-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||     

HOME   ଜିଲ୍ଲା

ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷଙ୍କ ମାରାଥନ ଗ୍ରସ୍ତ - ରାଜେନ୍ଦ୍ର ନାରାୟଣ ସିଂହଦେଓ କ୍ରୀଡାପ୍ରାଙ୍ଗଣ ପାଇଁ ୨୦ ଲକ୍ଷଟଙ୍କାରସହାୟତା ରାଶି ଘୋଷଣା - ଡବ୍ଲୁଓଡିସି ସହାୟତାରେ ନିର୍ମିତ ୧୦୦୦ ସିଟ୍ ବିଶିଷ୍ଟ ନୂଆ ଅଡିଟୋରିୟମର ନୀରିକ୍ଷଣ - ଡିସେମ୍ବର ସୁଦ୍ଧା ସରିବ ଭୀମଭୋଇ ମେଡିକାଲ୍ କଲେଜରେ ଖେଳ ପଡିଆ ନିର୍ମାଣ

18-Oct-2023



ବଲାଙ୍ଗିର(ଚିତ୍ରସେନ ବେହେରା):ବଲାଙ୍ଗିର ଜିଲ୍ଲା କୁ ମାରାଥନଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଅନୁଧ୍ୟାନ କରିବା ସହ ଭିନ୍ନଭିନ୍ନ ପ୍ରକଳ୍ପ ପାଇଁ ଅର୍ଥ ଅନୁମୋଦନ କରିଛନ୍ତି ପଶ୍ଚିମଓଡିଶା ବିକାଶପରିଷଦ ଅଧ୍ୟକ୍ଷ ଅସିତ  ତ୍ରିପାଠୀ
ଗସ୍ତର ଦ୍ବିତୀୟ ଦିନରେ ରାଜେନ୍ଦ୍ର ନାରାୟଣସିଂହଦେଓ କ୍ରୀଡାପ୍ରାଙ୍ଗଣ ପରିଦର୍ଶନ କରି ଦୁଇଟି ଅଭିନବ କ୍ରୀଡା ବୋଲିଂ ଓଫେନସିଂକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ୨୦ ଲକ୍ଷ

