-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||     

HOME   ଜିଲ୍ଲା

ଫଲସlମାଲରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ନୁଆଁଖାଇ ଭେଟଘାଟ

20-Oct-2023



ଲୋଇସିଂହା, (ପ୍ରେରଣା ଖବର) ଲୋଇସିଂହା ବ୍ଲକ ରତାଖଣ୍ଡି ପଞ୍ଚାୟତ ଅନ୍ତର୍ଗତ ଫଲସlମାଲ ଗାଁ ରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ଆହ୍ୱାନ କ୍ରମେ ନୁଆଁଖାଇ ଭେଟଘାଟ ଉତ୍ସବ ହୋଇଥିଲା l ସଂଘର ବ୍ଲକ ସଭାପତି ଦଶରଥ ଛତ୍ରିଆଙ୍କ ସଭାପତିତ୍ୱରେ ବିଶାଳ ଆଦିବାସୀ ସମାବେଶ ଅନୁଷ୍ଠିତ ହୋଇଯାଇଛି l ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ପୂର୍ବରୁ ଗାଁରେ ସାଂସ୍କୃତିକ ଶୋଭାଯାତ୍ରା ହୋଇଥିଲା l ମୁଖ୍ୟ ଅତିଥି ରାଜ୍ୟସଭା ସାଂସଦ

ନିରଞ୍ଜନ ବିଶି ଙ୍କୁ ଗ୍ରାମବାସୀ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ l ପରେ ଆଦିବାସୀ ଭବନ ପ୍ରାଙ୍ଗଣରେ ମହାସଭା ହୋଇଥିଲା l ସଭାରେ  ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା, କାଳିଆ ବଳିଆ ଯୋଜନା, ଆଦିବାସୀ ସଶକ୍ତିକରଣ ଯୋଜନା, ମହିଳା ଶସକ୍ତିକରଣ ଯୋଜନା, ନକଲି ଆଦିବାସୀ କର୍ମଚାରୀ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାରେ ରାଜ୍ୟସ୍ତରୀୟ ଯାଞ୍ଚ କମିଟି ର ଅଧ୍ୟକ୍ଷ ତଥା ଉତ୍ତରାଞ୍ଚଳ ରାଜସ୍ବ କମିଶନର ସମ୍ବଲପୁର ଟାଲଟୁଲ ନୀତି ଅବଲମ୍ବନ ନ କରି ତ୍ୱରାନ୍ୱିତ କରିବାକୁ ଦାବୀ କରାଯାଇଛି l ଅଣଆଦିବାସୀଙ୍କ ଜବରଦଖଲ ରେ ଥିବା ଆଦିବାସୀ ମାନଙ୍କ ଜମି ଫେରସ୍ତ, ଜମି ହସ୍ତାନ୍ତର ଅନୁମତି ବନ୍ଦ, ଆଦିବାସୀ ଏବଂ ଅନ୍ୟାନ୍ୟ ବନବାସୀଙ୍କ ଜଙ୍ଗଲ ଜମି ଅଧିକାର ସ୍ୱୀକୃତି ଆଇନ ଅନୁସାରେ ଜଙ୍ଗଲ ଜମି ର ପଟ୍ଟା ପ୍ରଦାନ, ବେଛାପରି ଗାଁ ଗୁଡିକୁ ରାଜସ୍ବ ଗ୍ରାମର ମାନ୍ୟତା ପ୍ରଦାନ, ଆଦିବାସୀ ଛାତ୍ରଛାତ୍ରୀ ମାନଙ୍କୁ ମହାବିଦ୍ୟାଳୟ ଗୁଡିକରେ ସିଟ ର ଅଭାବ ହେଉଥିବା ରୁ ସିଟ ବୃଦ୍ଧି କରିବା , ଏଟ୍ରୋସିଟି କେଶରେ ଅଭିଯୁକ୍ତ ମାନଙ୍କୁ ଗିରଫ କରିବା, ଆଦିବାସୀ ଛାତ୍ରଛାତ୍ରୀ ମାନଙ୍କ ଷ୍ଟାଇପେଣ୍ଡ ବୃଦ୍ଧି କରିବା, ସେହିପରି କେନ୍ଦ୍ର ସରକାର କେନ୍ଦୁପତ୍ରରୁ ଜିଏସଟି ପ୍ରତ୍ୟାହାର କରିବା, ଆବାସ ପୋର୍ଟାଲ ଖୋଲି ଗରିବ ଆଦିବାସୀ ମାନଙ୍କୁ ଆବାସ ପ୍ରଦାନ,ଆଦିବାସୀ ଭାଷା ହୋ, ମୁଣ୍ଡାରୀ, ଭୂମିଜ, ସଓରା ଭାଷା କୁ ସମ୍ବିଧାନ ର ଅଷ୍ଟମ ସୂଚୀ ରେ ଅନୁମୋଦନ କରିବା, ଆଦିବାସୀ ଅଧ୍ୟୁଷିତ ଗାଁ ମାନଙ୍କ ରେ  ଇଣ୍ଟରନେଟ ରେ ପାଠ ପଢିବା ଓ ଅନଲାଇନ କାର୍ଯ୍ୟ ପାଇଁ ନେଟୱର୍କ ସଂଯୋଗ ବ୍ୟବସ୍ଥା କରିବା, ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ରେ କ୍ଷତିଗ୍ରସ୍ତ ଚାଷୀ ଙ୍କୁ ଆର୍ଥିକ ସହାୟତା ପ୍ରଦାନ ଉପରେ ବକ୍ତା ମାନେ ଆଲୋକପାତ କରିଥିଲେ l ଅନୁସୂଚିତ ଜାତି ଅନୁସୂଚିତ ଜନଜାତି ଉନ୍ନୟନ ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ,ସେବlଶ୍ରମ କନ୍ୟାଶ୍ରମ ଗୁଡିକରେ ସିଟ ସଂଖ୍ୟା ବୃଦ୍ଧି କରିବା,ହଷ୍ଟେଲ ବୃଦ୍ଧି କରିବା, ଶିକ୍ଷକ ପଦବୀ ପୂରଣ କରିବା, ଆଦିବାସୀ ମାନଙ୍କ ପାଇଁ ଖାଲି ପଡ଼ିଥିବା ପଦବୀ ଗୁଡିକୁ ସ୍ୱତନ୍ତ୍ର ନିଯୁକ୍ତି ପ୍ରକ୍ରିୟା ରେ ପୂରଣ କରିବା ପାଇଁ   l ବୈଠକରେ  ମୁଖ୍ୟଅତିଥି ଭାବରେ  ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି, ସ୍ୱତନ୍ତ୍ର ଅତିଥି ଭାବରେ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ବ୍ରଜ ମୋହନ ବିଶି, ଜ଼ିଲ୍ଲା ସଭାପତି ଶ୍ୟାମ ସୁନ୍ଦର ଭୋଇ ,ପାଟଣାଗଡ ବ୍ଲକ ସଭାପତି

