-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲା କେନ୍ଦ୍ର ସମବାୟ ବ୍ୟାଙ୍କର ୩ ଦିନିଆ ଧର୍ମଘଟ

25-Oct-2023



ବଲାଙ୍ଗିର(ପ୍ରେରଣା ଖବର ): ରାଜ୍ୟରେ କାର୍ଯ୍ୟ କରୁଥିବା ୧୭ ଗୋଟି କେନ୍ଦ୍ର ସମବାୟ ବ୍ୟାଙ୍କରେ କର୍ମଚାରୀ ମାନଙ୍କ ପ୍ରଚେଷ୍ଟା ଫଳରେ ସମସ୍ତ କେନ୍ଦ୍ର ସମବାୟ ବ୍ୟାଙ୍କ ମାନେ ଦୀର୍ଘ ବର୍ଷ ଧରି କ୍ଷତିରେ ଚାଲୁଥିବା ବେଳେ ୨୦୧୪ ମସିହା ଠାରୁ ସମସ୍ତ ବ୍ୟାଙ୍କ ଲାଭ କରୁଛନ୍ତି ଓ ବ୍ୟାଙ୍କର ଆୟରୁ କୋଟି କୋଟି ଟଙ୍କାର Income Tax ସରକାରଙ୍କୁ ପ୍ରଦାନ କରୁଛନ୍ତି କିନ୍ତୁ କର୍ମଚାରୀ ମାନଙ୍କ ଆର୍ଥିକ ଦାବି ପୁରାଣ କରିବାରେ ସରକାର ଟାଳଟୁଳ ନୀତି ଅବଲମ୍ବନ କରିଆସୁଛନ୍ତି ଓ

