-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||     

HOME   ଜିଲ୍ଲା

ଦଶହରା ପାଇଁ ଚଳଚଞ୍ଚଳ କଣ୍ଟାମାଳ

19-Oct-2023



କଣ୍ଟାମାଳ, ଶାରଦୀୟ ସମ୍ଭାର ନେଇ ଆସୁଛି ଦଶହରା ପାର୍ବଣ  l   ମାଁ ଦୁର୍ଗା ଧରାପୃଷ୍ଠକୁ ଶତ୍ରୁ ସଂହାର କରିବା ପାଇଁ ଆସୁଛନ୍ତି  l  ଭକ୍ତଙ୍କୁ ପୂଜା ମଣ୍ଡପରେ ମାଁ ଦଶଭୁଜା ଦର୍ଶନ ଦେବେ    l  ଏଥିପାଇଁ ପୂଜା କମିଟି ଗୁଡିକ ତରଫରୁ ଗତ କିଛିଦିନ ଧରି ଚାଲିଥିବା ଜୋରଦାର ପ୍ରସ୍ତୁତି ପ୍ରାୟତଃ ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି   l   ପୂଜା ମଣ୍ଡପକୁ ଆକର୍ଷଣୀୟ ଓ ମନଲାଖି କରିବା ପାଇଁ ପ୍ରୟାସ ଜାରି ରହିଛି  l  ଏହିଁ ଦଶହରା ପାର୍ବଣ ପାଇଁ ଗାଁ ଠାରୁ ସହର ପର୍ଯ୍ୟନ୍ତ ଧୀରେ ଧୀରେ ଚଳ ଚଞ୍ଚଳ ହେବାକୁ

ଲାଗିଛି      l ପାର୍ବଣ ଋତୁରେ ଦଶହରା ପୂଜା ସବୁଠାରୁ ଅଧିକ ବ୍ୟୟବହୁଳ ଓ ଲୋକାଦୃତ ହୋଇଥାଏ  l   ମୃଣ୍ମୟୀ ଦେବୀ ପ୍ରତିମୂର୍ତ୍ତି, ସୁନ୍ଦର କାରୁକାର୍ଯ୍ୟ ମଣ୍ଡିତ ମେଢ଼, ତୋରଣ, ସାଜସଜ୍ଜା ଆଦିକୁ ନେଇ ମାସକ ପୂର୍ବରୁ ପୂଜା କମିଟି କର୍ମକର୍ତ୍ତା ବେସ କର୍ମତତ୍ପର ହୋଇଥାନ୍ତି  l   ପୂଜାକୁ ମନଭରି ଉପଭୋଗ କରିବାପାଇଁ ସରକାରୀ କର୍ମଚାରୀଙ୍କୁ ବୋନସ ସହ ସର୍ବାଧିକ ଛୁଟି ମିଳିଥାଏ l ଦୂର ଦୂରାନ୍ତରେ ପାଠପଢ଼ୁଥିବା ଓ ଚାକିରୀ କରୁଥିବା ପିଲାମାନେ ଏହିଁ ଦଶହରା ଛୁଟିରେ ନିଜ ଘରକୁ ଫେରୁଥିବା ଦେଖିବାକୁ ମିଳିଛି  l  ପୂଜାରେ ବିଭିନ୍ନ ଶାଢ଼ୀ ଓ ପୋଷାକ ଦୋକାନ ସହ କସମେଟିକ ଦୋକାନ ଗୁଡିକରେ ଗ୍ରlହକଙ୍କ ପ୍ରବଳ ଭିଡ଼ ଲାଗିରହିଛି  l ଭକ୍ତାମାନେ କିଭଳି ଶୃଙ୍ଖଳିତ ଭାବେ ମାଁ ଙ୍କ ଦର୍ଶନ କରିପାରିବେ ସେଥିପାଇଁ କମିଟି କର୍ମକର୍ତlମାନେ ବେସ ତତ୍ପର ଥାଆନ୍ତି  l ପୂଜାରେ ଶାନ୍ତି )

ଶୃଙ୍ଖଳା ରକ୍ଷା ପାଇଁ ପୋଲିସ ପ୍ରଶାସନ ସଜାଗ ରହିବା ସହ ଅଂଚଳର ସମସ୍ତ ପୂଜା କମିଟି କର୍ମକର୍ତ୍ତା ମାନଙ୍କ ସହ ନୀତି ନିୟମ ସମ୍ପର୍କରେ ଆଲୋଚନା କରଥାନ୍ତି  l   ପୂଜା ଯେତିକି ପାଖେଇ ପାଖେଇ ଆସୁଛି ସମଗ୍ର କଣ୍ଟାମାଳ ଅଞ୍ଚଳ ସେତିକି ଚଳଚଞ୍ଚଳ ଓ ସମାଗମ ବଢ଼ୁଥିବାବେଳେ ଏକ ପାର୍ବଣ ର ମାହୋଲ ଅନୁଭୂତ ହେଊଛି l

(କଣ୍ଟାମାଳ ରୁ ଜୟ କୁମାର ମହାରଣା ଙ୍କ ରିପୋର୍ଟ


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   05-Sep-2026
  ଜିଲ୍ଲା  
ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   05-Sep-2026

You Might Also Like