-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||     

HOME   ଜିଲ୍ଲା

ବିଦ୍ୟୁତ ବିଭାଗର ଚାଷୀମାରଣ ନିତିକୁ ବିରୋଧ ପୁଣି ବିଦ୍ୟୁତ ସଂଯୋଗ କରିବା ପାଇଁଦାବି

15-Dec-2020



ଆଗଲପୁର, (ପ୍ରେରଣା ଖବର) : ବଲାଙ୍ଗୀର ଜିଲ୍ଲା ଆଗଲପୁର ଗ୍ରୀଡ ଅଧୀନରେ ଥିବା  ଅନେକ ଏଲଆଇ ପଏଣ୍ଟରେ ଗତ ୧୮ ତାରିଖ ବିଦ୍ୟୁତ କାଟ କରାଯାଇଛି  ବିଦ୍ୟୁତ କାଟକୁ ନେଇ ଚାଷୀ ମାନେ ତୀବ୍ର ବିରୋଧ କରିଛନ୍ତି ସେପଟେ ଅନେକ ଏଲଆଇ ପଏଣ୍ଟରେ ବିଦ୍ୟୁତ ସଂଯୋଗ ନହୋଇ ବିଲ ଆସିଥିବାର ଅଭିଯୋଗ ହୋଇଛି  l ଗତ ବର୍ଷେ ୨ ବର୍ଷ ହେବ ଚାଷୀ ମାନେ ସରକାରଙ୍କ ଯୋଜନା ଅନୁସାରେ 10 ହଜାର ଟଙ୍କା ଲେଖାଏଁ ଜମାକରି ଗଭୀର ନଳକୁପ ଖନନ କରାଯାଇ ବିଦ୍ୟୁତ ସଂଯୋଗ କରାଯାଇଥିଲା କିନ୍ତୁ ମାର୍ଚ୍ଚ ମାସଠାରୁ ମହାମାରୀ କୋରନା ପାଇଁ କଟକଣା ଲଗାଗଲା ଏହି କଟକଣା ପାଇଁ ଚାଷୀ  ମାନେ ତାଙ୍କର ଉତ୍ପାଦିତ ଫସଲ ଗୁଡିକୁ ଠିକ ଭାବରେ ବିକ୍ରି କରିପାରିଲେ ନାହିଁ ଏନେଇ ବାରମ୍ବାର ଚାଷି ମାନଙ୍କୁ ସହାୟତା କରିବା ପାଇଁ ଗଣମାଧ୍ୟମ ଗୁଡିକରେ ଖବର ପ୍ରସାରଣ କରାଯାଇଥିଲା ପୁଣି ଅଗଷ୍ଟ ୨୫ ୨୬ ୨୭ ତିନିଦିନ ଲଗାଣ ବର୍ଷା ହେବା ଫଳରେ ଅନେକ ଗୁଡିଏ ଏଲଆଇ ପଏଣ୍ଟରୁ ବିଦ୍ୟୁତ ବିଛିନ୍ନ ହେବା ସହିତ ବିଭିନ୍ନ ଯନ୍ତ୍ରାଂଶ କ୍ଷତି ହୋଇଥିଲା ଏହି ସମୟରେ ଚାଷୀ ମାନେ ଏଲଆଇ ପଏଣ୍ଟ ଗୁଡିକର ବିଦ୍ୟୁତ ବିଲ ଛାଡ଼ କରିବା ପାଇଁ ବ୍ଲକ ଓ ଜିଲ୍ଲା ପ୍ରଶାସନର ଦୁଷ୍ଟି ଆକର୍ଷଣ କରିଥିଲେ ବନ୍ୟାରେ ଫସଲ କ୍ଷତି ହୋଇଥିବା ନେଇ ମଧ୍ୟ ଅଭିଯୋଗ କରିଥିଲେ ଆଗଲପୁର ତହସିଲଦାର ଓ ବିଡ଼ିଓଙ୍କୁ ସର୍ଜମିନ ତଦନ୍ତ କରି ଚାଷି ମାନଙ୍କୁ ସହାୟତା ଦେବା ପାଇଁ ସରକାର ପାଖକୁ ରିପୋର୍ଟ ପ୍ରଦାନ କରିବା ପାଇଁ କୁହାଯାଇଥିଲା ବନ୍ୟା ସହାୟତା ପାଇବା ପାଇଁ ଚାଷୀ ମାନେ ଆଗଲପୁର ତହସିଲଦାରଙ୍କୁ ପଚାବାରୁ ସରକାର ପାଖକୁ କ୍ଷୟକ୍ଷତି ରିପୋର୍ଟ ପଠାଯାଇଛି ସରକାର ସହାୟତା ରାଶି ପଠାଇଲେ ଦିଆଯିବ ବୋଲି କହିଥିଲେ ସରକାରୀ ସହାୟତା ଆଜିପଯ୍ୟନ୍ତ ଚାଷୀ ମାନଙ୍କୁ ମିଳିନାହିଁ


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    09-Aug-2026
  ରାଜ୍ୟ  
ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   09-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026
  ଜିଲ୍ଲା  
ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   08-Aug-2026
  ରାଜ୍ୟ  
ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   08-Aug-2026
  ଜିଲ୍ଲା  
*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   08-Aug-2026
  ଜିଲ୍ଲା  
ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   08-Aug-2026
କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   08-Aug-2026

You Might Also Like