-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||     

HOME   ଜିଲ୍ଲା

ସ୍ବର୍ଗତ ନିରାକାର ସାହୁଙ୍କ ସ୍ମୁତିରେ ମାଗଣା ଚକ୍ଷୁ ଶିବିର ଏବଂ ଏକଦିବ ସୀୟ ଫୁଟବଲ ଟୁର୍ନାମେଣ୍ଟ

15-Dec-2020



ଆଗଲପୁର, (ପ୍ରେରଣା ଖବର) : ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଝରଣିପାଲି ଇନ୍ଦିରା ଗାନ୍ଧୀ ହାଇସ୍କୁଲ ପରିସରରେ ଶ୍ରୀଯୁକ୍ତ ନିରାକାର ସାହୁଙ୍କ ସ୍ମୁତିରେ ତାଙ୍କର ପ୍ରଥମ ଶ୍ରାଦ୍ଧବାର୍ଷିକ ଅବସରରେ ମାଗଣା ଚକ୍ଷୁ ଶିବିର ଏବଂ ଭାଗ୍ୟବତୀ ଖେଳ ପଡିଆରେ ଏକ ଦିବସୀୟ ଫୁଟବଲ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଯାଇଛି  l ଏହି ଅବସରରେ ସ୍ୱର୍ଗତ ସାହୁଙ୍କ ବଡପୁଅ  ନରେଶ ସାହୁ ସମାଜସେବୀ ସୋରଜ ମହାକୁଡ଼, ଆଗଲପୁର ସମ୍ବାଦ ପ୍ରତିନିଧି ଶୁଭ୍ରାଂଶୁ ଶେଖର ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉକ୍ତ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଥିଲେ l ସକାଳ 10ଟାରୁ 110 ଜଣ ରୋଗୀ ଚକ୍ଷୁ ଶିବିରକୁ ଆସି ମାଗଣାରେ ନିଜର ଆଖି ପରୀକ୍ଷା କରାଇଥିଲେ l ୫୨ ଜଣ ରୋଗୀ ଶିବିରରେ ଉପକୃତ ହୋଇଥିବାବେଳେ ୫୮ ଜଣ ରୋଗୀକୁ ଉଚ୍ଚଚିକିତ୍ସା ପାଇଁ ପରାମର୍ଶ ଦିଆଯାଇଥିଲା lଏଥିରେ ତ୍ରିଲୋଚନ ନେତ୍ରାଳୟ, ସମ୍ବଲପୁରର ଡ଼ା ୟୋସିତା କରିସ୍ମା ପଧାନ ଜିତେନ୍ଦ୍ର କୁମାର ସାହୁ ଦେବାଶିଷ ସାହୁ ଅରୂପ ପଧାନ ରୋଗୀ ମାନଙ୍କୁ ଚିକିତ୍ସା କରିଥିବା ଶିବିର ଆଯୋୟକ ହିତାଂଶୁ ସାହୁ ପ୍ରକାଶ କରିଛନ୍ତି ଠିକ୍ ସେହିପରି ଶ୍ରୀ ସାହୁଙ୍କ ସ୍ମୁତିରେ ସ୍ପୋର୍ଟ୍ସ ଏସୋସିଏସନ ଝରଣୀପାଲି ଏକଦିବଶୀୟ ଫୁଟବଲ ଟୁର୍ନାମେଣ୍ଟ ଆୟୋଜନ କରିଥିଲା ଏଥିରେ ସର୍ବମୋଟ ୮ ଦଳ ତଥା କରିଥିଲେ ବଡଟିକା ଜାମୁଟବାହାଲ ବାଇଗଣଖାରି ଧୀରପୁର ବୁରୋମୁଣ୍ଡା ସୁଜିଆ ଝରଣିପାଲି ଓ କଦଳିପାଲି ଦଳ ଅଂଶଗ୍ରହଣ କରିଥିଲେ ଫାଇନାଲ ମ୍ୟାଚ ଧୀରପୁର ଓ ବୁରୋମୁଣ୍ଡା ମଧ୍ୟରେ ହୋଇଥିଲା ଧୀରପୁର ଦଳ ବିଜେତା ଓ ବୁରୋମୁଣ୍ଡା ଦଳ ଉପ ବିଜେତା ହୋଇଥିଲା ଶ୍ରୀ ସାହୁ,,ଶ୍ରୀ ମିଶ୍ର, ଶ୍ରୀ ମହାକୁଡ଼ ପୁରସ୍କାର ବିତରଣ କରିଥିବା ବେଳେ ହିମାଂଶୁ ସାହୁ, ହିତାଂଶୁ ସାହୁ ଅଚ୍ୟୁତ କୁମାର, ପ୍ରମୋଦ ସେଠ ଚନ୍ଦ୍ରଶେଖର ସାହୁ, ସୁକେଶ ସାହୁ ପରିଚାଳନା କରିଥିଲେ l ଶ୍ରୀଧର ବିଭାର ମ୍ୟାଚ ର ଧାରା ଜୀବନ୍ତ ପ୍ରସାରଣ କରି ଲୋକ ମାନଙ୍କୁ ବେଶ ଉତ୍ସାହିତ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026

You Might Also Like