକାର ଗରିବ ଅସହାୟ ଲୋକଙ୍କ ଆର୍ଥିକ ବିକାଶ ପାଇଁ ଅନେକ ଯୋଜନା ପ୍ରଣୟନ କରି ବିପୁଳ ଅର୍ଥ ବିନିଯୋଗ କରୁଛନ୍ତି । ହେଲେ ବିଭାଗୀୟ ଅଧିକାରୀଙ୍କ ଖାମଖିଆଲି ମନୋଭାବ ଯୋଗୁଁ  ଗରିବ ନିରୀହ ଲୋକଙ୍କ ନିକଟରେ ଯୋଜନା ପହଞ୍ଚିପାରୁ ନାହିଁ । ଗରିବ ଲୋକଙ୍କ ମୁଣ୍ଡ ଉପରେ ଖଣ୍ଡିଏ ପକ୍କା ଘର ଯୋଗାଇ ଦେବାକୁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର କାହିଁରୁ କେତେ ଯୋଜନା କରୁଛନ୍ତି ।ହେଲେ ପକ୍କା ଘର ଯୋଜନାର ବହୁ ଦୂରରେ ଗରିବ ହିତାଧୀକାରୀ ।ଏଭଳି ଏକ ସମସ୍ୟା ଦେଖିବାକୁ ମିଳିଛି କଣ୍ଟାମାଳ ବ୍ଲକ ନାରାୟଣପ୍ରସାଦ ପଞ୍ଚାୟତ ଅନ୍ତର୍ଗତ ସଦର ଗ୍ରାମରେ । ଗ୍ରାମର ବିଧବା ମହିଳା ଶୁରୁବାଲି ମୁଖୀ।ଆଜି ଯାଏ ତାଙ୍କୁ ସରକାରଙ୍କ ପକ୍ଷରୁ ଆବାସ ଘର ଖଣ୍ଡିଏ ମିଳିପାରିନାହିଁ । ସ୍ବାମୀ ଆରପାରିକୁ ଚାଲିଗଲା ପରେ ବିପଦ ସଂକୁଳ ଅବସ୍ଥାରେ ଭଙ୍ଗା ଚାଳ ଘରେ ଦିନ କାଟୁଛନ୍ତି । ଘରଟି ଲଗାଣ ବର୍ଷାରେ ଝାଟି ମାଟି ଘର  ଭାଙ୍ଗିଯାଇଛି ।ସେ ଗରିବ ଶ୍ରେଣୀର ହୋଇଥିବାରୁ ଘରଟି ସଜାଡି ପାରୁନାହାନ୍ତି । ଯାଫଳରେ  ସେହି ଭଙ୍ଗା ଘରେ ଡରି ଡରି ଭୟଭୀତ ଅବସ୍ଥାରେ ଦିନ କାଟୁଛନ୍ତି । ଖଣ୍ଡେ ଜରିପାଲ ନେବା ପାଇଁ ସ୍ଥାନୀୟ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟକୁ ଆସିଥିଲେ ।କିନ୍ତୁ ବଡ଼ ବିଡ଼ମ୍ବନାର ବିଷୟ ରାଜସ୍ବ ନିରୀକ୍ଷକ ଜଣକ ଜରିପାଲ୍  ଦେବାପାଇଁ ମନା କରିବାରୁ ସେ ସୋମବାର କଣ୍ଟାମାଳ ତହସିଲ କାର୍ଯ୍ୟାଳୟକୁ ଆସି ତହସିଲଦାରଙ୍କୁ ଭେଟି ଅଭିଯୋଗ କରିଥିଲେ ।ସଙ୍ଗେ ସଙ୍ଗେ ତହସିଲଦାରଙ୍କ ନିର୍ଦ୍ଦେଶ କ୍ରମେ ବରଗାଁ ରାଜସ୍ବ ନୀରିକ୍ଷକ ଉକ୍ତ ମହିଳା ଜଣକୁ ଜରିପାଲ ପ୍ରଦାନ କରିବା ପାଇଁ ରାଜି ହୋଇଥିଲେ ।ତେଣୁ ସୂରୁବାଲି ପର ଘରେ ମୂଲ ଲାଗି ଯେତିକି ରୋଜଗାର ହୁଏ ସେଥିରେ ଦି ଓଳି ଖାଇବା ସମ୍ଭବ ହୋଇ ନ ଥିବା ବେଳେ ଦିନେ ଦିନେ ଭୋକ ଉପାସରେ ମଧ୍ୟ ଶୋଇବାକୁ ପଡିଥାଏ । ସୁରୁବାଲୀ ଚାଳ ଛପର ମାଟି ଘର ଥିବା ବେଳେ ତାହା ଭାଙ୍ଗି ରୁଜି ପଡ଼ି ରହିଛି ।ଉକ୍ତ ଭଙ୍ଗା ଦଦରା ମାଟି ଘରକୁ ମରାମତି କରିବା ମଧ୍ୟ ତାଙ୍କ ପକ୍ଷେ ସମ୍ଭବପର ନୁହେଁ ।ଯେଉଁଠୀ ଦି ଓଳି ଖାଇବା ସମ୍ଭବ ନୁହେଁ ସେଠୀ ଘର ମରାମତି କଥା ପଚାରେ କିଏ ?


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   15-Jun-2026
  ଜିଲ୍ଲା  
ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   15-Jun-2026
  ଜିଲ୍ଲା  
ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ   15-Jun-2026
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026
  ଜିଲ୍ଲା  
ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   15-Jun-2026
  ଜିଲ୍ଲା  
ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   15-Jun-2026
  ଜିଲ୍ଲା  
ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ   15-Jun-2026
  ଜିଲ୍ଲା  
ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   15-Jun-2026
  ଜିଲ୍ଲା  
ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   15-Jun-2026
  ଜିଲ୍ଲା  
ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   15-Jun-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   15-Jun-2026
  ଜିଲ୍ଲା  
*କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   15-Jun-2026

You Might Also Like