-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||     

HOME   ଅପରାଧ

ଦାଦାଗିରି କରି ପୂର୍ବତନ ବ୍ଲକଅଧ୍ୟକ୍ଷ ଅଶୋକ ଦୋରା ଗିରଫ,କୋର୍ଟ ଚାଲାଣ

21-Oct-2023



ବଲାଙ୍ଗୀର/ତୁଷୁରା(ପଂଚାନନ ନାଏକ)-ବଲାଙ୍ଗୀର ଜିଲ୍ଲାର ସୀମାନ୍ତରେ ଥିବା ଗୁଡଭେଲା ବ୍ଲକରେ ନିଜର ପତିଆରା ଜାହିର କରିବାକୁ ବ୍ଲକ କାର୍ଯ୍ୟାଳୟରେ ଜଣେ ବିପିସିଙ୍କୁ ମାଡମାରି ଫେରାର ଥିବା ପୂର୍ବତନ ବ୍ଲକଅଧ୍ୟକ୍ଷ ଅଶୋକ ଦୋରାଙ୍କୁ ତୁଷୁରା ପୋଲିସ ଧରିବାରେ ସଫଳ ହୋଇଛି । ଗତକାଲି ଶୁକ୍ରବାର ରାତିରେ କଳାହାଣ୍ଡି ଜିଲ୍ଲାର ନର୍ଲାଠାରେ ଏକ ଲଜରେ ଲୁଚିରହିଥିବା ବେଳେ ପୋଲିସ ତାଙ୍କୁ ଧରିଛି । ରାତିରେ ପୋଲିସ ତାଙ୍କୁ ପ୍ରଥମେ ବଲାଙ୍ଗୀର ଆଣି ଆଜି କୋର୍ଟ ଚାଲାଣ କରିଛି । ଗତ ଅକ୍ଟୋବର ୧୦ ତାରିଖରେ ବ୍ଲକ ଅଧ୍ୟକ୍ଷା ବେବୀ ଦୋରାଙ୍କ ଚ୍ୟାମ୍ବରରେ ଅଧ୍ୟକ୍ଷାଙ୍କ ସ୍ୱାମୀ ତଥା ସମିତିସଭ୍ୟ ଅଶୋକ ଦୋରା ତାଙ୍କର ୧୦ଜଣ ସମର୍ଥକଙ୍କ ସହିତ ମିଶି ବ୍ଲକର ମିଶନଶକ୍ତି ବିପିସି ନିର୍ମଳଚନ୍ଦ୍ର ପଧାନଙ୍କୁ ଗାଳିଗୁଲଜ କରିବା ସହିତ ଆକ୍ରମଣ କରିଥିବା ଅଭିଯୋଗ ହୋଇଥିଲା । ଏନେଇ ତୁଷୁରା ଥାନାରେ ଶ୍ରୀ ପଧାନଙ୍କ ଅଭିଯୋଗ ପରେ ପୋଲିସ ମାମଲା ନମ୍ବର ୧୯୬/୨୦୨୩ ରୁଜୁ କରି ତଦନ୍ତ କରିଥିଲା । ଗତ ୧୪ ତାରିଖରେ ତୁଷୁରା ପୋଲିସ ଏହି ଘଟଣାରେ ଅଶୋକ ଦୋରାଙ୍କ ୫ଜଣ ସହଯୋଗୀ ରୋହିତ ବାଗ,ଜଗଦୀଶ ବାଗ,ଧୁବେଇଚରଣ ମନହିରା,ରମାକାନ୍ତ ମହାପାତ୍ର ଓ ଶଙ୍କର୍ଷଣ କର୍ମିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା । ଘଟଣାଦିନରୁ ଅଶୋକ ଦୋରା ଫେରାର ରହିଥିଲେ । ସେହିଦିନରୁ ବ୍ଲକ ଅଫିସରେ କର୍ମଚାରୀ ମଧ୍ୟ ଠିକରେ ଆସୁନଥିଲେ । ବ୍ଲକ ଅଧ୍ୟକ୍ଷାଙ୍କ ସ୍ୱାମୀ ଅଶୋକ ଦୋରାଙ୍କ ଦାଦାଗିରି କାରଣରୁ ବ୍ଲକ କର୍ମଚାରୀମାନେ ଅତିଷ୍ଠ ହୋଇପଡିଛନ୍ତି ବୋଲି ଅଭିଯୋଗ ମଧ୍ୟ ହୋଇଛି । କେବଳ ଏତିକି ନୁହେଁ ଅଶୋକ ଦୋରାଙ୍କ ନାମରେ ନକଲି ଜନଜାତି ସାର୍ଟିଫିକେଟ ସାର୍ଟିଫିକେ କେସ ମଧ୍ୟ ଚାଲିଛି । ଜିଲ୍ଲା ଆଦିବାସୀ କଲ୍ୟାଣସଂଘ ତାଙ୍କ ବିରୁଦ୍ଧରେ ମାମଲା କରିଛି । ତେବେ ଅଶୋକ ଅନେକ ବର୍ଷ ହେଲା ଗୁଡଭେଲା ବ୍ଲକରେ ନିଜର ପରିଆରା ବିସ୍ତାର କରିଛନ୍ତି । ସେ ଦୁଇଥର ଅଧ୍ୟକ୍ଷ ହୋଇଥିବା ବେଳେ ଏବେ ତାଙ୍କ ପତ୍ନୀ ବେବୀ ଦୋରାଙ୍କୁ ଅଧ୍ୟକ୍ଷା କରାଇଛନ୍ତି । ସେ ଗତଥର ୨୦୧୯ ନିର୍ବାଚନରେ ଟିଟିଲାଗଡ ନିର୍ବାଚନମଣ୍ଡଳିରୁ ଭାଜପାଦଳର ବିଧାୟକ ପ୍ରାର୍ଥି ଭାବରେ ନିର୍ବାଚନ ଲଢି ପରାଜିତ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   05-Sep-2026
  ଜିଲ୍ଲା  
ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   05-Sep-2026
  ଜିଲ୍ଲା  
ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   05-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   05-Sep-2026
  ରାଜ୍ୟ  
ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   05-Sep-2026
  ଜିଲ୍ଲା  
ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   05-Sep-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   05-Sep-2026
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026

You Might Also Like