ସରକାରଙ୍କ ସମସ୍ତ ଜନକଲ୍ୟାଣ ଯୋଜନା ସମବାୟ ବ୍ୟାଙ୍କ ମାଧ୍ୟମରେ କାର୍ଯ୍ୟକାରୀ ହୋଇଥାଏ ଓ ସରକାର ବ୍ୟାଙ୍କର ଖର୍ଚ ବହନ କରନ୍ତି ନାହିଁ ଓ ବ୍ୟାଙ୍କ ନିଜ ଆୟରୁ ନିଜର ସମସ୍ତ ଖର୍ଚ କରିଥାଏ କିନ୍ତୁ ଦୁଃଖର ବିଷୟ କର୍ମଚାରୀ ମାନଙ୍କର ଦରମା ବୃଦ୍ଧି କରିବା କ୍ଷମତା ବ୍ୟାଙ୍କର ପରିଚାଳନା ପରିଷଦ ପାଖରେ ନ୍ୟସ୍ତ ଥିଲେ ମଧ୍ୟ ସରକାରଙ୍କ ବିନା ଅନୁମତିରେ ଏହା ଦିଆଯାଇ ପାରୁ ନାହିଁ ଓ ଯଦ୍ୱାରା କି କର୍ମଚାରୀ ମାନେ ନିଜର ପ୍ରାପ୍ୟରୁ ବଂଚିତ ହେଉଛନ୍ତି l ଏହା ଏକ ବିଚିତ୍ର ବ୍ୟବସ୍ତା ଓ  ବହୁ ଆଲୋଚନା ଧର୍ମଘଟ ପରେ ସରକାର କେନ୍ଦ୍ର ସମବାୟ କର୍ମଚାରୀମାନଙ୍କୁ ସପ୍ତମ ବେତନ ୨୦୧୯ ପାଖରୁ ଦେବାକୁ ନିର୍ଦ୍ଦଶେନାମା ଦେଲେ କିନ୍ତୁ କର୍ମଚାରୀମାନେ ସମସ୍ତେ ୨୦୧୬ ଠାରୁ ପାଇବାକୁ ହକଦାର ଓ ସେହିପରି ୨୦୧୪ ପରଠାରୁ ଯେଉଁମାନେ ବ୍ୟାଙ୍କରେ ଚାକିରୀ କଲେ, ସେମାନେ ଅବସର ପରେ EOFO Scheme ଅଧୀନରେ pension  ପାଇବେ ନାହିଁ ଏହା ବିଧିମୁତାବକ ଚାକିରିର ସର୍ତବଳୀ ଉଲଂଘନ ଅଟେ, ତେଣୁ ଆମ ମହାସଂଘ ସେମାନଙ୍କ ପାଇଁ ଏକ pension ପାଣ୍ଠି ଗଠନ କରିବାକୁ ଦାବି କରିଆସୁଛି କିନ୍ତୁ ସରକାର ଏ କ୍ଷେତ୍ରରେ ସବୁଜାଣି ନିରବ ରହୁଛନ୍ତି ଓ ଟାଲଟୁଲ ନୀତି ଅବଲମ୍ବନ କରୁଛନ୍ତି  ଓ କେନ୍ଦ୍ର ସମବାୟ ବ୍ୟାଙ୍କ ଓ ରାଜ୍ୟ ସମବାୟ ବ୍ୟାଙ୍କର ମିଶ୍ରଣ ଅନ୍ୟ ଏକ ଦାବି ଥିବା ବେଳେ ଏଯାବତ କିଛି ପଦକ୍ଷେପ ନିଆଯାଇ ନାହିଁ ଓ ଏଥି ସହିତ ବ୍ୟାଙ୍କକୁ କ୍ଷତିରୁ ବଞ୍ଚାଇବା ପାଇଁ ଅନ୍ୟାନ୍ୟ ଦାବି ମଧ୍ୟ ରହି ଅଛି l ଏତଦବ୍ୟତୀ ସରକାରଙ୍କ ସମସ୍ତ ସରକାରୀ ଯୋଜନା ସମବାୟ ବ୍ୟାଙ୍କ ତରଫରୁ କାର୍ଯ୍ଯ କରୁଥିଲେ ମଧ୍ୟ ସରକାରଙ୍କର କୌଣସି ବିଭାଗର ଟଙ୍କାଟିଏ ମଧ୍ୟ ସମବାୟ ବ୍ୟାଙ୍କରେ ଗଛିତ ରଖୁନାହାନ୍ତି, ଯାହା ଆନାନ୍ୟ ବ୍ୟାଙ୍କରେ ରଖୁଛନ୍ତି, ଏହା ଏକ ବିଡମ୍ବନାର ବିଷୟ ଅଟେ ଓ ଉକ୍ତ ୫ ଗୋଟି ଦାବି ନେଇ ପ୍ରଥମେ ରାଜ୍ୟ ସମବାୟ ବ୍ୟାଙ୍କ ସଭାପତିଙ୍କ ନେତୃତ୍ୱରେ ସମସ୍ତ ସଭାପତି, ସମବାୟ ନିବନ୍ଧକ ଓ କର୍ମଚାରୀ ମହାସଂଘ ମଧ୍ୟରେ ଏକ ଆଲୋଚନା କରାଯାଇ ୧୫ଦିନ ମଧ୍ୟରେ ଏକ କ୍ଷୁଦ୍ରକମିଟି ଗଠନ କରାଯାଇ ସେହି କମିଟିର ରିପୋର୍ଟ ମୁତାବକ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଲିଖିତ ପ୍ରସ୍ତାବ ପାଇବା ପରେ ମହାସଂଘ ତାର ଧର୍ମଘଟ କାର୍ଯ୍ୟକ୍ରମ ସେପ୍ଟେମ୍ବର ୨୨କୁ ଘୁଞ୍ଚାଇ ଦେଇଥିଲା ଓ ଦୁଃଖର ବିଷୟ ସରକାର ଆଲୋଚନା ମୁତାବକ ସମାଧାନର କୌଣସି ନିଷ୍ପତି ନେଇ ନାହାନ୍ତି ଓ ତେଣୁ ରାଜ୍ୟର ୧୭ ଗୋଟି ସମବାୟ ବ୍ୟାଙ୍କର କର୍ମଚାରୀ ମାନେ ଆଜିଠାରୁ ୨୭ ତାରିଖ ପର୍ଯ୍ୟନ୍ତ ୩ଦିନିଆ ଧର୍ମଘଟରେ ଓହ୍ଲାଇଛନ୍ତି ଓ

 

ବଲାଙ୍ଗୀର ଜିଲ୍ଲା କେନ୍ଦ୍ର ସମବାୟ ବ୍ୟାଙ୍କ ମୁଖ୍ୟ କାର୍ଯ୍ୟାଳୟ ସମ୍ମୁଖରେ ଆଜି ସଂଘର ସଭାପତି  ଗୋପାଳଜୀ ପାଣିଗ୍ରାହୀ ଓ ସମ୍ପାଦକ ଅମିତ କୁମାର ସାମନ୍ତରାଙ୍କ ନେତୃତ୍ୱରେ ଅନ୍ୟ ସମସ୍ତ କର୍ମଚାରୀ ଧାରଣାରେ ଉପସ୍ଥିତ ଥିଲେ ଏବଂ ବ୍ୟାଙ୍କର ସମସ୍ତ ଶାଖାରେ ମଧ୍ୟ କର୍ମଚାରୀମାନେ ଧାରଣାରେ ବସିଥିଲେ ଓ ଦାବି ପୂରଣ ନହେଲେ ଆସନ୍ତା ନଭେମ୍ବର ୧୧ତାରିଖରୁ ସମ୍ପୂର୍ଣ ରୂପେ  ଅନିର୍ଦ୍ଦିଷ୍ଟ କାଳ ପାଇଁ କାର୍ଯ୍ୟ ବନ୍ଦ କରି ଧାରଣାରେ ବସିବେ ବୋଲି ସାଧାରଣ ସମ୍ପାଦକ ଅମିତ କୁମାର ସାମନ୍ତରା ସୂଚନା ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   05-Sep-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   05-Sep-2026
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026

You Might Also Like