-+91-9937148622 |

prerana_bgr@rediffmail.com |

  Tuesday 28th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||      ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି    (27-Apr-2026)       ||      ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ    (27-Apr-2026)       ||      ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (27-Apr-2026)       ||      ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ    (27-Apr-2026)       ||      ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ    (27-Apr-2026)       ||      ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି    (27-Apr-2026)       ||      ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ    (27-Apr-2026)       ||      କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   (27-Apr-2026)       ||      ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   (27-Apr-2026)       ||      ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   (27-Apr-2026)       ||      “ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   (27-Apr-2026)       ||      ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   (27-Apr-2026)       ||      ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   (27-Apr-2026)       ||      ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   (26-Apr-2026)       ||      ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   (26-Apr-2026)       ||      ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ    (26-Apr-2026)       ||     

HOME   ଜିଲ୍ଲା

ନୂଆଁପାଲିରେ ସଂକୀର୍ତ୍ତନ୍ୟଧାରା ସମାରୋହ

20-Oct-2023



କଣ୍ଟାମାଳ,(ପ୍ରେରଣା ଖବର ): କଣ୍ଟାମାଳ ବ୍ଲକ କୁଲୁତାଯୋର ପଞ୍ଚାୟତ ଅନ୍ତର୍ଗତ ନୂଆଁପାଲି ବୁଢାଦେଓ ପୀଠରେ ଗର୍ଭଣା ସଂକ୍ରାନ୍ତି ଉପଲକ୍ଷେ ପାଞ୍ଚୟତ ସ୍ତରୀୟ ସଂକୀର୍ତ୍ତନଧାରା ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ସମାରୋହରେ ୧୮ ଗୋଟି ସଂକୀର୍ତ୍ତନ୍ୟ ମଣ୍ଡଳୀ ଯୋଗ ଦେଇ ହରିନାମ ମହାମନ୍ତ୍ର ଗାନ କରିଥିଲେ l ଉଦଯାପନୀ ସଭାରେ କଣ୍ଟାମାଳ ବିଧାୟକ ମହୀଧର ରଣା ମୁଖ୍ୟ ଅତିଥି ଭାବେ ଯୋଗଦେଇ ସଂକୀର୍ତ୍ତନ ହେଉଛି ସନାତନ ସଂସ୍କୃତିର ମୂଳଆଧାର ବୋଲି ମତବ୍ୟକ୍ତ କରିଥିଲେ l କଣ୍ଟାମାଳ ବ୍ଲକ

ମିଳିତ ଶିକ୍ଷକ ସଂଘ ସଭାପତି ନୀଳାଞ୍ଚଳ ଭୋଇ ମୁଖ୍ୟବକ୍ତା ଏବଂ ବ୍ଲକ ଉପାଧ୍ୟକ୍ଷ ମହେନ୍ଦ୍ର ରଣା, କୁଲୁତାଯୋର ସରପଞ୍ଚ ଚୁମକି ଭୋଇ, ପେକ୍ସ ସଭାପତି ହିମାଞ୍ଚଳ ରଣା, ଘଣ୍ଟାପଡା ନଂ ୧ଜୋନର ଜିଲ୍ଲାପରିଷଦ ସଦସ୍ୟା ସୁମିତ୍ରା ସାହୁ, ସମାଜସେବୀ ଦୟାବନ୍ତ ଧରୁଆ, ଦେଓଗାଁ ପୂର୍ବତନ ଜିଲ୍ଲାପରିଷଦ ଗୁରୁଦେବ ରଣା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ମତବ୍ୟକ୍ତ କରିଥିଲେ l ଅଂଶଗ୍ରହଣ କରିଥିବା ସମସ୍ତ ସଂକୀର୍ତ୍ତନ୍ୟ

ମଣ୍ଡଳୀକୁ ଅତିଥିମାନଙ୍କ ଦ୍ୱାରା ମାନପତ୍ର ସହିତ ସମ୍ମାନିତ l ବଡଦେଓ ସଂକ୍ରାନ୍ତି କମିଟି ମୁଖ୍ୟ ମହେନ୍ଦ୍ର ମାଝୀ ସଭାପତିତ୍ବ କରିଥିଲେ l ସମ୍ପାଦକ ଚୈତନ୍ୟ ଧରୁଆ ମଞ୍ଚ ପରିଚାଳନା କରିଥିଲେ l ପୂଜକ ଦୟାନିଧି ମାଝୀ, ସଦସ୍ୟ ହରିଶ୍ଚନ୍ଦ୍ର ଭୋଇ, ଧର୍ମରାଜ ମାଝୀ, ଘନଶ୍ୟାମ ମାଝୀ, ଜଗତରାମ ଧରୁଆ, ଶୁକଲ ମାଝୀ, ଉଦ୍ଧବ ମାଝୀ, ହେମନ୍ତ ମାଝୀ ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   27-Apr-2026
  ଜିଲ୍ଲା  
ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ   27-Apr-2026
  ଜିଲ୍ଲା  
ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   27-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ   27-Apr-2026
  ଜିଲ୍ଲା  
ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି   27-Apr-2026
  ଜିଲ୍ଲା  
ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ   27-Apr-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   27-Apr-2026
  ଜିଲ୍ଲା  
ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ   27-Apr-2026
  ରାଜ୍ୟ  
ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ   27-Apr-2026
  ଜିଲ୍ଲା  
ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି   27-Apr-2026
  ଜିଲ୍ଲା  
ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ   27-Apr-2026
  ଜିଲ୍ଲା  
କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   27-Apr-2026

You Might Also Like