-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||     

HOME   ଜିଲ୍ଲା

ପିଟି ପିଟି ମାରିଦେବା ଘଟଣାର ୨୫ ଦିନ ଭିତରେ ୩ ଜଣଙ୍କୁ ଗିରଫ କଲା ପୁଲିସ। ମୂଖ୍ୟ ଆସାମୀ ଏବେ ବି ଫେରାର 

20-Oct-2023



କଣ୍ଟାମାଳ, ଗତ ସେପ୍ଟେମ୍ବରେ ୨୩ ତାରିଖ ସଂଧ୍ୟାର ଘଟଣା । ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଳକ ଘଣ୍ଟାପଡ଼ା ଥାନା ଅଧୀନ ଓ ଘଣ୍ଟାପଡ଼ାର ପୋଡ଼ାପଦର ଛକରେ ବାକବିତଣ୍ଡାରେ ସୋନପୁର ଜିଲ୍ଲା ତରଭା ଥାନାର ରେଙ୍ଗସା ଗ୍ରାମର ବିନୋଦ ବିହାରୀ ସାହୁଙ୍କୁ ମାଡ଼ ମରା ଘଟଣାରେ ବଲାଙ୍ଗିର ମୂଖ୍ୟ ଡାକ୍ତରଖାନାରେ ମୃତ୍ୟୁ ହେବା ଘଟଣାର ଏତଲା ଦେବାର ୨୫ ଦିନ ଭିତରେ ୩ ଜଣ ସହଯୋଗୀ ଆସାମୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଘଣ୍ଟାପଡ଼ା ପୋଲିସ। ଏବେ ବି ମୂଖ୍ୟ ଆସାମୀ ଫେରାର । ଗିରିଫ ଆସାମୀମାନେ ହେଲେ

ପୋଡାପଦରର ରାକେନ୍ଦ୍ର ନାଏକ , ସାନ ଭାଇ ରବିନ୍ଦ୍ର ନାଏକ ଓ ତାଲବେଡ଼ାର ଲିଙ୍ଗରାଜ ଦାସ। ତଦନ୍ତ ଅଧିକାରୀ ଏସଆଇ ବଳଭଦ୍ର ଗଣ୍ଡାଙ୍କ ପ୍ରକାଶ କରିଛନ୍ତି ଯେ ମୂଖ୍ୟ ଆସାମୀ ସମେତ ସମସ୍ତ ସହଯୋଗୀଙ୍କୁ ଖୁବ ଶିଘ୍ର ଧରାଯିବ। ସେପଟେ ମୃତ ବିନୋଦର ପୁଅ ଏତେଲାକାରୀ ସୁରେଶ ସାହୁ ଘଣ୍ଟାପଡ଼ା ପୋଲିସକୁ ଧନ୍ୟବାଦ ଦେବା ସଂଗେସଂଗେ ମୂଖ୍ୟ ଆସାମୀକୁ ଶିଘ୍ର ଧରିବାକୁ ଅନୁରୋଧ କରିଛନ୍ତି।

(କଣ୍ଟାମାଳରୁ ଜୟ କୁମାର ମହାରଣା ଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   05-Sep-2026
  ଜିଲ୍ଲା  
ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   05-Sep-2026
  ଜିଲ୍ଲା  
ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   05-Sep-2026

You Might Also Like