-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||     

HOME   ଜିଲ୍ଲା

ନଭେମ୍ବର ୧ ରେ ଧୁମଧାମ୍ ର ସହ ପାଳନ ହେବ ବଲାଙ୍ଗିର ଦିନ୍: ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ ପାଇଁ ବ୍ୟାପକ ପ୍ରସ୍ତୁତି , ସବୁ ବର୍ଗର ଲୋକଙ୍କୁ ଉତ୍ସବରେ ସାମିଲ କରିବା ପାଇଁ ନିଷ୍ପତ୍ତି

21-Oct-2023



ବଲାଙ୍ଗିର (ସନ୍ତୋଷ କୁମାର ଠାକୁର): ଆଜି  ଅପରାହ୍ନ ୩.୩୦ସମୟରେ ପି ପି ଏକାଡେ଼ମୀ ସମ୍ମିଳନୀ କକ୍ଷରେ ବଲାଙ୍ଗିର ଦିନ ଆୟୋଜକ କମିଟି ତରଫରୁ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଆୟୋଜକ କମିଟିର ଅଧ୍ୟକ୍ଷ ଗୋପାଲଜୀ ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେଇଥିବା ଏହି ସାମ୍ବାଦିକ ସମ୍ମିଳନୀରେ ଆସନ୍ତା ନଭେମ୍ବର ୧ ତାରିଖରେ ଆୟୋଜିତ ହେଉଥିବା ବଲାଙ୍ଗିର ଦିନର ବିଭିନ୍ନ

କାର୍ଯ୍ୟକ୍ରମ ସମ୍ପର୍କରେ ବିସ୍ତ୍ରୁତ ବିବରଣୀ ଦେଇଥିଲେ। ଏହି କାର୍ଯ୍ୟକ୍ରମ ପ୍ରତ୍ୟେକ ବଲାଙ୍ଗିରବାସୀଙ୍କ ଅସ୍ମିତାର ପ୍ରତୀକ ଏବଂ ବଲାଙ୍ଗିରର ସାଂସ୍କୃତିକ ବୈଭବକୁ ବିଶ୍ୱ ଦରବାରରେ ପହଞ୍ଚାଇବା ପାଇଁ ଆୟୋଜକ କମିଟି ପ୍ରୟାସ ବୋଲି ପାଣିଗ୍ରାହୀ ଦୃଢୋକ୍ତି ପ୍ରକାଶ କରିଥିଲେ। ନଭେମ୍ବର ୧ ବଲାଙ୍ଗିର ଦିନ ପାଳନ ପୂର୍ବରୁ,୨୬ ଅକ୍ଟୋବରରୁ ବିଭିନ୍ନ ପ୍ରତିଯୋଗିତା ଆରମ୍ଭ ହେଇଯିବ।ସଚେତନ ନାଗରିକଙ୍କୁ ନେଇ ଏକ ଆଲୋଚନାଚକ୍ର, ୨୭ ରେ ସଂପୂର୍ଣ୍ଣ  ଅନୁଷ୍ଠାନ ପକ୍ଷରୁ ଶଙ୍ଖ ଫୁକା, ମେହେନ୍ଦି,ଓ ଆର୍ଟ ଏବଂ କାର୍ଫ୍ଟ । ୨୮ରେ ସ୍ମାଇଲ ଫର ଅଲ ପକ୍ଷରୁ ହୁଲାହୁଲି ଓ ରଙ୍ଗୋଲି ପ୍ରତିଯୋଗିତା।୨୯ ରେ ସମଲେଇ ମନ୍ଦିର ଆଳତୀ କମିଟି ପକ୍ଷରୁ ଡ୍ୟାନ୍ସ,ଆମର ପିନ୍ଧନ ଉଢନ (ରେମ୍ପ ସୋ)ପ୍ରତିଯୋଗିତା, ଛୋଟ ଛୁଆଙ୍କ ଫେନସି ଡ୍ରେସ, ୩୦ରେ ନାରୀ ଶକ୍ତି ପକ୍ଷରୁ ଭଉଣୀ ମାନଙ୍କ ପାଇଁ ବ୍ୟଞ୍ଜନ ଆମର ପିଠାମଡା ଏବଂ ଆହୁରି ଅନେକ ପ୍ରତିଯୋଗିତା ଅନୁଷ୍ଠିତ ହେବ ବୋଲି ଆୟୋଜନ କମିଟି ତରଫରୁ ପ୍ରକାଶ ।

ଏହା ବ୍ୟତୀତ ବଲାଙ୍ଗିର ଏବଂ ୧ ନଭେମ୍ବର ସକାଳ ୯ଟାରେ ସାଂସ୍କୃତିକ ସୋଭାଯାତ୍ରା ନିକଟବର୍ତ୍ତୀ ବିଭିନ୍ନ ଅଞ୍ଚଳର କଳାକାର ମାନଙ୍କୁ ଯୋଗାଯୋଗ କରି ନାଁକରା କଳାକାର ତାଙ୍କ କଳା ପ୍ରଦର୍ଶନ କରିବା ପାଇଁ  ଉତ୍ସାହିତ କରିବାକୁ ନିଷ୍ପତ୍ତି ନିଆ ଯାଇଛି l

ବଲାଙ୍ଗିର ଦିନରେ ଜନସାଧାରଣଙ୍କ ସମ୍ପୃକ୍ତିକୁ ସୁନିଶ୍ଚିତ କରିବା ସକାଶେ ବଲାଙ୍ଗିରର ସମସ୍ତ ନିର୍ବାଚିତ ପ୍ରତିନିଧି, ମୁନିସିପାଲିଟି ଅଧ୍ୟକ୍ଷ ଏବଂ ସବୁ ନିର୍ବାଚିତ କାଉନସିଲର ବୁଦ୍ଧିଜୀବୀ, ସବୁ ସାମାଜିକ ତଥା ରାଜନୈତିକ ସଂଗଠନ ଏବଂ ସବୁ ଜାତି ସଂଗଠନ ସହ ଯୋଗାଯୋଗ କରିବାକୁ ନିଷ୍ପତ୍ତି ନିଆଯାଇଛି l

ଏହି ସମ୍ମିଳନୀରେରେ ଗୋପlଲଜୀ ପାଣିଗ୍ରାହୀଙ୍କ ସମେତ ବିଧୁଭୂଷଣ ତ୍ରିପାଠୀ,ଲୋଟସ ଷଡ଼ଙ୍ଗୀ, ବୁଲୁ ଦାନୀ,ଦିନେଶ ଶର୍ମା ଏବଂ ବିନୋଦ କାଳସାଏ ପ୍ରମୁଖ ମଞ୍ଚାସୀନ ଥିଲେ । ବିକାଶ ସା, ସୋମନାଥ ମିଶ୍ର, ଅଙ୍କୁଶ ପାଣ୍ଡିଆ, ବିବେକା ପଟେଲ, ହରିଓମ ପଟେଲ, ମୁନା ପଟନାୟକ ,ଲୋପନ ମିଶ୍ର,ଅଙ୍କିତ ସାହୁ,ରଜତ ପଧାନ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   05-Sep-2026
  ଜିଲ୍ଲା  
ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   05-Sep-2026
  ଜିଲ୍ଲା  
ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   05-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   05-Sep-2026

You Might Also Like