-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||     

HOME   ଜିଲ୍ଲା

ସହଯୋଗ ଫାଉଣ୍ଡେସନ ପକ୍ଷରୁ ସାମ୍ବାଦିକ ସମ୍ବିଳନୀ, ଆଗକୁ ବିଭିନ୍ନ ସାମାଜିକ କାମ ହାତକୁ ନିଆଯିବା ନେଇ ସୂଚନା

21-Oct-2023



ବଲାଙ୍ଗୀର(ପ୍ରେରଣା ଖବର ): ବଲାଙ୍ଗୀରର ସାମାଜିକ ସଂଗଠନ ସହଯୋଗ ଫାଉଣ୍ଡେସନ ପକ୍ଷରୁ ସାମ୍ବାଦିକ ଭବନ  ଠାରେ ଫାଉଣ୍ଡେସନ ର ପ୍ରତିଷ୍ଠାତା ଅନିଲ ମୋଦିଙ୍କ ନେତୃତ୍ଵ ରେ  ଏକ ସାମ୍ବାଦିକ ସମ୍ବିଳନୀ ଅନୁଷ୍ଠିତ ହୋଇଯାଇଛି l ଏଥିରେ ସଂଗଠନରେ ଆଗାମୀ ଦିନରେ ହେବାକୁ ଥିବା କାର୍ଯ୍ୟକ୍ରମ ସମ୍ପର୍କରେ 

 ସୂଚନା ଦିଆଯାଇଥିଲା l ଆସନ୍ତା ୦୪.୧୧.୨୦୨୩ ଶନିବାର ଦିନ ପାଟଣା ହୋଟେଲ ଛକ ଘଣ୍ଟା ଘର ପାଖରେ ନୂତନ ଏବଂ ପୁରାତନ ବସ୍ତ୍ର ବିତରଣ କାର୍ଯ୍ୟକ୍ରମ, ୦୫.୧୧ .୨୦୨୩ ରବିବାର ଏକ ମାଗଣା ଆୟୁର୍ବେଦିକ ଚିକିତ୍ସା ଶିବିର ଏବଂ ଔଷଧ ବିତରଣ  କଂସାରୀ ପଡା ଆର୍ ଏମ୍ ସି  ଅଫିସ ପାଖରେ ହେବ, ଏଥିରେ ସ୍ତ୍ରୀ ରୋଗ, ଶିଶୁ ରୋଗ ଏବଂ ମେଡିସିନ ଡାକ୍ତର ପରୀକ୍ଷା କରି ମାଗଣା ଔଷଧ ଦେବେ  l ସବୁଠାରୁ ଅଭିନବ କାର୍ଯ୍ୟକ୍ରମ ହେଲା ଆଗାମୀ ୧୧.୧୨.୨୦୨୩ ବଲାଙ୍ଗୀରରୁ ଟ୍ରେନ ଯୋଗେ ଅସ୍ଥି ନେଇ ପ୍ରୟାଗରାଜରେ ହିନ୍ଦୁ ବିଧି ଅନୁଯାଇ ପୂଜା କରି ସାମୁହିକ ଅସ୍ଥି ବିସର୍ଜନର କାର୍ଯ୍ୟକ୍ରମ ରହିଛି l ୦୧.୧୨.୨୦୨୩ ରୁ ୦୭.୧୨.୨୦୨୩ ପର୍ଯ୍ୟନ୍ତ ଅସ୍ଥି ସଂଗ୍ରହ କରି ରାଣୀବନ୍ଧ ପାଖରେ ରଖା ଯିବ l

 ସହଯୋଗ ଫାଉଣ୍ଡେସନର ଉପେଦେଷ୍ଟା ମୋହନ ଅଗ୍ରୱାଲ, ପ୍ରତିଷ୍ଠାତା ସଦସ୍ୟ ଆର୍ତତ୍ରାଣ ପାଢୀ, ଡି ଆର୍ ପଞ୍ଚାନନ ପ୍ରଧାନ, ସି.ଏ ଶ୍ରୀକାନ୍ତ ଶର୍ମା, ଇଂ. ପ୍ରଦୀପ ଲାଲ, ସନ୍ତୋଷ ଲାଲ, ଋକମା  ଅଗ୍ରୱାଲ, ଅନିତା ଅଗ୍ରୱାଲ ,ପ୍ରଭାତ ଶ୍ରୀବାସ୍ତବ, ରାମ ନାରାୟଣ ଦାଶ, ଶୁଭଦିତା ଗୁରୁ, ସୁଦୀପ୍ତ  ତ୍ରିପାଠି , ମନୋଜ ଅଗ୍ରୱାଲ  ଏବଂ ପିଙ୍କି ମୋଦି ଯୋଗଦେଇ କାର୍ଯ୍ୟକ୍ରମକୁ ସଫଳ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   05-Sep-2026
  ଜିଲ୍ଲା  
ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   05-Sep-2026
  ଜିଲ୍ଲା  
ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   05-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   05-Sep-2026
  ରାଜ୍ୟ  
ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   05-Sep-2026
  ଜିଲ୍ଲା  
ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   05-Sep-2026

You Might Also Like