-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||     

HOME   ବିଶେଷ

ଆଜିର ପ୍ରେରଣା ଖବର - ଅଳ୍ପରେ ଅନେକ

15-Dec-2020



1) ବିଶିଷ୍ଟ ସାହିତ୍ୟିକ ମନୋଜ ଦାସଙ୍କ ସ୍ୱାସ୍ଥ୍ୟାବସ୍ଥା ଅନୁଧ୍ୟାନ ପାଇଁ ପୁଡୁଚେରୀ ଗଲା ମେଡିକାଲ ଟିମ୍; ମନୋଜଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ଡାକ୍ତର ବିରଞ୍ଚି ନାରାୟଣ ମହାପାତ୍ର; ଡାକ୍ତରୀ ଟିମ୍ ସହ ଆଲୋଚନା କଲେ; ଆଜି ଅପରାହ୍ନରେ ରାଜ୍ୟ ସରକାରଙ୍କୁ ବିସ୍ତୃତ ରିପୋର୍ଟ ଦେବ ଟିମ୍
                

2) ଭୁବନେଶ୍ୱର:୨ ଦିନିଆ ରିମାଣ୍ଡରେ ଯିବେ ବିଧାୟକ ପ୍ରଦୀପ ପାଣିଗ୍ରାହୀ;  ଭୁବନେଶ୍ୱର SDJM କୋର୍ଟଙ୍କ ଅନୁମତି; ଠକେଇ ମାମଲାର ଅଧିକ ଖୋଳତାଡ଼ କରିବ କ୍ରାଇମବ୍ରାଞ୍ଚ; ଗତକାଲି ରିମାଣ୍ଡ ଆବେଦନ କରିଥିଲା କ୍ରାଇମବ୍ରାଞ୍ଚ


3) ଚିତ୍ରକୋଣ୍ଡା: ଏନ୍‌କାଉଣ୍ଟରରେ ୨ କ୍ୟାଡର ନକ୍ସଲଙ୍କ ମୃତ୍ୟୁ ଘଟଣାକୁ ବିରୋଧ କରି ନକ୍ସଲ ସଂଗଠନର ଆନ୍ଧ୍ର-ଓଡ଼ିଶା ସୀମା ଜୋନାଲ କମିଟି ସେକ୍ରେଟେରୀ କୈଳାସଙ୍କ ଅଡିଓ ଟେପ୍ ଜାରି; ପ୍ରଶାସନ, ପୁଲିସ ଓ ସରକାରଙ୍କ ପଦକ୍ଷେପକୁ ବିରୋଧ

4) ଶ୍ରୀମଦିରରେ ମଙ୍ଗଳ ଆଳତୀ, ରୋଷ ହୋମ ନୀତି ପରେ ବଲ୍ଲଭ ନୀତି ପରେ ପହିଲି ଭୋଗ ନୀତି କରାଯିବ। ଆଜି ଧନୁ ମୁଆଁ ଭୋଗ ଲାଗିଲେ ଜାଡ଼ ମହାପ୍ରଭୁଙ୍କଠାରୁ ଦୂରେଇ ଯାଏ ବୋଲି ବିଶ୍ୱାସ ରହିଛି।


5)  ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୩ ହଜାର ୭୦୯କୁ ବୃଦ୍ଧି, ଦେଶରେ ୨୪ ଘଣ୍ଟାରେ କୋରୋନା ନେଲା ୩୫୪ ଜଣଙ୍କ ଜୀବନ,
ଦେଶରେ ଦିନକରେ ୨୨ ହଜାର ୦୬୫ କୋରୋନାରେ ଆକ୍ରାନ୍ତ

6) ସମ୍ବଲପୁର ବାମରାରେ ୧୨ ଘଣ୍ଟିଆ ବନ୍ଦ ପାଳନ, ୩ଟି ଏକ୍ସପ୍ରେସ୍ ଟ୍ରେନ୍ ରହଣି ଓ ରେଳ ଫାଟକରେ ଓଭରବ୍ରିଜ ନିର୍ମାଣ ଦାବି, ରେଳ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ବାମରା ଷ୍ଟେସନରେ ରେଳରୋକ
 


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    09-Aug-2026
  ରାଜ୍ୟ  
ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   09-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026
  ଜିଲ୍ଲା  
ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   08-Aug-2026
  ରାଜ୍ୟ  
ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   08-Aug-2026
  ଜିଲ୍ଲା  
*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   08-Aug-2026
  ଜିଲ୍ଲା  
ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   08-Aug-2026
କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   08-Aug-2026

You Might Also Like