-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||     

HOME   ଜିଲ୍ଲା

ଶିଶୁ ମାନଙ୍କ ଉପରେ ମୋବାଇଲର କୁପ୍ରଭାବ ସମ୍ପର୍କରେ ନାରୀ ଶକ୍ତି ସଂଗଠନ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ

19-Oct-2023



ବଲାଙ୍ଗିର (ସନ୍ତୋଷ କୁମାର ଠାକୁର ): ମୋବାଇଲ୍ ବ୍ୟବହାର ଯୋଗୁଁ ଦିନକୁ ଦିନ ପିଲା ଛୁଆ ମାନଙ୍କୁ ତାଙ୍କ ଦୈନନ୍ଦିନ ଜୀବନରେ ଅଳସୁଆ ସଙ୍ଗେ ମାନସିକ ଚାପ ମଧ୍ୟ ସୃଷ୍ଟି କରୁଛି l ଛାତ୍ରଛାତ୍ରୀ, ପିଲା ଛୁଆ ମାନେ ଯେପରି ମୋବାଇଲର ଅପବ୍ୟବହାର  ନ କରିବେ ତା ଉପରେ ସମସ୍ତେ ସଚେତନ ହେବ ଆବଶ୍ୟକ। ଏ କ୍ଷେତ୍ରରେ ବାପା ମାଁ ଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି l ଏହି ଅବସରରେ ବଲାଙ୍ଗିରର ଅଗ୍ରଣୀ ମହିଳା

 

ସଂଗଠନ ନାରୀ ଶକ୍ତି ସଂଗଠନ ଆୟୋଜନରେ 
ସ୍ଥାନୀୟ କଲେଜ ଛକ ପ୍ରୋଜେକ୍ଟ କଲୋନୀ ବିଦ୍ୟାଳୟ, କନ୍ଧପାଲି ବିଦ୍ୟାଳୟ, ମେଘନାଦ ପଡା ବିଦ୍ୟାଳୟ, ଚିମନି ଭାଟି ବିଦ୍ୟାଳୟ, ,ବ୍ରାହ୍ମଣପଡା ବିଦ୍ୟାଳୟ, କଲେଜ ଛକ ସରସ୍ଵତୀ ଶିଶୁ ମନ୍ଦିରରେ  ମୋବାଇଲ୍ ବ୍ୟବହାରର କୁପ୍ରଭାବ ଉପରେ ବୁଝା ଯାଇଥିଲା l ଛାତ୍ରଛାତ୍ରୀ ମାନେ ମୋବାଇଲ ବ୍ୟବହାର କିପରି କମ୍ କରିବେ  ସେ ବିଷୟରେ ଏକ ସଚେତନତା କାର୍ଯ୍ୟକ୍ରମ ଆୟୋଜନ  କରାଯାଇଥିଲା l ଜିଲ୍ଲା କାରାଗାରର ମାନସିକ ସ୍ବାସ୍ଥ୍ୟ ବିଶେଷଜ୍ଞ ମିସ୍ ସୋନାଲି ଦାଶ ଛାତ୍ରଛାତ୍ରୀ

ମାନଙ୍କୁ ଲ୍ୟାପଟପ୍ ,ପ୍ରୋଜେକ୍ଟର ମାଧ୍ୟମ ରେ ଏକ ଭିଡିଓ ଦେଖାଇ ବୁଝାଇଥିଲେ  ଏବଂ ଏଣ୍ଟରପ୍ରେନୁୟର ଶ୍ରୀମତୀ ସ୍ନିଗ୍ଧାମୟୀ ମିଶ୍ର ମଧ୍ୟ ଏହି ସମ୍ଭନ୍ଧ ରେ ବୁଝାଇଥିଲେ l ସଂଗଠନର ନୂତନ ସେନ୍ଦ୍ରିଆ, ଶ୍ରାବଣୀ ମେହେର, ଜଗଦମ୍ବା ନାୟକ,ମମତା , ନୂତନ ଦାସ ପ୍ରମୁଖ ଏହି ସଚେତନତା ମୂଳକ କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   05-Sep-2026
  ଜିଲ୍ଲା  
ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   05-Sep-2026

You Might Also Like