-+91-9937148622 |

prerana_bgr@rediffmail.com |

  Friday 1st May 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   (01-May-2026)       ||      ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    (01-May-2026)       ||      ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||      ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   (30-Apr-2026)       ||      ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||      ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||      କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା    (30-Apr-2026)       ||      ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ    (30-Apr-2026)       ||      କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   (30-Apr-2026)       ||      ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   (30-Apr-2026)       ||      ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ    (30-Apr-2026)       ||      ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   (30-Apr-2026)       ||      *ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   (30-Apr-2026)       ||      ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   (30-Apr-2026)       ||      କଳାହାଣ୍ଡି: ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଦୋଷୀ ସାବ୍ୟସ୍ତ ହେଲେ ତହସିଲ ଅଫିସ ର ସିନିୟର କ୍ଲର୍କ    (30-Apr-2026)       ||      ଗଞେଇ ଜବତ, ଚାଲାଣକାରୀ ଗିରଫ   (30-Apr-2026)       ||      ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   (30-Apr-2026)       ||     

HOME   ଜିଲ୍ଲା

ୱାର୍ଲଡ ଓଡିଶା ସୋସାଇଟିର ମହାସଚିବଙ୍କର ମାତୃ ବିୟୋଗ 

23-Oct-2023



ଭୁବନେଶ୍ୱର/ନୂଆଦିଲ୍ଲ(ପ୍ରେରଣା ଖବର ): ୱାର୍ଲଡ ଓଡିଶା ସୋସାଇଟି ର ମହାସଚିବ ମାଞ୍ଚେଷ୍ଟର ଠାରେ ଅବସ୍ଥାପିତ ଯୁବ ଶିଳ୍ପଦ୍ୟୋଗୀ ଶିବ ରଞ୍ଜନ ବିଶ୍ୱାଳ ଙ୍କର ମାତା ଶ୍ରୀମତୀ ବାସନ୍ତୀ  ବିଶ୍ୱାଳ ଗତ ରବିବାର ଦିନ ୬୬ ବର୍ଷ ବୟସ ରେ ବ୍ରହ୍ମପୁର ଠାରେ ଇହ ଲୀଳା ସମ୍ବରଣ କରିଛନ୍ତି I ଶ୍ରୀମତୀ ବିଶ୍ୱାଳ ଜଣେ ଧର୍ମ ପରାୟଣା, ସରଳ , ଅମାୟିକ , ପରୋପକାରୀ , ସ୍ନେହୀ , ଦରଦୀ ଓ ମିଷ୍ଟଭାଷୀ ମହିଳା ଥିଲେ I ସେ ତାଙ୍କର ସ୍ୱାମୀ ଓଡିଶା ରାଜ୍ୟ ପରିବହନ ନିଗମର

ପୂର୍ବତନ ମହା ପ୍ରବନ୍ଧକ ଇଂଜିନିୟର ମୀନକେତନ ବିଶ୍ୱାଳ, ଦୁଇ ପୁଅ ଶିବ ରଞ୍ଜନ ଓ ଶିବ କୁମାର , ଦୁଇ ବୋହୁ ପୂଜା ଖଣ୍ଡୁଆଳ ଓ ଆରତୀ ବିଶ୍ୱାଳ , ଝିଅ ସ୍ମିତା ବେହେରା ଏବଂ ଜ୍ୱାଇଁ ସରୋଜ ବେହେରାଙ୍କୁ ଛାଡ଼ି ଯାଇଛନ୍ତି I ପୁରୀର ସ୍ୱର୍ଗଦ୍ୱାର ଠାରେ ପରିବାରବର୍ଗଙ୍କ ଉପସ୍ଥିତିରେ ତାଙ୍କର ଅଂତ୍ୱେଷ୍ଟି କ୍ରିୟା ସମ୍ପନ୍ନ ହୋଇଛି I ତାଙ୍କର ବିୟୋଗରେ  ୱାର୍ଲଡ ଓଡିଶା ସୋସାଇଟି ର ଅଧ୍ୟକ୍ଷ କିଶୋର ଦ୍ବିବେଦୀ ଗଭୀର ଶୋକ ପ୍ରକାଶ କରିଛନ୍ତି I ଏକ ଶୋକବାର୍ତା ରେ ଶ୍ରୀ ଦ୍ବିବେଦୀ ,ମହାପ୍ରଭୁ ଶ୍ରୀଜଗନ୍ନାଥ ତାଙ୍କର ଆମର ଆତ୍ମା କୁ ଚୀର ଶାନ୍ତି ପ୍ରଦାନ କରନ୍ତୁ ,ଏତିକି ପ୍ରାର୍ଥନା ବୋଲି ଦର୍ଶାଇଛନ୍ତି I


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   01-May-2026
  ଜିଲ୍ଲା  
ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    01-May-2026
  ଜିଲ୍ଲା  
ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   30-Apr-2026
  ଜିଲ୍ଲା  
ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   30-Apr-2026
  ଜିଲ୍ଲା  
ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   30-Apr-2026
  ଜିଲ୍ଲା  
ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   30-Apr-2026
  ଜିଲ୍ଲା  
ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   30-Apr-2026
  ରାଜ୍ୟ  
ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   30-Apr-2026
  ଜିଲ୍ଲା  
ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   30-Apr-2026
  ଜିଲ୍ଲା  
କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା   30-Apr-2026
  ଜିଲ୍ଲା  
ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ   30-Apr-2026
  ରାଜ୍ୟ  
କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   30-Apr-2026

You Might Also Like