-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||     

HOME   ଜିଲ୍ଲା

ଦେବୀ ମହେଶ୍ୱର ଙ୍କ ସ୍ନାନ ଯାତ୍ରା ଓ ମହାଷ୍ଟମୀ ପୂଜା

21-Oct-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ ):  ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡର ବିଭିନ୍ନ ମାହେଶ୍ୱରୀ ପୀଠରେ ଆଜି ଧୁମଧାମରେ ସହକାରେ ମହାଷ୍ଟମୀ ପୂଜା ପାଳିତ ହୋଇଯାଇଛି। ଏଥି ସହ ଆଶ୍ଵିନ କୃଷ୍ଣପକ୍ଷ ମୂଳାଷ୍ଟମୀ ତିଥିରୁ ବିଭିନ୍ନ ମାହେଶ୍ୱରୀ ପୀଠରେ ଆରମ୍ଭ ହୋଇଥିବା ଷୋହଳ ପୂଜା ଉତ୍ସବ ଆଜି ଷୋଡ଼ଶ ତଥା ଅନ୍ତିମ ଦିନରେ ପହଞ୍ଚିଛି।  ଷୋଡଶ ପୂଜାର ଅନ୍ତିମ ଦିବସ ଅବସରରେ ଆଜି ଏଠାକାର ବିଭିନ୍ନ ଗ୍ରାମରେ ଦେବୀ ମାହେଶ୍ୱରୀ ଙ୍କ ବର୍ଣ୍ଣାଢ଼୍ୟ ସ୍ନାନ ଯାତ୍ରା ଅନୁଷ୍ଠିତ ହୋଇଥିଲା। ଏହି ସମୟରେ ପାରମ୍ପରିକ ବାଡିଖେଳ, ପ୍ରଦର୍ଶନ ସାଙ୍ଗକୁ ଢୋଲ,ନିଶାନ, ମହୁରୀ,ଘଣ୍ଟ ଓ ହରିବୋଲ ହୁଳହୁଳି ଧ୍ୱନିରେ ବିଭିନ୍ନ ଗାଁ ଦାଣ୍ଡ ପ୍ରକମ୍ପିତ ହୋଇଥିଲା। ଦେବୀ ମାହେଶ୍ୱରୀ ଙ୍କ ଯାତ୍ରା ସମୟରେ ଉକ୍ତ ମାନେ ଦ୍ୱାରେ ଦ୍ୱାରେ ଜଳପୂର୍ଣ୍ଣ ଗରା ଥୋଇ ସ୍ବାଗତ ଓ ପୂଜାର୍ଚ୍ଚନା କରିଥିଲେ। ପରମ୍ପରା ମତେ ସ୍ଥାନୀୟ ଉଫୁଲା, ହିଲୁଙ୍ଗ, ମେଣ୍ଡାମାଳ,ଷଣ୍ଢା ଆଦି ଗ୍ରାମର ଦେବୀ ମାହେଶ୍ୱରୀ ବୀରମହାରାଜପୁର ମୁଖ୍ୟ ଛକ ଦେଇ ମହାନଦୀ କୁ ଶୋଭାଯାତ୍ରା ସହକାରେ ଯାଇଥିଲେ। ଏହା ଦେଖିବାକୁ ବୀରମହାରାଜପୁର ଛକରେ ବିପୁଳ ଜନସମାଗମ ହୋଇଥିଲା। ଯାତ୍ରା ସମୟରେ ପାରମ୍ପରିକ ଢୋଲ, ନିଶାନ ସହ ବିଭିନ୍ନ ଗ୍ରାମର ବାଡି ଖେଳ ଘଣ୍ଟ ବାଦ୍ୟ ଓ ଦୁଲଦୁଲି ବାଜା ଆଦି ପରିବେଷିତ ହୋଇଥିଲା । ଆଜି ଆଶ୍ଵିନ ଶୁକ୍ଲ ମହାଷ୍ଟମୀ ଅବସରରେ ଦେବୀ ଙ୍କ ସ୍ନାନ ଯାତ୍ରା ପରେ ପରେ ବିଭିନ୍ନ ଗ୍ରାମରେ ମହିଳା ତଥା ଝିଅ ବୋହୁ ମାନେ ନିଜ ନିଜ ଭାଇର ଶୁଭ ମାନସି ପାରମ୍ପରିକ ଭାଇଜିଉଁତିଆ ବ୍ରତ ପାଳନ ହୋଇଛି। ଉପଖଣ୍ଡ ଅନ୍ତର୍ଗତ ଉଫୁଲା, କାନପୁର,ମେଣ୍ଡାମାଳ,ହିଲୁଙ୍ଗ,ବାଗବର, ଷଣ୍ଢା,ଡୁମୁରି, ଜଟେସିଂହା, କର୍ଡାପାଲ,ଦେଉଳମୁଣ୍ଡା, କମିରା,ଲଖନି, କମଳପୁର,ଟେଭାପଦର,ଗଉଡଗାଡ, ଆମ୍ବସରଭଟା,ପିତାମହୁଲ, ଗୋବିନ୍ଦପୁର, ଭାଲିଆପଦର, ବର୍ଡାକଟା ଓ ପୁରୁଷୋତ୍ତମ ପାଲି ଆଦି ବିଭିନ୍ନ ଗ୍ରାମରେ ଦେବୀ ମାହେଶ୍ୱରୀ ଙ୍କ ଷୋହଳ ପୂଜା ଅନୁଷ୍ଠିତ ହୋଇଛି।


News Comment




Photo in News

Advertisment
Lastest News
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   05-Sep-2026
  ଜିଲ୍ଲା  
ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   05-Sep-2026
  ଜିଲ୍ଲା  
ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   05-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   05-Sep-2026
  ରାଜ୍ୟ  
ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   05-Sep-2026
  ଜିଲ୍ଲା  
ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   05-Sep-2026

You Might Also Like