ଟଙ୍କାର ସହାୟତା ରାଶିଘୋଷଣା କରିଛନ୍ତି ଶ୍ରୀତ୍ରିପାଠୀ। ଜିଲ୍ଲାପ୍ରଶାସନକୁ ଏକବ୍ୟବସ୍ଥିତ ଡିପିଆର ପ୍ରସ୍ତୁତ କରିବାକୁ କହିବା ସହ ଆଗକୁ କ୍ରୀଡାପ୍ରାଙ୍ଗଣର ଉନ୍ନତିକରଣ ପ୍ରତି ଧ୍ୟାନ ଦେବାକୁ କହିଛନ୍ତି।
ଭୀମଭୋଇ ମେଡିକାଲ୍ କଲେଜ ଏବଂ ଡାକ୍ତରଖାନା ପରିଦର୍ଶନ କରିବା ସହ ଡିସେମ୍ବର ସୁଦ୍ଧା ଖେଳ ପଡିଆ ପ୍ରକଳ୍ପ କାମ ସରିବା ନେଇ ଶ୍ରୀ ତ୍ରିପାଠୀ ସୂଚନା ଦେଇଛନ୍ତି । ଖେଳ ପଡିଆ ନିର୍ମାଣ ପାଇଁ ପରିଷଦ ପକ୍ଷରୁ 2 କୋଟି ଟଙ୍କାର ଅନୁଦାନ ଦିଆଯାଇଥିଲା । ଏହାସହ ୫୦ ଶଯ୍ୟା ବିଶିଷ୍ଟ କର୍କଟ ଡାକ୍ତରଖାନାର ନିର୍ମାଣ କାର୍ଯ୍ୟ ମଧ୍ୟ ତତ୍ପରତାର ସହ ସାରିବାକୁ  ଅଧ୍ୟକ୍ଷ ଶ୍ରୀ ତ୍ରିପାଠୀ ମତ ପ୍ରକାଶ କରିଥିଲେ । ଜିଲ୍ଲାର ଷ୍ଟେଟ୍ ଇନଷ୍ଟିଚ୍ୟୁଟ୍ ଅଫ୍ ହୋଟେଲ ମ୍ୟାନେଜମେଣ୍ଟ ର ସମ୍ମିଳନୀ କକ୍ଷରେ ଆପିକଲ୍ ଦ୍ବାରା ଆୟୋଜିତ ହୋଇଥିବା ସାକ୍ଷାତ କାର୍ଯ୍ୟକ୍ରମରେ ଜିଲ୍ଲାର ଉଦ୍ୟୋଗୀ ମାନଙ୍କୁ ଭେଟିବା ସହ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସଫଳ ରୂପାୟନ ବିଷୟରେ ଅବଗତ ହୋଇଥିଲେ । ଓଡିଶା ସ୍କିଲ୍ ଡେଭଲପମେଣ୍ଟ ଅଥରିଟି ଅଧୀନରେ ଥିବା ପାଲାଡିୟମ୍ ଏଜେନ୍ସି ଦ୍ବାରା “ସ୍ବକଳ୍ପ” ଶିବିର ର ଆୟୋଜନ କରାଯାଇଥିଲା । ଶିବିରରେ ଥିବା ପ୍ରାୟ ୪୮୦ ଜଣ ପ୍ରଶିକ୍ଷାର୍ଥୀଙ୍କୁ ଦିଆଯାଉଥିବା ତାଲିମ୍ ବିଷୟରେ ବୁଝିବା ସହ ପ୍ରଶିକ୍ଷାର୍ଥୀଙ୍କୁ ପ୍ରମାଣପତ୍ର ବାଣ୍ଟିଥିଲେ । ଏହି ଶିବିରରେ ଅଧିକ ମହିଳା ପ୍ରଶିକ୍ଷାର୍ଥୀ ଭାଗ ନେଇଥିଲେ, ଯାହା ସେମାନଙ୍କୁ ଭବିଷ୍ୟତରେ ଏକ ସଫଳ ଉଦ୍ୟୋଗୀ ରୂପେ ଗଢି ତୋଳିବ ବୋଲି ଶ୍ରୀ ତ୍ରିପାଠୀ ମତ ବ୍ୟକ୍ତ କରିଛନ୍ତି । 
ବଲାଙ୍ଗିର ମ୍ୟୁନିସିପାଲିଟି ୱାର୍ଡ ନଂ ୧୭ ରେ ଯୁବ ମହିଳା ଉଦ୍ୟୋଗୀ ଶ୍ରୀମତି ମମତା ନାଏକଙ୍କୁ ଭେଟିଥିଲେ ଡବ୍ଲୁଓଡିସି ଅଧ୍ୟକ୍ଷ  । ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା ଅଧିନରେ ମମତା ନାଏକ ୩୦ ଲକ୍ଷ ଟଙ୍କା ବ୍ୟୟବରାଦରେ କୃଷି ସେବା

କେନ୍ଦ୍ର ନିର୍ମାଣ କରି ସ୍ଥାନୀୟ ଚାଷୀ ମାନଙ୍କୁ ସୁଲଭ ମୂଲ୍ୟରେ କୃଷି ଯନ୍ତ୍ରପାତି ଯୋଗାଇ ଦେଉଛନ୍ତି । ପଶ୍ଚିମ ଓଡିଶା ବିକାଶ ପରିଷଦର ସହାୟତାରେ ନିର୍ମିତ ହେଉଥିବା ୧୦୦୦ ସିଟ୍ ବିଶିଷ୍ଟ ନୂଆ ଅଡିଟୋରିୟମ ବୁଲି ଦେଖିଥିଲେ । ମହାଲକ୍ଷ୍ମୀନଗରରେ ପରିଷଦର ସହାୟତାରେ ନିର୍ମିତ କଲ୍ୟାଣ ମଣ୍ଡପ ପରିସରରେ ଡ୍ରେନ୍ଓଫାଟକ ନିର୍ମାଣର କାର୍ଯ୍ୟକୁ ତଦାରଖ କରିଥିଲେ ପରିଷଦର ଅଧ୍ୟକ୍ଷ ଶ୍ରୀ ତ୍ରିପାଠୀ।ପରିଦର୍ଶନରେ ପଶ୍ଚିମ ଓଡିଶା ବିକାଶ ପରିଷଦର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଡଃ ଅଜିତ କୁମାର ମିଶ୍ର,  ଜିଲ୍ଲାପାଳ ଚଞ୍ଚଲ ରାଣା,ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଋଷିକେଶ ଖିଲାରି ଦ୍ୟାନଦେଓ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଲମ୍ବୋଦର ଧରୁଆ ଓ ପଶ୍ଚିମ ଓଡିଶା ବିକାଶ ପରିଷଦର ବୈଷୟିକ ପରାମର୍ଶଦାତା ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   05-Sep-2026
  ଜିଲ୍ଲା  
ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   05-Sep-2026

You Might Also Like