-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||     

HOME   ଜିଲ୍ଲା

ନବରାତ୍ରି ଦୁର୍ଗାପୂଜା ଓ ଦଶହରା ଉତ୍ସବକୁ ନେଇ ସମଗ୍ର କନ୍ଧମାଳ ଚଳଚଞ୍ଚଳ

24-Oct-2023



କନ୍ଧମାଳ,(ସୁଶିଲ କୁମାର ପାଣିଗ୍ରାହୀ): ନବରାତ୍ରି ଦୁର୍ଗାପୂଜା ଓ ଦଶହରା ଉତ୍ସବକୁ ନେଇ ସମଗ୍ର କନ୍ଧମାଳ ଚଳ ଚଞ୍ଚଳ ହୋଇ ଉଠିଛି । ବିଶେଷ କରି ଜିଲାର ବିିଭିନ୍ନ ବଜାର କମିଟି, ଅନୁଷ୍ଠାନ ପକ୍ଷରୁ ବିଭିନ୍ନ ସ୍ଥାନରେ ଦୁର୍ଗା ମଣ୍ଡପ ନିର୍ମାଣ ହୋଇ ରିତିନୀତି ପ୍ରକାରେ ପୂଜାର୍ଚ୍ଚନା ଆରମ୍ଭ ହୋଇଥିବା ବେଳେ ଜିଲାର ବିଭିନ୍ନ ଦେବୀ ପୀଠ ମାନଙ୍କରେ ମଧ୍ୟ ରିତିନୀତି ପ୍ରକାରେ ଆରମ୍ଭ ହୋଇଛି ପୂଜାପାଠ। ରବିବାର ଅଷ୍ଟମୀ ଦିନରେ ବିଭିନ୍ନ ମଣ୍ଡପ ଓ ଦେବୀ ପୀଠ ମାନଙ୍କରେ ବେସ୍‌‌ ଜନସମାଗମ ହୋଇଥିବାର ଦେଖାଯାଇଛି। ଦଶହରାକୁ ନେଇ ବିଭିନ୍ନ ସ୍ଥାନରେ ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ସେହିଭଳି ଫୁଲବାଣୀ ସଦର ମହକୁମା ସମେତ ଜିଲ୍ଲାର ପ୍ରତ୍ୟେକ ଅଞ୍ଚଳରେ ସନ୍ଧ୍ୟା ସମୟରେ ଦଶହରାକୁ ନେଇ ବଜାର ବେଶ୍‌‌ ଜନଗହଳି ଦେଖାଯାଇଛି। ଆଇନ ଶୃଙ୍ଖଳା ପାଇଁ ପୁଲିସ୍‌‌ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ସେହିଭଳି ସହରରେ ଥିବା ବିଭିନ୍ନ ପୂଜା ମଣ୍ଡପରେ ପୂଜା ଆରମ୍ଭ ହୋଇଥିବା ବେଳେ ମା ଦୁର୍ଗାଙ୍କ ଆଶୀର୍ବାଦ ପାଇଁ ବିଭିନ୍ନ ପୂଜା ମଣ୍ଡପରେ ଭକ୍ତ ମାନଙ୍କର ମଧ୍ୟ ସମାଗମ ଦେଖାଯାଇଛି। ଫୁଲବାଣୀ ସହରର ବସଷ୍ଟାଣ୍ଡ, ବିଦ୍ୟୁତ୍‌‌ ବିଭାଗ, ମାଦିକୁନ୍ଦା ଛକ, ଆରଟିଓ ଅଫିସ୍‌‌ ଛକ, ଟ୍ୟାକ୍ସିଂ ସଂଘ ଏବଂ ବାଲିଗୁଡା ଟାଉନ ର ମା ' ପାଟଖଣ୍ଡା ଦୁର୍ଗାପୂଜା ସମିତି, ବିଦ୍ୟୁତ ବିଭାଗ ଓ ମା ' ବରାଳ ଦେବୀ ପୀଠ ଭଳି ବିିଭିନ୍ନ ଅନୁଷ୍ଠାନ ପକ୍ଷରୁ ମା ଦୁର୍ଗାଙ୍କର ପୂଜା ଆରମ୍ଭ ହୋଇଥିବା ବେଳେ ବିିଭିନ୍ନ ପୂଜା ମଣ୍ଡପ ଗୁଡ଼ିକ ଝିଲିମିଲି ଆଲୁଅରେ ମଧ୍ୟ ଚହଟି ଉଠୁଛି। ବହୁ ଭକ୍ତଙ୍କର ମଧ୍ୟ ସମାଗମ ହେଉଥିବାର ଦେଖାଯାଇଛି। ପୁଲିସ୍‌‌ ପେଟ୍ରୋଲିଂ ବ୍ୟବସ୍ଥାକୁ

ମଧ୍ୟ ସହରରେ କଡ଼ାକଡ଼ି କରାଯାଇଛି। ଦଶହରା ଯୋଗୁଁ ପ୍ରତ୍ୟେକଙ୍କ ଘରେ ବହୁ ସମ୍ପର୍କୀୟମାନେ ପହଞ୍ଚିଥିବା ବେଳେ ପ୍ରତ୍ୟେକ ଘରେ ଏକ ପ୍ରକାର ଖୁସିର ଲହରି ଦେଖାଯାଇଛି। ବିଭିନ୍ନ ପୂଜା ମଣ୍ଡପ ମାନଙ୍କରେ ଏକ ପ୍ରକାର ଅଧ୍ୟାତ୍କିକ ପରିବେଶ ସୃଷ୍ଟି ହୋଇଛି। କନ୍ଧମାଳ ଜିଲ୍ଲାର ଫୁଲବାଣୀ, ଖଜୁରିପଡ଼ା, ଫିରିଙ୍ଗିଆ, କୋଟଗଡ଼଼, ତୁମୁଡ଼ିବନ୍ଧ, ରାଇକିଆ, ଦାରିଙ୍ଗବାଡ଼ି, ଟିକାବାଲି, କ.ନୂଆଗାଁ ଭଳି ସମସ୍ତ ସହର ମହକୁମାରେ ଦୁର୍ଗାମେଢ, ତୋରଣ ନିର୍ମାଣ ହୋଇଥିବା ବେଳେ ଏହି ସବୁ ଅଞ୍ଚଳର ସମସ୍ତ ଦେବୀ ପୀଠ ମାନଙ୍କରେ ମଧ୍ୟ ସ୍ୱତନ୍ତ୍ର ପୂଜା ପାଠ ଆରମ୍ଭ ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   05-Sep-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   05-Sep-2026
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026

You Might Also Like