-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||     

HOME   ଜିଲ୍ଲା

କର୍ଲାମୁଣ୍ଡା ବ୍ଳକ ଦୁର୍ଗା ପୂଜା କମିଟି ପକ୍ଷରୁ ସମ୍ବର୍ଦ୍ଧନା ସଭା.....

25-Oct-2023



କର୍ଲାମୁଣ୍ଡା(ପ୍ରଦିପ କୁମାର ସାହୁ )
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ସଦର ସ୍ଥିତ ସାଧାରଣ ପ୍ୟାରେଡ଼ ପଡିଆ ଠାରେ  କର୍ଲାମୁଣ୍ଡା ବ୍ଳକ ଦୁର୍ଗା ପୂଜା କମିଟି ପକ୍ଷରୁ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି।ଏଥିରେ ପୂଜା କମିଟି ସଭାପତି ସୁରେନ୍ଦ୍ର ଭୋଇଙ୍କ ଅଧ୍ୟକ୍ଷତାରେ  ବିଶିଷ୍ଟ ଅତିଥି ଭାବରେ ପଶ୍ଚିମ ଓଡିଶା ବିକାଶ ପରିଷଦ ସଭ୍ୟ ଅବିନାଶ ଠାକୁର, ବିଜେଡି ରାଜ୍ୟ କାର୍ଯ୍ୟ କାରିଣୀ ସଦସ୍ୟ ଜାକୀର ହୁସେନ, ଜିଲ୍ଲା ପରିଷଦ ସଭ୍ୟ ମହେନ୍ଦ୍ର ରଣା, ସରପଞ୍ଚ ସ୍ୱର୍ଣ୍ଣ ଲତା ସାହୁ,ଦୁର୍ଗା ପୂଜା କମିଟିର ସମ୍ପାଦକ ଶଶୀ ଭୂଷଣ ସାହୁ, ପୂଜା କମିଟିର ସଦସ୍ୟ ଦିନ ବନ୍ଧୁ ସାହୁ ପ୍ରମୁଖ ମଞ୍ଚାସିନ ହୋଇ  ସ୍ଥାନୀୟ ବରିଷ୍ଠ ନାଗରିକ ରଶ୍ମି କାନ୍ତ ସାହୁ,ଗୁଣ ସାଗର ସାହୁହେମ ଶଙ୍କର ସାହୁ,ଭୁବନ ବିହାରୀ ସିଙ୍ଗ  ଙ୍କୁ ଉପଢୌକନ ଦେଇ ସମ୍ମାନିତ କରାଯାଇଥିଲା। ସଭା କାର୍ଯ୍ୟକ୍ରମ ରେ ସାମ୍ବାଦିକ ପ୍ରଦୀପ କୁମାର ସାହୁ ସଂଯୋଜାନା କରିଥିଲେ।ପୂଜାର ଉଦଯାପନି ସମାରୋହରେ ମୁଖ୍ୟ ଅତିଥି ଭାବରେ ବ୍ଲକ ଅଧକ୍ଷ୍ୟା କୁନି ସାହୁ,ସମ୍ମାନିତ ଅତିଥି ଭାବେ ବ୍ୟବସାୟୀ ଭୁବନ ବିହାରୀ ସିଙ୍ଗ, ସ. ମାଲପଡା ସରପଞ୍ଚ ବରୁଣ ଛତ୍ରୀଆ,ସମିତି ସଭ୍ୟ ଗୋଲାପ ଶଙ୍କର ସାହୁ,ଫାଣ୍ଡି ଅଧିକାରୀ ଥବିର ବରିହା, ନର୍ଲା ବ୍ଲକ କଂଗ୍ରେସ ସଭାପତି ସମୀର ଚାନ୍ଦ,କଂଗ୍ରେସ ନେତା ବିଭୁତି ଭୂଷଣ ମହାକୁଡ଼ ଯୋଗ ଦେଇ ପଣ୍ଡିତ ଚିତ୍ର ସେନ ଦାଶ,ନାଟ୍ୟକାର ଭାଗିରଥି ଷଡଙ୍ଗୀ ଙ୍କୁ ସମ୍ମାନିତ କରିଥିଲେ।ଏଥିରେ ପୁଜା କମିଟି ର ହିରୋଜ ସାହୁ,ମିତ୍ର ଭାନୁ ସାହୁ,ରାମ ଗୋପାଳ ସାହୁ,ମହେନ୍ଦ୍ର ସାହୁ,ଅମ୍ବିଲାଲ ସାହୁ,ପୂର୍ଣ୍ଣ ଚନ୍ଦ୍ର ସାହୁ,ବିନୋଦ ସାହ,ବନ ସାହୁ,ମୋତିଲାଲ ସାହୁ,ଅକ୍ଷୟ ସାହୁ,ପ୍ରସନ୍ନ କୁମାର ସାହୁ, ଲାଉ ଚନ୍ଦ୍ର ସାହୁ,ଅର୍ଜ୍ଜୁନ ସାହୁ ,ବିପିନ ସାହୁ,ଦୁର୍ବାଦଲ ସାହୁ ,ରଥ ସାହୁ,ମେଘୁ ସାହୁ,କୃଷ୍ଣ ଚନ୍ଦ୍ର ରଣା, ପ୍ରିୟ ବ୍ରତ  ବଗର୍ତ୍ତି, ଡମ୍ବରୁ ସାହୁ,ବିଷ୍ଣୁ ସାହୁ,ସୁବାଷ ଚନ୍ଦ୍ର ସାହୁ,ନୀଳ ମାଧବ ଭୋଇ,ବିରେନ୍ଦ୍ର ସାହୁ,ବସୁଦେବ ସାହୁ ,ଟିକେମନ ସାହୁ,ପ୍ରମୁଖ ସହଯୋଗ କରିଥିଲେ। ସେହିପରି ବ୍ଲକ ସଦର ର ଅନ୍ୟ ଏକ ଦୁର୍ଗା କମିଟି ର ୫୦ବର୍ଷ ପୂର୍ତ୍ତି ଅବସରରେ ଧୁମଧାମରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   05-Sep-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   05-Sep-2026
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026

You Might Also Like