-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||     

HOME   ଜିଲ୍ଲା

ଶିଶୁ ମାନଙ୍କ ବିକାଶ ହେବ କେମିତି? କାର୍ଯ୍ୟ ଦିବସରେ ମଧ୍ୟ ବୋଡ଼େନ ବ୍ଲକ ର ଅଧିକାଂଶ ଅଙ୍ଗନୱାଡି କେନ୍ଦ୍ର ଠପ୍

22-Oct-2023



ନୂଆପଡ଼ା,ବୋଡ଼େନ: ସରକାର ଶିଶୁ ଓ ମା ମାନଙ୍କ ବିକାଶ ନିମନ୍ତେ ଅନେକ ପ୍ରକାର ଯୋଜନା କରୁଥିବା ବେଳେ,ସେହି ଯୋଜନା ମାନଙ୍କର ମନମୁଖୀ କରୁଥିବା ଦୃଶ୍ୟ ଦେଖିବାକୁ ମିଳିଛି ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକର ଅଙ୍ଗନୱାଡ଼ି କର୍ମଚାରୀ  ଓ।ଅଧିକାରୀ ଙ୍କ ଦ୍ଵାରା।ବୋଡ଼େନ ବ୍ଲକ ଅଞ୍ଚଳର ମାତ୍ରାଧିକ ଲୋକ ମାନେ ନିଜ ପେଟପାଟଣା ତଥା ନିଜ ପୁଅ ଝିଅ ମାନଙ୍କୁ କିଭଳି ଭାବରେ ଅର୍ଣ୍ଣ,ବସ୍ତ୍ର ଏବଂ ଉତ୍ତମ ଶିକ୍ଷା ଯୋଗାଇବା ପାଇଁ ଦାଦନ ଖଟିବାକୁ ଯାଇ ମୃତ୍ୟୁ ବରଣ ମଧ୍ୟ କରିଥାନ୍ତି।କିନ୍ତୁ ସରକାର ଏଭଳି ଅଞ୍ଚଳର ଶିଶୁ ମାନଙ୍କ ସ୍ବାସ୍ଥ୍ୟ ଓ ଶିକ୍ଷାର ଉନ୍ନତି ହେବା ସହ ଶିଶୁ ମାନେ ପ୍ରାଥମିକ ସ୍ତରରୁ କିଭଳି ଦୃଢ଼ ଏବଂ ଶିକ୍ଷାର ଆଗ୍ରହୀ ହୋଇ ପଢ଼ାପଢ଼ି ନିଜ ତଥା ଅଞ୍ଚଳର ବିକାଶ କରିବା ନିମନ୍ତେ ସରକାର ଅନେକ ପ୍ରୟାସ କରୁଥିବା ବେଳେ,ସେହି ପ୍ରୟାସ କୁ ମନମୁଖୀ କରୁଛନ୍ତି ବୋଡ଼େନ ବ୍ଲକ ଅଞ୍ଚଳର ଅଙ୍ଗନୱାଡ଼ି କର୍ମଚାରୀ ତଥା ବ୍ଲକ ଅଧିକାରୀ। ଜିଲ୍ଲା ଶିଶୁ ସମ୍ୟନିତ ବିକାଶ ଅଧିକାରୀଙ୍କ ସୂଚନା ଏବଂ ଆଇ ସି ଡ଼ି ଏସ କ୍ୟାଲେଣ୍ଡର ଅନୁସାରେ ମା ଦୁର୍ଗାଙ୍କ ସପ୍ତମୀ ଦିନରେ ନିୟମ ଅନୁଯାୟୀ କୌଣସି ଛୁଟି ନଥିବା ବେଳେ,ଆଜି ବୋଡ଼େନ ବ୍ଲକର ସମ୍ପୂର୍ଣ୍ଣ ଭାବରେ ଅଙ୍ଗନୱାଡି କେନ୍ଦ୍ର ଗୁଡ଼ିକ ବନ୍ଦ କରିଥିବା ସୂଚନା ଦେଇଛନ୍ତି କିଛି ଅଙ୍ଗନୱାଡ଼ି କର୍ମୀ ଏବଂ ବ୍ଲକ ସମ୍ୟନିତ ବିକାଶ ଅଧିକାରୀ। କେବଳ ଏତିକି ନୁହେଁ ଅନେକ ପର୍ବ ପର୍ବାଣୀ ରେ ଛୁଟି ନଥିବା ସତ୍ୟେ ମଧ୍ୟ ଅଙ୍ଗନୱାଡ଼ି ରେ ତାଲା ଝୁଲୁଥିବା ଦେଖିବାକୁ ମିଳେ।ଏହା ଶିଶୁ ମାନଙ୍କ ସ୍ବାସ୍ଥ୍ୟ ଓ ଶିକ୍ଷା ପ୍ରତି ଅବହେଳା ନୁହେତ ଆଉ କଣ ? ତେଣୁ ଶିଶୁ ମାନଙ୍କ ହକ ଅଧିକାର ପାଇଁ ତୁରନ୍ତ ପଦକ୍ଷେପ ନେବାକୁ ଜିଲ୍ଲା ପ୍ରଶାସନକୁ ସାଧାରଣରେ ଦାବି ହୋଇଛି।

(ନୂଆପଡା ଜ଼ିଲ୍ଲା ବୋଡେ଼ନ ବ୍ଲକରୁ ଡୋଲେସ୍ୱର ବାଗ ଙ୍କ ରିପୋର୍ଟ )


News Comment




Photo in News

Advertisment
Lastest News
  ରାଜ୍ୟ  
ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   05-Sep-2026
  ଜିଲ୍ଲା  
ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   05-Sep-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   05-Sep-2026
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026

You Might Also Like