-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||     

HOME   ଜିଲ୍ଲା

ତିଲକାମାଳ ଗ୍ରାମରେ ମହାମାୟୀ ଠାକୁରାଣୀଙ୍କ ପର୍ବ ପାଳିତ 

22-Oct-2023



କଣ୍ଟାମାଳ, କଣ୍ଟାମାଳ ବ୍ଲକ ତିଲକାମାଳ ଗ୍ରାମରେ ମହାମାୟୀ ଠାକୁରାଣୀଙ୍କ ପର୍ବ ପାଳିତ ହୋଇଯାଇଛି l ଠାକୁରାଣୀ ପୂଜକ ସରଣ ନାଏକ ରୀତିକାନ୍ତି ଅନୁଯାୟୀ ଦେବୀଙ୍କୁ ପୂଜାର୍ଚ୍ଚନା କରିଥିଲେ l ଗ୍ରାମର ମହିଳାମାନେ ସକାଳୁ ଉପବାସ ରହି ଠାକୁରାଣୀଙ୍କୁ ଭକ୍ତିପୂତ ଭାବେ ପୂଜାର୍ଚ୍ଚନା କରି ଦର୍ଶନ ଲାଭ

କରିଥିଲେ l ଦେବୀଙ୍କ ପୂଜା ନିମନ୍ତେ ମୁଆଁ, ମନ୍ଦାର ଫୁଲ, ଅରୁଆ ଚାଉଳ, ଧୋପ, ଦୀପ, ସିନ୍ଦୁର ଅର୍ପଣ କରାଯାଇଥିଲା l ମାଆଙ୍କୁ ନିଷ୍ଠାର ସହିତ ପୂଜା କରିବା ଦ୍ୱାରା ପରିବାରର ମଙ୍ଗଳ ହୋଇଥାଏ ବୋଲି ମହିଳା ଭକ୍ତମାନେ କହିଛନ୍ତି l ଅନୁଷ୍ଠିତ ପର୍ବରେ ବରଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ବେଳମତୀ ସେଠି ଯୋଗ ଦେଇଥିଲେ l ସନ୍ଧ୍ୟାରେ ସତସଙ୍ଗ ପ୍ରବଚନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l କାର୍ଯ୍ୟକ୍ରମରେ ମଧୁସୂଦନ

ରଣା, ହିମାଂଶୁ ରଣା, ନିର୍ମଳ ନାଏକ ଏବଂ ତିଲକାମାଳ ଗ୍ରାମବାସୀ ସହଯୋଗ କରିଥିଲେ l ଦୀର୍ଘ ୧୮ ବର୍ଷ ହେଲା  ତିଲକାମାଳ ଗ୍ରାମବାସୀ ମା' ମହାମାୟୀଙ୍କୁ ଏକ ଅସ୍ଥାୟୀ ପୀଠରେ ପୂଜାର୍ଚ୍ଚନା କରି ଆସୁଛନ୍ତି l ସରକାରୀ ସହାୟତା ଯୋଗାଇ ଦିଆଗଲେ ପୀଠର ଉନ୍ନତି ହୋଇପାରନ୍ତା ବୋଲି ପୂଜା କମିଟିର ମୁଖ୍ୟ ମଧୁସୂଦନ ରଣା କହିଛନ୍ତି l

(କଣ୍ଟାମାଳରୁ ଜୟ କୁମାର ମହାରଣାଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ରାଜ୍ୟ  
ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   05-Sep-2026
  ଜିଲ୍ଲା  
ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   05-Sep-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   05-Sep-2026
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026

You Might Also Like