-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||     

HOME   ଜିଲ୍ଲା

ସ୍ୱାଧୀନତା ପରବର୍ତ୍ତୀ ଭାରତବର୍ଷରେ ଯଥେଷ୍ଟ ଅର୍ଥନୈତିକ ପ୍ରଗତି ହୋଇଛି ବୀରମହାରାଜପୁର ମହାବିଦ୍ୟାଳୟ ଅର୍ଥନୀତି ବିଭାଗର ସ୍ୱାଗତ ଉତ୍ସବ

20-Oct-2023



ବୀରମହାରାଜପୁର ,( ବିନୋଦ ପାଣ୍ଡେ):  ଭାରତ ସ୍ୱାଧୀନ ହେବା ସମୟରେ ଏହାର ଅର୍ଥନୈତିକ ଅବସ୍ଥା ଅତ୍ୟନ୍ତ ଖରାପ ଥିଲା I ତେବେ ଭାରତୀୟ ମାନଙ୍କ କଠିନ ପରିଶ୍ରମ ଯୋଗୁଁ ଆମ ଦେଶ ଅର୍ଥନୈତିକ କ୍ଷେତ୍ରରେ ଯଥେଷ୍ଟ ପ୍ରଗତି କରିଛି I ଯେଉଁ ଦେଶ ଦିନେ ଭାତମୁଠେ ପାଇଁ ବିଶ୍ୱ ସମୁଦାୟ ପାଖରେ ହାତପତଉ ଥିଲା ସେହିଦେଶ ଆଜି ସମଗ୍ର ବିଶ୍ୱକୁ ଖାଦ୍ୟ ରପ୍ତାନି କରୁଛି I ସାମ୍ପ୍ରତି ଆମଦେଶ ଅସ୍ତ୍ରଶସ୍ତ୍ର କ୍ଷେତ୍ରରେ ଆତ୍ମନିର୍ଭରଶୀଳ ହେବା ସହିତ ଅନେକ ଦେଶକୁ ଅସ୍ତ୍ର ବିକ୍ରୟ କଲାଣି I ଆଗାମୀ ଦୁଇ ଦଶନ୍ଧି ଭିତରେ ଭାରତ ବିଶ୍ୱର ପ୍ରମୁଖ ଅସ୍ତ୍ର ଉତ୍ପାଦନକାରୀ ଦେଶ ଭାବରେ ପରିଗଣିତ ହେବ  I ଦେଶର ପ୍ରଗତିରେ ଛାତ୍ରଛାତ୍ରୀମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ ବୋଲି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର  ମହାବିଦ୍ୟାଳୟ ଅର୍ଥନୀତି ବିଭାଗର ସ୍ୱାଗତ ଉତ୍ସବରେ ନିମନ୍ତ୍ରିତ ଅତିଥିମାନେ ମତବ୍ୟକ୍ତ କରିଛନ୍ତି I  ଏହି ଉପଲକ୍ଷେ ବିଭାଗୀୟ ମୁଖ୍ୟ    ଯଜ୍ଞେଶ୍ଵର ବିଶିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ  ଭାରପ୍ରାପ୍ତ ଅଧ୍ୟକ୍ଷ ଡ଼. ହିମାଂଶୁ ଶେଖର ପାଢ଼ୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିବାବେଳେ ଅଧ୍ୟାପକ ବିଜୟ କୁମାର ପୁରୋହିତ ଓ ଅଧ୍ୟାପକ ସତ୍ୟନାରାୟଣ ଦାଶ ସମ୍ମାନିତ ଅତିଥିଭାବରେ ଯୋଗଦେଇ ବକ୍ତବ୍ୟ ରଖିଥିଲେ I ସଭା ସଂଯୋଜନା, ଅତିଥି ପରିଚୟ,ସ୍ୱାଗତ ଅଭିଭାଷଣ ଓ ଧନ୍ୟବାଦ ଅର୍ପଣ କରିଥିଲେ ଅଧ୍ୟାପକ ପ୍ରଭାତ ପୁରୋହିତ I ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରୁ ଚନ୍ଦନ, ଶିବାନନ୍ଦ, ଅମ୍ବାରିଷ, ମିଲି, ରୁବି, ବିନିରାଣୀ, ସଂଘମିତ୍ରା, ପିଣ୍ଟୁ, କିନୁ,ଜନନି, ଝିଲି, ପ୍ରିୟତମ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ I ସଭାପରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା I


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   05-Sep-2026
  ଜିଲ୍ଲା  
ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   05-Sep-2026

You Might Also Like