-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀରରେ ସିଭିଲ କୋର୍ଟର ନୂତନ କୋଠା ନିର୍ମାଣ ହେବ, ରାଜ୍ୟସରକାରଙ୍କୁ କୃତଜ୍ଞତା ଜଣାଇଲା ଜିଲ୍ଲା ଓକିଲ ସଂଘ

18-Oct-2023



ବଲାଙ୍ଗିର (ପ୍ରେରଣା ଖବର ):  ସ୍ଥାନ ନିରୂପଣକୁ ନେଇ ଦୀର୍ଘ ଦିନ ର ଅପେକ୍ଷା ଓ ବାଦ ବିବାଦ ପରେ ରାଜ୍ୟ ରାଜସ୍ୱ ଓ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା  ବିଭାଗ ପକ୍ଷରୁ ବଲାଙ୍ଗୀର ଜିଲ୍ଲାପାଳଙ୍କୁ ଦିଆଯାଇଥିବା ଚିଠି  ନଂ ୩୬୫୨୬/ତା୧୩.୧୦.୨୩ ଅନୁସାରେ ବଲାଙ୍ଗିରରେ ସିଭିଲ କୋର୍ଟ ର ନୂଆଁ ବିଲଡିଂ ନିର୍ମାଣ ପାଇଁ ରାଜ୍ୟ ସରକାର ପଥ ପରିଷ୍କାର କରିଦେଇଛନ୍ତି । ବଲାଙ୍ଗିର ତହସିଲ  ଅନ୍ତର୍ଗତ  ମୌଜା 'କ', ଖାତା ନଂ-୧ ଓ ପ୍ଲଟ ନଂ ୯୨୯, ୯୩୦ ଓ  ୯୩୧ ଜମିରେ  ବଲାଙ୍ଗିର ଜିଲ୍ଲା ଦୌରା ଜଜ ଙ୍କ  କୋଠା ନିର୍ମାଣ ହେବ ବୋଲି ଆପତତଃ ସ୍ଥିର ହୋଇଛି । ବଲାଙ୍ଗିର ଜେଲ ପରିସରରେ.୫.୦୭୯ ଏକର ପରିମିତ ଜମିରେ ନିର୍ମାଣ ହେବ ବଲାଙ୍ଗିର ଜିଲ୍ଲା ଦୌରା ଜଜ ଙ୍କ ନୂତନ କୋଠା । ବର୍ତ୍ତମାନ ଉକ୍ତ ଜମି ର ସତ୍ତ୍ଵ ଗୃହ ବିଭାଗ ପାଖରେ ଥିବାରୁ ତାକୁ ରାଜସ୍ଵ ବିଭାଗକୁ ହସ୍ତାନ୍ତର ହେବା ପରେ ତାହାକୁ ଆଇନ ବିଭାଗକୁ ବିଧିବଦ୍ଧ ଭାବେ ହସ୍ତାନ୍ତର କରାଯିବ ବୋଲି  ରାଜ୍ୟ ରାଜସ୍ୱ ଓ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା  ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି l

ଜମି ହସ୍ତାନ୍ତର ପରେ କୋର୍ଟ ବିଲଡିଂ ନିର୍ମାଣ ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଥିବାରୁ  ବଲାଙ୍ଗିର ଜିଲ୍ଲା ଓକିଲ ସଂଘ ର ସଭାପତି ଅମରେଶ ତ୍ରିପାଠୀ ଓ ଅନ୍ୟ ସଭ୍ଯ ମାନେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ , ୫-ଟି ସଚିବ ବି.କେ ପାଣ୍ଡିଆନ ଓ ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଲ ରାଣା ଙ୍କୁ  କୃତଜ୍ଞତା ଜ୍ଞାପନ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   05-Sep-2026
  ଜିଲ୍ଲା  
ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   05-Sep-2026

You Might Also Like