-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||     

HOME   ଜିଲ୍ଲା

ଅଛୁଁଆ ହୋଇ ପଡ଼ି ରହିଥିଲା ଶବ ଦୀର୍ଘ କୋଡିଏ ଘଣ୍ଟା ପରେ ଶବ ସତ୍କାର କଲା ସେବା ଚେରିଟେବୁଲ ଟ୍ରଷ୍ଟ

18-Oct-2023



ପାଟଣାଗଡ଼(ପୁର୍ଣ୍ଣ ଶଶୀ ଶେଖର ରାଓ ଙ୍କ ରିପୋର୍ଟ):  ପାଟଣାଗଡ଼ ଉପଖଣ୍ଡ ବେଳପଡ଼ା ବ୍ଲକ ବେଳପଡ଼ା ସଦରମହାକୁମା ଠାରୁ ମାତ୍ର ଦୁଇ କିଲୋମିଟର ଦୂରରେ ମାଲିମୁଣ୍ଡା ଗାଁ ଅବସ୍ଥିତ । ସେହି ଗାଁରେ ଦୀର୍ଘ ବର୍ଷ ଧରି  ବିଭିସଣ ବାଗ (୪୨)  ତାଙ୍କର ସ୍ତ୍ରୀ ଶଙ୍ଖ ବାଗ (୪୦) ଓ ଗୋଟିଏ ଝିଅ ସହିତ ରହୁଥିଲେ । ବିଗତ ଦିନରେ ତାଙ୍କର ଝିଅ ଅନ୍ୟ ଏକ ଜାତିର ପୁଅ ସହିତ ପ୍ରେମ ସମ୍ପର୍କ ଥିବା ଜାଣି ଜାତି ସମାଜ ଲୋକେ ସେହିଦିନଠାରୁ ଜାତିରୁ ବାସନ୍ଦ କରିଦେଇଥିଲେ । କିଛି ଦିନ ହେବ ଶଙ୍ଖ ବାଗ ଜ୍ୱର ଏବଂ

ଅନ୍ୟ ରୋଗରେ ପୀଡ଼ିତ ହୋଇ ଚିକିତ୍ସିତ ହେଉଥିଲେ କିନ୍ତୁ ରୋଗ ବଢ଼ି ବଢ଼ି ସମ୍ପୂର୍ଣ୍ଣ ଭାବେ ଅସୁସ୍ଥ ହୋଇଗଲେ । ଗତକାଲି ସନ୍ଧ୍ୟା ଘ.୫ରେ ଶଙ୍ଖ ବାଗ ମୃତ୍ୟୁବରଣ କଲେ । ଶଙ୍ଖ ବାଗ ଙ୍କର ପରିବାର କୁ ଜାତିରୁ ବାସନ୍ଦ କରିଥିବାରୁ ଜାତିଭାଇ  ଶବ ସତ୍କାର କରିବା ତ ଦୂରର କଥା  ଦେଖିବାକୁ ପାଖ ମଧ୍ୟ ମାଡ଼ିନଥିଲେ ସେହିଭଳି ପାଖ ପଡ଼ୋଶୀ ଲୋକ ମଧ୍ୟ କେହି ଆସି ନଥିଲେ । ସେ ଅବସ୍ଥାରେ ଦୀର୍ଘ କୋଡିଏ ଘଣ୍ଟା ଧରି ଶବ ପଡ଼ି ରହିଥିଲା । ଏହି ଘଟଣା ସମ୍ପର୍କରେ ଜଣାଶୁଣା ସମାଜସେବୀ ଜନାର୍ଦ୍ଦନ ସିଂ ପାଟଣାଗଡ଼ ସେବା ଚେରିଟେବୁଲ ଟ୍ରଷ୍ଟକୁ ଖବର ଦେଇଥିଲେ । ଖବର ପାଇ ସେବା ଚେରିଟେବୁଲ ଟ୍ରଷ୍ଟର ସଭାପତି ସୁନୀଲ ସିଂ, ଉପସଭାପତି ଗିରିରାଜ ଭୋଇ, ସିପୁନ ଖମାରୀ, ରଞ୍ଜିତ ସାହୁ, ସର୍ଜନ ସାହୁ ଶବକୁ  କୋକେଇ ସଜେଇ ସସମ୍ମାନେ ଚାରିକାନ୍ଧ ଦେଇ ଗାଁ ଠାରୁ ଦୀର୍ଘ ଚାରି କି.ମି ଦୂରରେ ଥିବା ଆଦର୍ଶ ବିଦ୍ୟାଳୟ ସମ୍ମୁଖ ଜଙ୍ଗଲରେ ଶବ ସତ୍କାର କରାଯାଇଛି । ଏହି ଘଟଣା ସମ୍ପର୍କରେ ସେବା ଚେରିଟେବୁଲ ଟ୍ରଷ୍ଟ ଉପସଭାପତି ଗିରିରାଜ ଭୋଇ ଦୁଃଖ ପ୍ରକାଶ କରି କହିଛନ୍ତି ଯେ ମଣିଷ ଚନ୍ଦ୍ର ପୃଷ୍ଠକୁ ଚନ୍ଦ୍ରାୟନ -୩ ପଠେଇ ସଫଳତା ହାସଲ କରିଥିବା ବେଳେ ଆଜିବି ସମାଜରେ କୁ ସଂସ୍କାର, ଅନ୍ଧ ବିଶ୍ୱାସ ଯାଇନାହିଁ ଜଦ୍ଦ୍ୱାରା ଗରିବ, ଅବହେଳିତ ଜନସାଧାରଣ ଅନେକ ସମସ୍ୟା ର ସମ୍ମୁଖୀନ ହେଉଛନ୍ତି । ସରକାର ମଧ୍ୟ କୁସଂସ୍କାର, ଅନ୍ଧ ବିଶ୍ୱାସ ଦୂର କରିବା ପାଇଁ କୋଟି କୋଟି ଟଙ୍କା ବ୍ୟୟ ବରାଦ କରି ଲୋକ ଦେଖାଣିଆ ସଚେତନ କରୁଥିବା ଭେଳିକି ମାତ୍ର । କୁସଂସ୍କାର , ଅନ୍ଧ ବିଶ୍ୱାସ,ଜାତି ଧର୍ମ ନିର୍ବିଶେଷରେ ସମସ୍ତେ ଉର୍ଦ୍ଧ୍ବରେ ରହି ମଣିଷ ସମାଜ ମାନବିକତା ଦେଖେଇବାକୁ ଅନୁରୋଧ କରିଛନ୍ତି । ଆଜିର ଏହି ମହାନ କାର୍ଯ୍ୟକୁ ଅଞ୍ଚଳରେ ବେଶ ପ୍ରଶଂସା କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   05-Sep-2026
  ଜିଲ୍ଲା  
ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   05-Sep-2026

You Might Also Like