-+91-9937148622 |
prerana_bgr@rediffmail.com |
Friday 24th April 2026 |
R.N.I. Regd No. ODIODI/2010/46693
Breaking News
17-Oct-2023
ତୁଷୁରା (ପଞ୍ଚାନନ ନାୟକ)- ବରଗଡ ଜିଲ୍ଲା ସଦର ମହକୁମା ସ୍ଥିତ ବିଜୁ ପଟ୍ଟନାୟକ ଟାଉନ ହଲ ଠାରେ ଆଯୋଜିତ ହଟ ନ୍ୟୁଜର ସ୍ବନକ୍ଷତ୍ର ମହୋତ୍ସବ ଓ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମରେ ସାମ୍ବାଦିକ ବିଭୁତି ସମ୍ମାନରେ ତୁଷୁରା ର ଯୁବ ସାମ୍ବାଦିକ ମନୋଜ କୁମାର ଜୈନଙ୍କୁ ବରଗଡ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡର ଅଧ୍ୟକ୍ଷ ଦେବେଶ ଆଚାର୍ଯ୍ଯ ମାନପତ୍ର ଓ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରିଛନ୍ତି ।