-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||     

HOME   ଜିଲ୍ଲା

ପୁଣି ଚର୍ଚ୍ଚା ରେ ହୀରାପୁର ଗ୍ରାମପଞ୍ଚାୟତ ସରକାର ଙ୍କ ଆଦର୍ଶ ଗ୍ରାମ କୁ ନେଇ ଅନାଦର ସାଧାରଣ ଗ୍ରାମବାସୀ, ବାରଡୋଳ ଗ୍ରାମରେ ଉନ୍ନୟନ କାମ କଂକ୍ରିଟ ରାସ୍ତା କାମକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ

24-Oct-2023



ଲୋଇସିଂହା, (ପ୍ରେରଣା ଖବର) ଲୋଇସିଂହା ବ୍ଲକ ହୀରାପୁର ପଂଚାୟତ ର ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ କୁ ନେଇ ମଝିରେ ମଝିରେ ଚର୍ଚ୍ଚା ଚାଲିଥିବା ବେଳେ ଏହି ପଂଚାୟତ ର ବାରଡୋଳ ଗ୍ରାମରେ ଗତକାଲି ଏକ କଂକ୍ରିଟ କାମକୁ ନେଇ ଲୋକଙ୍କ ମଧ୍ୟରେ ହୋ ହାଲ୍ଲା ଦେଖିବାକୁ ମିଳିଥିଲା l ସୂଚନାରୁ ପ୍ରକାଶ ଯେ ବାରଡୋଳ ଗ୍ରାମ ଆଦର୍ଶ ଗ୍ରାମ ଭାବେ ସରକାରୀ ସ୍ତରରେ ସ୍ୱୀକୃତି ହୋଇଛି l ଗ୍ରାମ ର ଉନ୍ନତି ପାଇଁ ଲକ୍ଷ ଲକ୍ଷ ଟଙ୍କା ସରକାରୀ ଅନୁଦାନ ଆସିବାର କାର୍ଯ୍ୟକ୍ରମ ଥିବାବେଳେ ବର୍ତମାନ ଗ୍ରାମ ମଝିରେ ଏକ କଂକ୍ରିଟ ରାସ୍ତା ତିଆରି ହେଉଛି l ହେଲେ ତାହା କେତେ ଟଙ୍କା ର ହେଉଛି ଜଣାନାହିଁ l ବିନା ସୂଚନା ଫଳକରେ ଉକ୍ତ କାର୍ଯ୍ୟ ଟି ଚାଲିଛି ତାହା ପୁଣି ସହକାରୀ ଯନ୍ତ୍ରୀ ଅଥବା କନିଷ୍ଠ ଯନ୍ତ୍ରୀ ଙ୍କ ଅନୁପସ୍ଥିତି ରେ l ଗ୍ରାମ ଲୋକଙ୍କ କହିବା ଏହା ଯେ ଗତ ପଂଚାୟତ ନିର୍ବାଚନ ପୂର୍ବରୁ ଦଶ ଲକ୍ଷ ର ଏକ କମ୍ୟୁନିଟି ସେଣ୍ଟର ବାରଡୋଳ ଗ୍ରାମ ପାଇଁ ସାଂକ୍ସନ ହୋଇ ଶୁଭ ଦେବା ସହ ନିହ ଖୋଲାଯିବା ସହ ଲେଆଉଟ ଓ ମେଟେରିଆଲ ମଧ୍ୟ ପଡିଥିଲା କନିଷ୍ଠ ଯନ୍ତ୍ରୀ ବେହେରା ବାବୁ ଙ୍କ ଉପସ୍ଥିତି ରେ l ଏଣୁ ଲୋକଙ୍କ କହିବା ଏହା ଯେ ଦୀର୍ଘ ଦେଢ଼ବର୍ଷ ହେଲା କମ୍ୟୁନିଟି ସେଣ୍ଟର ର କାମ ଦେଖାନାହିଁ l ଯଦି କାମ ହେଲାନାହିଁ ସେ ପଇସା ଅଛି ନା କୁଆଡେ ଗଲା l ଏହାସହ ଗ୍ରାମରେ ଆଦର୍ଶ ପାଇଁ ଏକ କଂକ୍ରିଟ କାମ ଚାଲିଛି ଯାହାକି ଲୋକଙ୍କ ବିନା ଆଲୋଚନା ରେ l ଏ ବିଷୟ କୁ ନେଇ ଗ୍ରାମର ଲୋକେ ବିଡ଼ିଓ ଲୋଇସିଂହା ଓ ଜିଲ୍ଲାପାଳ ଙ୍କ ଦ୍ୱାରସ୍ତ ହୋଇଛନ୍ତି l ଏ ବିଷୟ କୁ ନେଇ ଆମ ପ୍ରତିନିଧି ହୀରାପୁର ସରପଞ୍ଚ ରମାକାନ୍ତ ବିଶ୍ୱାଳ ଙ୍କୁ ପଚାରି ବୁଝିବାରୁ ପ୍ରତିକ୍ରିୟା ଦେବାକୁ ମନା କରିଦେଲେ l ସରପଞ୍ଚ, ୱାର୍ଡମେମ୍ବର ଓ ଲୋକଙ୍କ ମଧ୍ୟରେ କଥାବାର୍ତା ହେବାପରେ ଉକ୍ତ କାର୍ଯ୍ୟ ବର୍ତ୍ତମାନ ବନ୍ଦ କରାଯାଇଛି l ପ୍ରକୃତ ରେ କଥା ହେଉଛି ଯେ ବିନା ଫଳକ ରେ ବିନା ଲେଆଉଟ କାମ ହେବା କେତେ ଯୁକ୍ତିଯୁକ୍ତ ତାହା ଲୋକଂକ ମନରେ ପ୍ରଶ୍ନବାଚୀ ସୃଷ୍ଟି କରିଛି l ସରକାର ତଥା ବଡ଼ବଡ଼ିଆ ବାବୁ ମାନଙ୍କ ମଧୁଚନ୍ଦ୍ରିକା ରେ ଏସବୁ ହେଉଥିବାର ଅନୁମାନ କରାଯାଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   05-Sep-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   05-Sep-2026
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026

You Might Also Like