-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||     

HOME   ଜିଲ୍ଲା

ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଚାରି ମୃତ ତିନି ଗୁରୁତର

25-Oct-2023



ନୂଆଁପଡ଼ା (ବିଶି ଚନ୍ଦନ ମାଝୀ ): ନୂଆପଡ଼ା ଜିଲ୍ଲା ବୋଡ଼େନ ଥାନା ଅନ୍ତର୍ଗତ ରାଜପୁର ଏବଂ ଝିର୍ଣିଖୋଲ ମଧ୍ୟବର୍ତ୍ତୀ ବିଜୁ ଏକ୍ସପ୍ରେସ ରାସ୍ତାରେ ବିଳମ୍ବିତ ରାତ୍ରିରେ ଦୁଇ ବାଇକ୍ ମଧ୍ୟରେ ମିହାମୁହି ଧକ୍କା।ସୂଚନା ଯୋଗ୍ୟ ଯେ ଓଡି୨୬ ଡି୬୬୦୩ ଏବଂ ଓଡି୨୬ଏଫ୍ ୦୬୧୧ ଦୁଇଟି ସିଡି ଦିଉଲକ୍ସ ବାଇକ୍ ମଧ୍ୟରେ ଭୂଲ୍ ରାସ୍ତାରେ ଗାଡ଼ି ଚାଳନା କରୁଥିବା ଯୋଗୁଁ ଧକ୍କା ହେବା ଫଳରେ ଚାରି ମୃତ ଓ ତିନି ଜଣ ଗୁରୁତର ଆହତ ହୋଇଛନ୍ତି।ଦୁର୍ଘଟଣା ଟି ଏତେ ଗୁରୁତର ଥିଲା ଯେ ଆଖିରେ ନ ଦେଖିଲେ ବିଶ୍ୱାସ କରିହେବ ନାହିଁ।ଏମିତିକି ଦୁର୍ଘଟଣା ସ୍ଥଳରେ ଦୁଇଟି ବାଇକ୍ ର ଚକ ଭାଙ୍ଗି ଯାଇଥିବା ବେଳେ,ଗାଡ଼ିର ବିଭିନ୍ନ ଅଂଶ ଭାଙ୍ଗିଯାଇ ଛିଟିକି ପଡ଼ିଛି।ମୃତ ବ୍ୟକ୍ତି ମାନଙ୍କ ମଧ୍ୟରେ ରୋହିତ କୁମାର ମାଝି ଭଇଁସାଦାନି,ପିଙ୍କୁ ମାଝି,ଧିମନ୍ତ ମାଝି କମଲାମାଲ, ହେମାନନ୍ଦ ମାଝି ଭିମାପଦର୍।ସେହିଭଳି ଗୁରୁତର ଅବସ୍ଥାରେ କୃଷ୍ଣଚନ୍ଦ୍ର ମାଝି,ସାଗର ମାଝି,ମୋହନ ମାଝି ଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପ୍ରେରଣା କରାଯାଇଅଛି।ଏଭଳି ଛାତିଥରା ଦୃଶ୍ୟ ବୋଡ଼େନ ଅଞ୍ଚଳରେ ଶୋକର ବାତାବରଣ ଖେଲାଇଦେଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   05-Sep-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   05-Sep-2026
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026

You Might Also Like