-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||     

HOME   ଜିଲ୍ଲା

ଭୁବନେଶ୍ଵରୀ ବେଶ ରେ ଦର୍ଶନ ଦେଉଛନ୍ତି ମା ସୁରେଶ୍ଵରୀ ମା ଭଗବତୀ ଓ ଦୁର୍ଗା ମନ୍ଦିର ରେ ମା ଙ୍କ ସ୍କନ୍ଧମାତା ବେଶ

20-Oct-2023



ସୁବର୍ଣ୍ଣପୁର( ମନୋରଞ୍ଜନ ତ୍ରିପାଠୀ): ସୋନପୁର ର ଇଷ୍ଟ ଦେବୀ ମା ସୁରେଶ୍ଵରୀ ଙ୍କ ପୀଠ ରେ ଷୋଡଶ ଉପଚାର ପୂଜା ଚାଲୁ ରହିଥିବା ବେଳେ ଆଜି ଭୋର ସମୟରୁ ମନ୍ଦିର ଖୋଲା ଯାଇ ଯଥା ବିଧି ପୂଜାର୍ଚ୍ଚନା ଶେଷ ହୋଇଥିବା ବେଳେ ଆଜି ଭୁବନେଶ୍ଵରୀ ବେଶ ରେ ମା ଉଭା ହୋଇ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ମନ୍ଦିର ରେ ନବଦିନ ବ୍ୟାପୀ ଚଣ୍ଡୀ ମହାଯଜ୍ଞର ପଞ୍ଚମ ଦିବସ ରେ ସୂର୍ଯ୍ୟ ପୂଜା, ଗୋ ପୂଜା, ଗୁରୁ, ବ୍ରାହ୍ମଣ ପୁଜନମ ବିଭିନ୍ନ ଦେବଦେବୀଙ୍କ ପୂଜାପାଠ ସୁରେଶ୍ଵରୀ ଙ୍କ ଷୋଡଶ ଉପଚାର ପୂଜା ଆରତୀ ପୁଷ୍ପାଞ୍ଜଳି ସହ ସନ୍ଧ୍ୟା ୬ ଟା ବେଳକୁ ଚଣ୍ଡୀ ଯଜ୍ଞ, ହବନ, ଆରତୀ, ପୁଷ୍ପାଞ୍ଜଳି ଓ ପ୍ରସାଦ ସେବନ ହେବା ନେଇ କମିଟି ପକ୍ଷରୁ ସୂଚନା ମିଳିଛି l ସେହିପରି ସହର ର ସର୍ବ ପୁରାତନ ମା ଭଗବତୀ ଙ୍କ ପୀଠରେ ଆଜି ସ୍କନ୍ଧମାତା ବେଶ ରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମା ଭଗବତୀ l ସେପଟେ ସହର ର ଗଡ଼ଭିତର ସ୍ଥିତ ଦୁର୍ଗା ମନ୍ଦିର ରେ ମଧ୍ୟ ନବରାତ୍ର ର ପଞ୍ଚମ ଦିନ ରେ ଆଜି ମା’ ଦୁର୍ଗା ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ସ୍କନ୍ଧମାତା ବେଶରେ l ତେବେ  ଆସନ୍ତୁ ମା’ଙ୍କ ସ୍କନ୍ଦମାତା ବେଶର ମହାତ୍ମ୍ୟ ସଂପର୍କରେ କିଛି ପୌରାଣିକ କଥାବସ୍ତୁ ଜାଣିବା । ସିଂହାସନାଗତା ନିତ୍ୟଂ ପଦ୍ମାଶ୍ରିତକରଦ୍ୱୟା ।

ଶୁଭଦାସ୍ତୁ ସଦା ଦେବୀ ସ୍କନ୍ଦମାତା ଯଶସ୍ୱିନୀ । ମାତା ଦୁର୍ଗାଙ୍କର ପଞ୍ଚମ ସ୍ୱରୂପର ନାମ ସ୍କନ୍ଦମାତା । କୁମାର କାର୍ତ୍ତିକେୟଙ୍କର ଅନ୍ୟ ନାମ ସ୍କନ୍ଦ । ପ୍ରସିଦ୍ଧ ଦେବାସୁର ଯୁଦ୍ଧରେ ସେ ଦେବତାମାନଙ୍କର ସେନାପତି ହୋଇଥିଲେ । ପୁରାଣରେ ତାହାଙ୍କୁ କୁମାର ଓ ଶକ୍ତିଧର କହି ତାଙ୍କର ମହିମା ବର୍ଣ୍ଣନା କରାଯାଇଛି । କାର୍ତ୍ତିକେୟଙ୍କର ବାହାନ ମୟୂର, ତେଣୁ ତାଙ୍କୁ ମୟୁରବାହାନ ବୋଲି ମଧ୍ୟ କୁହାଯାଏ ।
ସେହି ଭଗବାନ ସ୍କନ୍ଦଙ୍କର ମାତା ହୋଇଥିବାରୁ ମା’ ଦୁର୍ଗାଙ୍କର ଏହି ପଞ୍ଚମ ସ୍ୱରୂପର ନାମ ସ୍କନ୍ଦମାତା ହୋଇଛି । ନବରାତ୍ରି ପୂଜାର ପଞ୍ଚମ ଦିବସରେ ଏହାଙ୍କର ଉପାସନା କରାଯାଏ । ଏହି ଦିନ ସାଧକଙ୍କର ମନ ବିଶୁଦ୍ଧ ଚକ୍ରରେ ଅବସ୍ଥିତ ହୁଏ । ମା’ଙ୍କର ବିଗ୍ରହରେ ଭଗବାନ ସ୍କନ୍ଦ ବାଳରୂପରେ କୋଳରେ ବସିଥାନ୍ତି । ସ୍କନ୍ଦମାତା ଦେବୀଙ୍କର ଚାରି ଭୂଜ । ଡାହାଣ ପଟର ଉପର ହାତରେ ସେ ଭଗବାନ ସ୍କନ୍ଦଙ୍କୁ କୋଳରେ ବସାଇ ଧରିଥାନ୍ତି ଏବଂ ସେହି ପଟର ତଳ ହାତଟି ଉପରକୁ ଟେକି ସେଥିରେ କମଳ ପୁଷ୍ପଟିଏ ଧରିଥାନ୍ତି । ବାମପଟର ଉପରେ ହାତରେ ବରମୁଦ୍ରା ଦେଖାଉଥିବା ବେଳେ ତଳ ହାତ ଉପରକୁ ଟେକି ସେଥିରେ ବି କମଳ ପୁଷ୍ପ ଧାରଣ କରିଥାନ୍ତି । ସେପଟେ ସହର ର ଥନାପତି ପଡା ରେ ମଧ୍ୟ ମା ଙ୍କ ନବରାତ୍ରୀ ପୂଜା ଧୁମଧାମ ରେ ଚାଲିଥିବା ବେଳେ ଗତକାଲି ରାତି ଅଭିଜିତ ମଜୁମଦାର ଙ୍କ ମେଲୋଡି କୁ ଦର୍ଶକ ବେଶ ଉପଭୋଗ କରିଥିବା ଦେଖାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   05-Sep-2026
  ଜିଲ୍ଲା  
ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   05-Sep-2026

You Might Also Like