-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||     

HOME   ଜିଲ୍ଲା

ଜୟ ଦୁର୍ଗା ବେଶ ରେ ଦର୍ଶନ ଦେଉଛନ୍ତି ମା ସୁରେଶ୍ଵରୀ, ମା ଭଗବତୀ ଓ ଦୁର୍ଗା ମନ୍ଦିର ରେ ମା ଙ୍କ କାଳରାତ୍ରୀ ବେଶ

22-Oct-2023



ସୋନପୁର (ମନୋରଞ୍ଜନ ତ୍ରିପାଠୀ ): ସୋନପୁରର ଇଷ୍ଟଦେବୀ ମା ସୁରେଶ୍ଵରୀ ଙ୍କ ପୀଠ ରେ ଷୋଡଶ ଉପଚାର ପୂଜା ଚାଲୁ ରହିଥିବା ବେଳେ ଗତକାଲି ଶନିବାର ଆଶ୍ୱିନ ଶୁକ୍ଳ ପକ୍ଷର ସପ୍ତମୀ ତିଥି ତଥା ପୀଠେ ଅଷ୍ଟମୀ ଅବସରରେ ଭୋର ସମୟରୁ ମନ୍ଦିର ଖୋଲା ଯାଇ ଯଥା ବିଧି ପୂଜାର୍ଚ୍ଚନା ଶେଷ ହୋଇଥିବା ବେଳେ ଆଜି ଜୟ ଦୁର୍ଗା ବେଶ ରେ ମା ଉଭା ହୋଇ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ମନ୍ଦିରରେ ନବଦିନ ବ୍ୟାପୀ ଚଣ୍ଡୀ ମହାଯଜ୍ଞର ସପ୍ତମ ଦିବସରେ ସୂର୍ଯ୍ୟ ପୂଜା, ଗୋପୂଜା, ଗୁରୁ, ବ୍ରାହ୍ମଣ ପୁଜନମ ବିଭିନ୍ନ ଦେବଦେବୀଙ୍କ ପୂଜାପାଠ ସୁରେଶ୍ଵରୀ ଙ୍କ ଷୋଡଶ ଉପଚାର ପୂଜା ଆରତୀ ପୁଷ୍ପାଞ୍ଜଳି ସହ ସନ୍ଧ୍ୟା ବେଳକୁ ଚଣ୍ଡୀ ଯଜ୍ଞ, ହବନ, ଆରତୀ, ପୁଷ୍ପାଞ୍ଜଳି ଓ ପ୍ରସାଦ ସେବନ ହେବା ନେଇ କମିଟି ପକ୍ଷରୁ ସୂଚନା ମିଳିଛି l ସେହିପରି ସହର ର ସର୍ବପୁରାତନ ମା ଭଗବତୀଙ୍କ ପୀଠରେ ଆଜି କାଳରାତ୍ରୀ ବେଶ ରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମା ଭଗବତୀ l ସେପଟେ ସହରର ଗଡ଼ଭିତର ସ୍ଥିତ ଦୁର୍ଗା ମନ୍ଦିର ରେ ମଧ୍ୟ ନବରାତ୍ର ର ସପ୍ତମ ଦିନ ରେ ଆଜି ମା’ ଦୁର୍ଗା ଭକ୍ତଙ୍କୁ କାଳରାତ୍ରୀ ରୂପରେ ଦର୍ଶନ ଦେଇଛନ୍ତି l ତେବେ ଜଗତ୍‌ ଜନନୀ ମା’ ଦୁର୍ଗତିନାଶିନୀଙ୍କ କାଳରାତ୍ରୀ ବେଶ ସଂପର୍କରେ ପୌରାଣିକ କଥାବସ୍ତୁ ଆସନ୍ତୁ ଜାଣିବା । ଜଗତ ଜନନୀଙ୍କ କାଳରାତ୍ରି ବେଶ ସବୁଠୁ ମହତ୍ୱପୂର୍ଣ୍ଣ ବୋଲି କୁହାଯାଇଥାଏ ।
"ଏକବେଣୀ ଜପାକର୍ଣ୍ଣପୂରା ନଗ୍ନା ଖରାସ୍ରିତା"
"କର୍ଣ୍ଣକାକର୍ଣ୍ଣୀ ତୈଳାଭ୍ୟନ୍ତଶରୀରିଣା" 
"ବାମପାଦୋଲ୍ଲସଲ୍ଲୋହଲ ତାକଣ୍ଟକଭୂଷଣା"
"ବର୍ଦ୍ଧନର୍ମୂଧଧ୍ୱଜା କୃଷ୍ଣା କାଳରାତିର୍ଭୟଙ୍କରା"
