-+91-9937148622 |

prerana_bgr@rediffmail.com |

  Monday 27th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି    (27-Apr-2026)       ||      ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞ ର ଚତୁର୍ଥ ଦିବସ    (27-Apr-2026)       ||      ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (27-Apr-2026)       ||      ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ    (27-Apr-2026)       ||      ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ    (27-Apr-2026)       ||      ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି    (27-Apr-2026)       ||      ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ    (27-Apr-2026)       ||      କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   (27-Apr-2026)       ||      ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   (27-Apr-2026)       ||      ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   (27-Apr-2026)       ||      “ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   (27-Apr-2026)       ||      ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   (27-Apr-2026)       ||      ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   (27-Apr-2026)       ||      ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   (26-Apr-2026)       ||      ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   (26-Apr-2026)       ||      ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ    (26-Apr-2026)       ||      ନାଇକେନସିରାରେ ପିଇବା ପାଣି ଘୋର ଅଭାବ, ନରସିଂହଙ୍କୁ ପାଣି ପାଇଁ ଜ୍ଞହାରୀ କଲେ ଲୋକେ   (26-Apr-2026)       ||      ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୩ତମ ବାର୍ଷିକ ଉତ୍ସବ ସମାରୋହ ♦️ ସାମ୍ବାଦିକ ଙ୍କ ସୁରକ୍ଷା ସମ୍ମାନ ନିତାନ୍ତ ଜରୁରୀ    (26-Apr-2026)       ||      *ବୋଡ଼େନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ମଧ୍ୟରେ ବିଶ୍ୱ ମେଳେରିଆ ଦିବସ ପାଳନ, ମେଲେରିଆ ମୁକ୍ତ ବ୍ଲକ ଗଠନ କରିବା ପାଇଁ ସଂକଳ୍ପ ନେଇଥିଲେ*   (26-Apr-2026)       ||      *ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ବିଜେପି ର ସାମ୍ୱାଦିକ ସମ୍ମିଳନୀ* *ଜନ ଆକ୍ରୋଶ ସମାବେଶ ରେ ଯୋଗ ଦେଲେ ହଜାର ହଜାର ମହିଳା*   (26-Apr-2026)       ||     

HOME   ଜିଲ୍ଲା

ତୁରେକେଲା କ୍ଳଷ୍ଟର ସ୍ତରୀୟ ମାସିକ ବୈଠକ

19-Oct-2023



କଣ୍ଟାବାଞ୍ଜି/ତା.୧୬/୦୯ତୁରେକେଲା ବ୍ଳକ ଅନ୍ତର୍ଗତ  ଲର୍କି ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ତୁରେକେଲା କ୍ଳଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ ହୋଇଥିଲା।କ୍ଳଷ୍ଟର ସଂଯୋଜକ ଶ୍ରୀ ବିରଂଚି ନାରାୟଣ ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଶ୍ରୀ ଜୟନ୍ତ କୁମାର ପ୍ରଧାନ, ଗୋଷ୍ଠୀ ଶିକ୍ଷା ଅଧିକାରୀ ମୁଖ୍ୟ ଅତିଥି, ଶ୍ରୀ ଫକୀର ଚରଣ ବିଶି,ବିଆରସିସି ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ।ସର୍ବ ପ୍ରଥମେ ଶ୍ରୀ ଦାଶ ବୈଠକର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ।ତାପରେ ମୁଖ୍ୟ ଅତିଥି ଶ୍ରୀ ପ୍ରଧାନ ବିଦ୍ୟାଳୟ ମାନଙ୍କରେ ସାକ୍ଷରତା ଓ ସଂଖ୍ୟା ଜ୍ଞାନ ଉପରେ ଯେପରି ସମସ୍ତ ଛାତ୍ରଛାତ୍ରୀ ଦକ୍ଷତା ହାସଲ କରିବେ ସେଥିପ୍ରତି ଶିକ୍ଷକ ଶିକ୍ଷୟିତ୍ରୀ ଯତ୍ନବାନ ହେବାକୁ ପରାମର୍ଶ ଦେଇଥିଲେ।

ତାପରେ ସଂଯୋଜକ ଚଳିତ ମାସର କାର୍ଯ୍ୟକ୍ରମ ଯଥା ସାକ୍ଷରତା କିଟ,ଗଣିତ କଳିକା ଆନ୍ଦୋଳନ କିଟ ର ବ୍ୟବହାର,ୟୁଡାଇସ,କମ୍ପୋଜିଟ ଫଣ୍ଡର ସଦୁପଯୋଗ,ବ୍ଳକ ସ୍ତରୀୟ ସୁରଭି,ନଭେମ୍ବର ୩ ତାରିଖରେ ତୃତୀୟ, ଷଷ୍ଠ ଓ ନବମ ଶ୍ରେଣୀରେ ହେବାକୁ ଥିବା ପରୀକ୍ଷା ଉପରେ ବିଷଦ ଆଲୋଚନା କରିଥିଲେ।ତା ବ୍ୟତୀତ ଏଫଏଲଏନ କୋଠରୀ, ବିଦ୍ୟାଳୟ ରେ ବିଦ୍ୟୁତ ସଂଯୋଗ ଆଦି ଉପରେ କାମ କରିବାକୁ ଅନୁରୋଧ କରିଥିଲେ।ଏହି ବୈଠକରେ ଶିକ୍ଷକ ପାର୍ଥବ ମହାନନ୍ଦ, ରବୀନ୍ଦ୍ର ରଥ,ସୁରୁମଣି ମେହେର, ପୀତାମ୍ବର ଲୁହା, ଦେବ ବଗର୍ତ୍ତୀ,ରାଜୀବ ଦାସ,ସୂର୍ଯ୍ୟରାମ ମାଝୀ,ହିମାଂଶୁ ସାହୁ ଶିକ୍ଷୟିତ୍ରୀ ଡାଳିମ୍ବ ମେହେର, ସୁଭଦ୍ରା ମେହେର, ମାଧବୀଲତା ସାହୁ,ଶୁଭଦୀପ୍ତା ଦାଶ, ବିନୋଦିନୀ ତାଣ୍ଡୀ ଟିକେଶ୍ୱରୀ ସେଠ ଆଦି ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି   27-Apr-2026
  ଜିଲ୍ଲା  
ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞ ର ଚତୁର୍ଥ ଦିବସ   27-Apr-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   27-Apr-2026
  ଜିଲ୍ଲା  
ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ   27-Apr-2026
  ରାଜ୍ୟ  
ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ   27-Apr-2026
  ଜିଲ୍ଲା  
ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି   27-Apr-2026
  ଜିଲ୍ଲା  
ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ   27-Apr-2026
  ଜିଲ୍ଲା  
କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   27-Apr-2026
  ଜିଲ୍ଲା  
ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   27-Apr-2026
  ଜିଲ୍ଲା  
ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   27-Apr-2026
  ଜିଲ୍ଲା  
“ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   27-Apr-2026
  ଜିଲ୍ଲା  
ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   27-Apr-2026

You Might Also Like