-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||     

HOME   ଜିଲ୍ଲା

ନିଷ୍ଠା ଓ କାଷ୍ଠାର ପର୍ବ ଘଣ୍ଟାପଡାର ମାଁ ସମଲେଶ୍ୱରୀ ଯାତ୍ରା, ପଶୁ ବଳିରେ ରକ୍ତ ରଂଜିତ ହେଲା ଦେବୀ ପୀଠ

22-Oct-2023



କଣ୍ଟାମାଳ(ଜୟ କୁମାର ମହାରଣା): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଘଣ୍ଟାପଡା ଗାଁ ସୀମାନ୍ତ ଚିରସ୍ରୋତା ତେଲ ନଦୀ କୂଳରେ ଅବସ୍ଥିତ ଦେବୀ ମାଁ ସମଲେଶ୍ୱରୀ ପୀଠ l   ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଆଶ୍ୱିନ ଶୁକ୍ଳ ମହାନବମୀ ତିଥିରେ ମହା ସମାରୋହରେ ଅଂଚଳର ଅଧିଷ୍ଠାତ୍ରୀ ଦେବୀ ମାଁ ସମଲେଶ୍ୱରୀ ଙ୍କ ଯାତ୍ରା ପାଳିତ ହୋଇଯାଇଛି  l   ମାନସିକଧାରି ଭକ୍ତଙ୍କ ଦ୍ୱାରା ଅର୍ପଣ କରାଯାଇଥିବା ବୋଦା, କୁକୁଡ଼ା ଓ ପୋଢ଼ ଆଦି

ବଳିରେ ରକ୍ତ ରଂଜିତ ହୋଇଥିଲା ଦେବୀଙ୍କ ପୀଠ ସ୍ଥଳି  l   ଅଷ୍ଟମୀ ଦିନ ରାତିରେ ଦେବୀଙ୍କ ନିଶି ପୂଜା ଓ ଗ୍ରାମ ପରିକ୍ରମା ହୋଇଥିଲା  l    ରେଗଡୋଲ ଓ ଲଣ୍ଡାପଦର ଆଦି ବିଭିନ୍ନ ମୌଜାର ଦେବାଦେବୀ ପୀଠରୁ ଖଣ୍ଡା ଆସିଥିଲା  l  ମାଁ ସମଲେଶ୍ୱରୀ ଙ୍କ ପୀଠରୁ ସମସ୍ତେ ଏକତ୍ରିତ ହୋଇ ଜମିଦାର ବସନ୍ତ ମାଝିଙ୍କ ବରୁଆ ନବୀନ ଦେହୁରୀ ଜମିଦାରଙ୍କୁ ଖଣ୍ଡା ପ୍ରଦାନ କରିଥିଲେ  l   ସମଲେଶ୍ୱରୀ ମନ୍ଦିର ନିକଟସ୍ଥ ନଦୀ ଘାଟରେ ଖଣ୍ଡା ଧୁଆ ପର୍ବ ପାଳନ ହୋଇଥିଲା  l  ଏହାପରେ ମାଁ ସମଲେଶ୍ୱରୀ ଦେବୀଙ୍କ ପୀଠରେ ଝାଙ୍କର ଅନନ୍ତ ମାଝୀ ଦେବା ଦେବୀ ଙ୍କୁ ନିଷ୍ଠାର ସହିତ ଉପବାସ ରହି ରୀତି ନୀତି ଅନୁଯାୟୀ ପୂଜାର୍ଚନା କରିଥିଲେ  l  ପୂଜାର୍ଚନା ପରେ ବରୁଆ ଙ୍କ ଦେହରେ ଦେବୀ ସବାର ହୋଇଥିଲେ  ଓ ମଧ୍ୟରାତ୍ରରେ ଗ୍ରାମ ପରିକ୍ରମା କରିଥିଲେ  l  ମହିଳାମାନେ ବରୁଆଙ୍କୁ ଧୂପ, ଦୀପ ଓ ଫୁଲମାଳ ଦେଇ ବନ୍ଦାପନା କରିଥିଲେ l  ମହାନବମୀ ଦିନ ମାଁ ସମଲେଶ୍ୱରୀ ଙ୍କ ପୀଠରେ ମହା ଜାକଜମକରେ ଯାତ୍ରା ପାଳନ କରାଯାଇଥିଲା   l   ଏଥିରେ ଦେବୀ ମାଁ ଙ୍କୁ ମୁଆଁ, ମନ୍ଦାର ଫୁଲ, ଅରୁଆ ଚାଉଳ ଆଦି ଭୋଗ କରାଯାଇଥିଲା   l   ପରେ ମାନସିକଧାରି ଭକ୍ତମାନେ ଆଣିଥିବା ବୋଦା, କୁକୁଡ଼ା ଓ ପୋଢ଼ ଆଦି ଦେବୀ ମାଁ ଙ୍କ

ପୀଠରେ ବଳି ଦିଆଯାଇଥିଲା  l   ପୂଜା ପାର୍ବଣ ସମାପନ ପରେ ପୂଜା କମିଟିର ସମସ୍ତ ସଦସ୍ୟ ଭାଇମାନେ ଏକତ୍ରିତ  ପ୍ରସାଦ ସେବନ କରି ଘରକୁ ଫେରିଥିଲେ   l  ଏହିଁ ଯାତ୍ରା ଦେଖିବାକୁ ଅlଖପାଖ ଅଂଚଳରୁ ଆସିଥିବା ଭକ୍ତ ମାନଙ୍କ ସମାଗମରେ ସମଗ୍ର ଯାତ୍ରlସ୍ଥଳ  ଲୋକାରଣ୍ୟ ହୋଇଥିଲା l  


News Comment




Photo in News

Advertisment
Lastest News
  ଜିଲ୍ଲା  
*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   05-Sep-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   05-Sep-2026
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026

You Might Also Like