-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||     

HOME   ଜିଲ୍ଲା

କବି ରତ୍ନମୟ ତ୍ରିପାଠୀ ଙ୍କ ଦ୍ଵିତୀୟ କବିତା ସଂକଳନ ନିଶବ୍ଦ ଝରଣା ଉନ୍ମୋଚିତ

15-Dec-2020



ବଲାଙ୍ଗିର, (ପ୍ରେରଣା ଖବର) - ସ୍ଥାନୀୟ ଲିଟରାରି ଏଣ୍ଡ ସୋସିଆଲ କ୍ଲବ ପରିସରରେ କବି ରତ୍ନମୟ ତ୍ରିପାଠୀ ଙ୍କ ଦ୍ଵିତୀୟ କବିତା ସଂକଳନ "ନିଶବ୍ଦ ଝରଣା "ଉନ୍ମୋଚିତ ହୋଇଯାଇଛି l ଅଧ୍ୟାପକ ଡ଼ଃ ଖ୍ୟାତିମୟ ତ୍ରିପାଠୀ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ସଭାରେ, ମୁଖ୍ୟ ଅତିଥି ଭାବରେ ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ ଯୋଗଦେଇ ଯୁବପ୍ରତିଭା ମାନଙ୍କୁ ସାହିତ୍ୟ କ୍ଷେତ୍ରରେ ଆଗେଇ ଯିବାକୁ ଆମେ ପ୍ରେରଣା ଯୋଗାଇ ଦେବା ଉଚିତ ବୋଲି ମତବ୍ୟକ୍ତ କରିଥିଲେ l  ସଂକଳନ ର ପ୍ରକାଶକ ତଥା ପୂଜ୍ୟପୂଜା ସଂଗଠନ ର ସମ୍ପାଦକ ମଦନ ମୋହନ ରଥ ବହି ର ସମୀକ୍ଷା କରିବା ସହିତ କବିଙ୍କ କବିତା ଗୁଡିକର ସାହିତ୍ୟିକ ମୂଲ୍ୟବୋଧ ଉପରେ ଆଲୋଚନା କରିଥିଲେ l ନିଶବ୍ଦ ଝରଣା ର କବିତା ଗୁଡିକୁ ଆବୃତ୍ତି କରିଥିଲେ କବି ସସ୍ମିତା ନେପାକ l ଆରମ୍ଭରେ କସ୍ତୁରୀ ରଥ ଅତିଥି ମାନଙ୍କୁ ମଞ୍ଚକୁ ଆହ୍ୱାନ ଓ ଅତିଥି ପରିଚୟ ପ୍ରଦାନ ପରେ, ପ୍ରାରଂଭିକ ସଂଗୀତ ଗାନ କରିଥିଲେ ଶ୍ୱେତପଦ୍ମା ଲେଙ୍କା l କପିଳ ପତି କବିରତ୍ନମୟ ତ୍ରିପାଠୀ ଙ୍କୁ ପୂଜ୍ୟ ପୂଜା ଅନୁଷ୍ଠାନ ତରଫରୁ ସଂମାନିତ କରିଥିଲେ l ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ ଅନୁଷ୍ଠାନ ର ବରିଷ୍ଠ ସଭ୍ୟ ଚୂଡେନ୍ଦ୍ର କୁମାର ବେହେରା l ସଭାକୁ ସଫଳ କରିବାରେ ପ୍ରଦୀପ ପଶାୟତ, ଦୁର୍ଗାଚରଣ ସାହୁ,ସୁନାଧର ବନଛୋର,  ହୃଷିକେଶ ପୁରୋହିତ, ଗଣେଶ ବାରିକ, ମୄଗେସ ବୈଷ୍ଣବ ପାଣିଗ୍ରାହୀ, କୁନିଝିଅ ଆଦ୍ୟା ସହଯୋଗ କରିଥିଲେ l ଏହି ସଭାରେ ସହର ର ଅନେକ ସାହିତ୍ୟିକ, ସାମ୍ବାଦିକ, ବୁଦ୍ଧିଜୀବୀ, ତଥା ସାହିତ୍ୟ ପ୍ରେମୀ ଯୋଗ ଦେଇଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    09-Aug-2026
  ରାଜ୍ୟ  
ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   09-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026
  ଜିଲ୍ଲା  
ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   08-Aug-2026
  ରାଜ୍ୟ  
ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   08-Aug-2026
  ଜିଲ୍ଲା  
*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   08-Aug-2026
  ଜିଲ୍ଲା  
ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   08-Aug-2026
କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   08-Aug-2026

You Might Also Like