ମାତା ଦୁର୍ଗାଙ୍କର ସପ୍ତମ ଶକ୍ତି କାଳରାତ୍ରି ନାମରେ ବିଖ୍ୟାତ । ଏହାଙ୍କ ଶରୀରର ରଙ୍ଗ ଅନ୍ଧକାର ରାତ୍ରି ପରି ଗାଢ଼ କଳା, ମସ୍ତକର କେଶ ମୁକୁଳା । କଣ୍ଠରେ ବିଜୁଳି ପରି ଉଜ୍ୱଳ ମାଳା ଝଟକୁଥାଏ । ମାତାଙ୍କର ତିନୋଟି ନେତ୍ର ଏବଂ ଏହି ତିନୋଟି ନେତ୍ର ବ୍ରହ୍ମାଣ୍ଡ ସଦୃଶ ଗୋଲାକାର । ତାଙ୍କ ନାସିକାରୁ ପ୍ରବାହିତ ଶ୍ୱାସପ୍ରଶ୍ୱାସରେ ଅଗ୍ନିର ଜ୍ୱାଳା ବାହାରୁଥାଏ । ତାଙ୍କର ବାହନ ଗର୍ଦ୍ଧଭ – ଗଧ । ସେ ଚତୁର୍ଭୁଜା । ଡାହାଣ ପଟର ଉପର ହାତ ଟେକି ସେ ବରମୁଦ୍ରାରେ ସମସ୍ତଙ୍କୁ ବରଦାନ କରନ୍ତି ଓ ତଳ ହାତ ଅଭୟ ମୁଦ୍ରାରେ ଥାଏ । ବାଆଁ ପଟ ଉପର ହାତରେ ଲୁହାର କଣ୍ଟା ଓ ତଳ ହାତରେ ଖଡ୍‌ଗ ବା କଟାର ଶୋଭାପାଏ ।
ମାତା କାଳରାତ୍ରିଙ୍କର ସ୍ୱରୂପ ଦେଖିବାକୁ ଅତ୍ୟନ୍ତ ଭୟଙ୍କର । କିନ୍ତୁ ସେ ସର୍ବଦା ଶୁଭ ଫଳ ହିଁ ପ୍ରଦାନ କରନ୍ତି । ତେଣୁ ତାଙ୍କର ଅନ୍ୟ ନାମ ‘ଶୁଭଙ୍କରୀ’ ଅଟେ । ସୁତରାଂ ତାଙ୍କୁ ଦେଖି ଭକ୍ତମାନେ କୌଣସି ପ୍ରକାର ଭୟଭୀତ ବା ଆତଙ୍କିତ ହେବା ଅନୁଚିତ । ଦୁର୍ଗାପୂଜାର ସପ୍ତମ ଦିନ ମାତା କାଳରାତ୍ରିଙ୍କର ଉପାସନାର ବିଧାନ ରହିଛି । ସେଦିନ ସାଧକଙ୍କ ମନ ‘ସହସ୍ରାର’ ଚକ୍ରରେ ସ୍ଥିତ ରହେ । ତାଙ୍କ ପାଇଁ ବ୍ରହ୍ମାଣ୍ଡର ସକଳ ସିଦ୍ଧିର ଦ୍ୱାର ଖୋଲିଯାଏ । ଏହି ଚକ୍ରରେ ସ୍ଥିତ ସାଧକର ମନ ପୂର୍ଣ୍ଣତଃ ମାତା କାଳରାତ୍ରିଙ୍କ ସ୍ୱରୂପରେ ଲାଗିରହେ । ମା’ଙ୍କ ସାକ୍ଷାତ୍‌ କାଳରୁ ମିଳୁଥିବା ପୁଣ୍ୟରେ ସେ ଭାଗୀ ହୋଇଯାଆନ୍ତି । ତାଙ୍କର ସକଳ ପାପ ଓ ବିଘ୍ନ ନଷ୍ଟ ହୋଇଯାଇ, ତାଙ୍କୁ ଅକ୍ଷୟ ପୁଣ୍ୟାଲୋକ ପ୍ରାପ୍ତି ହୁଏ । ସେପଟେ ସହର ର ବିଭିନ୍ନ ପୂଜା ମଣ୍ଡପରେ ମା ଦୁର୍ଗାଙ୍କ ସପ୍ତମୀ ପୂଜା ଆରମ୍ଭ ହୋଇ ଯାଇଥିବା ବେଳେ ସହରରେ ପର୍ବନ୍ ମାହୁଲ ଆରମ୍ଭ ହୋଇ ଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   05-Sep-2026
  ରାଜ୍ୟ  
ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   05-Sep-2026
  ଜିଲ୍ଲା  
ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   05-Sep-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   05-Sep-2026
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026

You Might Also Like