ଭୁବନେଶ୍ୱର କୁଅଁର, ଆଗଲପୁର ବ୍ଲକ କାର୍ଯ୍ୟକାରୀ ସଭାପତି ଭୁବନେଶ୍ୱର କୁଅଁର, ବଲାଙ୍ଗିର ବ୍ଲକ ସଭାପତି ପlଳେଶ୍ୱର ଭୋଇ, ପାଟଣାଗଡ ବ୍ଲକ ସମ୍ପାଦକ ସାରଥୀ ବାଗ,ବଲାଙ୍ଗିର ନଗର ସଭାପତି ରାମଚନ୍ଦ୍ର ମୁର୍ମୁ ପ୍ରମୁଖ ମଞ୍ଚାସୀନ ଥିଲେ l ଗିରିଧାରୀ ଭୋଇ,  ଜଳଧର ଧରୁଆ, ମୁରଲୀ ଧରୁଆ, ଗିରିଧାରୀ ବରିହା, ଗୋପାଳ ପ୍ରଧାନ , ସ୍ୱତନ୍ତ୍ର କନ୍ଦା ସହିତ  ବ୍ଲକ ର କର୍ମକର୍ତ୍ତା ଏବଂ ବହୁ ସଂଖ୍ୟା ରେ ଆଦିବାସୀ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   05-Sep-2026
  ଜିଲ୍ଲା  
ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   05-Sep-2026
  ଜିଲ୍ଲା  
ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   05-Sep-2026

You Might Also Like