-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||     

HOME   ଜିଲ୍ଲା

ମାଁ ଡଙ୍ଗର ଗସେନ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ମାଣ୍ଡିଆ ଋଚା ୨୦୨୩ଉଦଯାପିତ

22-Oct-2023



ବୋଡ଼େନ(ଡୋଲେଶ୍ଵର ବାଗ ): ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ରାଣୀମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ମଣ୍ଡିଆରୁଚା ଗ୍ରାମ ପଟୁଆ ବୁର୍ଲା ଖେଳପଡିଆ ଠାରେ ଗ୍ରାମ୍ୟସ୍ତରୀୟ ଫୁଟବଲ୍ ପ୍ରତିଯୋଗିତା ହୋଇଥିଲା l ଏହି ଫୁଟବଲ୍ ପ୍ରତିଯୋଗିତାରେ ୧୨ ଟି ଦଳ ଅଂଶ ଗ୍ରହଣ କରିଥିଲେ l ୫ ଦିନ ଧରି ଖେଲ ଚାଲିଥିବା ବେଳେ ଫାଇନାଲରେ ପହଞ୍ଚି ଥିଲା ବୋଡ଼େନ ବ୍ଲକ ବର୍ତ୍ତନ ସିଲ୍ ଓ ସିନାପାଲି ବ୍ଲକ ମାଣ୍ଡିଆଋଚା ଦଳ  ଖେଳ ପରିଚାଳନା କରିଥିଲେ ଡୋଳାମଣି ବଛା ଓ ସହଯୋଗୀ ଚନ୍ଦ୍ର

ଧ୍ୱଜ ମାଝୀ l ଏହି ଫାଇନାଲ ଖେଲ ୨୦/୨୦ ମିନିଟ୍ ଲେଖାଏଁ ଖେଲ ହେଇଥିଲା l ବର୍ତନସିଲ ଦଳ ମାଣ୍ଡିଆଋଚା ଦଳ କୁ ୦୧ଗୋଲରେ  ହରାଇ ବିଜୟ ଲାଭ କରିଥିଲା l
ବିଜୟୀ ଦଳ କୁ ଟ୍ରଫି ସହ ୧୦,୦୦୦ ପ୍ରଦାନ ପ୍ରଦାନ କରାଯାଇଛି l 
ପରାସ୍ତ ଦଳ କୁ ଟ୍ରଫି ସହ ୭,୦୦୦ଟଙ୍କା ପ୍ରଦାନ କରାଗଲା l
ମୁଖ୍ୟ ଅତିଥି ଭାବେ ଖରିଆର ବିଧାୟକ ଅଧିରାଜ ପାଣିଗ୍ରାହୀ,
ସମ୍ମାନିତ ଅତିଥି  ଭାବେ ରାଣୀ ମୁଣ୍ଡା ସରପଞ୍ଚ ଦେବବ୍ରତ ସୂପକାର, ମୂଖ୍ୟ ବକ୍ତା ଦୁର୍ବଳ ମାଝୀ (ସିନାପାଲି ବ୍ଲକ ଗୋଣ୍ଡ୍ ସମାଜ ସଭାପତି)
 

 ଧନସିଂ ମାଝୀ (ସମାଜସେବୀ) ମାଁ ଡଙ୍ଗର ଗସେନ୍ ଫୁଟବଲ କ୍ଳବ୍ କମିଟିର ସଦସ୍ୟ ଗୋକୁଳ ଚନ୍ଦ୍ର ମାଝୀ (ସଭାପତି) ଖେମ ରାଜ ମାଝୀ, ପଦ୍ମ ଲୋଚନ ମାଝୀ, ଲକ୍ଷ୍ମୀ କାନ୍ତ ମାଝୀ, ଖିର୍ ସିନ୍ଧୁ ମାଝୀ, ମହେଶ ମାଝୀ, ପ୍ରମୁଖ ଖେଲ ଟିକୁ ପରିଚାଳନା କରି ସହଯୋଗ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   05-Sep-2026
  ଜିଲ୍ଲା  
ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   05-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   05-Sep-2026
  ରାଜ୍ୟ  
ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   05-Sep-2026
  ଜିଲ୍ଲା  
ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   05-Sep-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   05-Sep-2026
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026

You Might Also Like