-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ବ୍ଲକସ୍ତରୀୟ ସୁରଭି ଅନୁଷ୍ଠିତ

19-Oct-2023



ବଲାଙ୍ଗିର(ଚିତ୍ରସେନ ବେହେରା)- ସ୍ଥାନୀୟ ଟାଉନ ବାଳିକା ହାଇସ୍କୁଲ ଠାରେ ବ୍ଲକସ୍ତରୀୟ ସୁରଭି ଅନୁଷ୍ଠିତ ହୋଇଥିଲା । ଏଥିରେ ବଲାଙ୍ଗିର ବ୍ଲକର ପ୍ରାୟ ୬୦୦ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ । ବ୍ଲକ ଶିକ୍ଷା ଅଧିକାରୀ ଲୋକନାଥ ସୁନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ବ୍ଲକ ଉନ୍ନୟନ ଅଧିକାରୀ ଡ. ଇପ୍‌ସିତା ପାତ୍ର ମୁଖ୍ୟ ଅତିଥି, ଏବିଡିଓ କେଶବ ଚନ୍ଦ୍ର ମେହେର ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ । ସରୋଜ ନାୟକଙ୍କ ସଂଯୋଜନାରେ ସଭାକାର୍ଯ୍ୟ ପରିଚାଳିତ ହୋଇଥିଲା । ଏବିଇଓ ସନ୍ଧ୍ୟାରାଣୀ ଧରୁଆ ସ୍ୱାଗତ ଭାଷଣ ଦେଇଥିଲେ ଓ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନରେନ୍ଦ୍ର ମିଶ୍ର ଧନ୍ୟବାଦ ଦେଇଥିଲେ ।
 

   ଅପରାହ୍ନରେ ଉଦ୍‌ଘାପନି ଉତ୍ସବ ଅନୁଷ୍ଠିତ ହୋଇ କୃତୀ ପ୍ରତିଭାଙ୍କୁ ପୁରସ୍କୃତ କରାଯାଇଥିଲା । ଏଥିରେ ମୁଖ୍ୟ ଅତିଥି ସୋନିଆଶ୍ରୀ ମଲ୍ଲିକ ଆସଷ୍ଟାଣ୍ଡ କଲେକ୍ଟର ବଲାଙ୍ଗିର, ସମ୍ମାନିତ ଅତିଥି ଭାବରେ ଏଡିଇଓ କେଶବ ମେହେର, ବି.ଇ.ଓ ଲୋକନାଥ ସୁନା ଉପସ୍ଥିତ ଥିଲେ । ଏବିଇଓ ସନ୍ଧ୍ୟାରାଣୀ ଧରୁଆ ରିପୋର୍ଟ ପ୍ରଦାନ କରିଥିଲେ । ସମ୍ମାନିତ ଅତିଥି ଭାବରେ ଅବସରପ୍ରାପ୍ତ ଏବିଇଓ କୈଳାସ କୁମ୍ଭାର, ବରିଷ୍ଠ ପ୍ରଧାନ ଶିକ୍ଷକ ନବୀନ ନନ୍ଦ ଯୋଗ ଦେଇଥିବା

ବେଳେ ମଂଚ ପରିଚାଳନା ରେ ସର୍ମିଷ୍ଠା ହୋତା, ସରୋଜ ନାୟକ ଓ ରବିନ୍ଦ୍ର ଠେଠୁଆଲ ସାହାଯ୍ୟ କରିଥିଲେ । ଶେଷରେ ପୋଲିସ ହାଇସ୍କୁଲ ପ୍ରଧାନ ଶିକ୍ଷକ ବିରାଟ କେଶରୀ ପ୍ରଧାନ ଧନ୍ୟବାଦ ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମକୁ ସଫଳ କରିବାରେ ବ୍ଲକର ସମସ୍ତ ବିଦ୍ୟାଳୟ ର ପ୍ରଧାନଶିକ୍ଷକ, ସିଆରସିସି ଏବଂ ବିଇଓ ଅଫିସର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ । ୩୦ ଜଣ ବିଚାରକ ଭାବେ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   05-Sep-2026
  ଜିଲ୍ଲା  
ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   05-Sep-2026

You Might Also Like