-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||     

HOME   ଜିଲ୍ଲା

ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘର ପ୍ରତିଷ୍ଟା ଉତ୍ସବ ପାଳନ

25-Oct-2023




 ସମ୍ବଲପୁର -( ସଂଜୀବକୁମାରପାଣିଗ୍ରାହୀ)  ସ୍ଥାନୀୟ ମଣ୍ଡିଲିଆ  ପଡ଼ିଆ ରେ, ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘ ର ପ୍ରତିଷ୍ଠା,ଦିବସ ମହା ସମାରୋହରେ ପାଳିତ ହୋଇ ଯାଇଛି, ଏଥିରେ ମୁଖ୍ୟ ଅତିଥି ଭାବରେ ବୁର୍ଲା ସହର ର ସାମାଜିକ କର୍ମୀ ତ୍ରାହିକର ଦୁଙ୍ଗୁରୀ, ମୁଖ୍ୟା ବକ୍ତା ଭାବେ ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘ ର ସର୍ବ ଭାରତୀୟ କାର୍ଯ୍ଯ କାରି ସଦସ୍ୟ ଭି, ଭାଗେୟା, ସମ୍ମାନିତ ଅତିଥି  ଭାବେ ବୁର୍ଲା ଯାନ୍ତ୍ରିକ ବିଶ୍ଵ ବିଦ୍ୟାଳୟ ର ଅବସର ପ୍ରାପ୍ତ ଅଧ୍ୟାପକ ପୀୟୁଶ ରଂଜନ ଦାଶ ଓ ପଶ୍ଚିମ ପ୍ରାନ୍ତ ସଂଘ ଚାଳକ ଶ୍ରୀ ବିପିନ ନନ୍ଦ ମଞ୍ଚାଶୀନ ଥିଲେ , ପ୍ରାରମ୍ଭ ରେ ଭାରତ ମାତା ପୂଜନ କାର୍ଯକ୍ରମ, ଶାରୀରିକ  ବ୍ୟାୟାମ ସଂଘର ସ୍ଵୟଂ ସେବକ ମାନଙ୍କ ଦ୍ଵାରା ପ୍ରଦର୍ଶନ କରାଯାଇଥିଲା , ଏକକ ସଂଗୀତ ଓ ସାମୁହିକ ଗୀତ ପରିବେଷଣ କରାଯାଇଥିଲା, ସଭାରେ ମୁଖ୍ୟତଃ ହିନ୍ଦୁ ଧର୍ମର ଏକତା ପ୍ରସଙ୍ଗ ରେ ଚର୍ଚ୍ଚା କରାଯାଇଥିଲା, ଦୀର୍ଘ ସାଢେ଼ ଆଠ ହଜାର ବର୍ଷେ ପରେ ମଧ୍ୟ ରାବଣ ମାନେ ମରି ନାହାନ୍ତି,ଆଜି ବି ସେମାନେ, ସମାଜକୁ ପଥ ଭ୍ର ଷ୍ଠ କରି ନାନାଦି ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି, ଆମେ ସମସ୍ତେ ହଜାର ହଜାର ଲୋକ ଦଶହରା ପର୍ବ ଏକତ୍ର ପାଳନ କରୁଚୁ, କିନ୍ତୁ ଏକ ତା ଅଭାବରୁ କିଛି ମୁଷ୍ଟିମେୟ ଲୋକ ଆମ ଉପରେ ଆକ୍ରମଣ କରିବାର ସାହାସ କରୁଛନ୍ତି, ଯାହାକି  ଅତ୍ୟନ୍ତ କ୍ଷଭୋର ବିଷୟ,ଖାଲି ଯେ ପର୍ବ ପାଳନ କରିଦେଲେ ହୋଇଗଲା ତାହା ନୁହେଁ, ମହାପୁରୁଷ  ମାନଙ୍କ ର  ଆଦର୍ଷ ରେ ଅନୁପ୍ରାଣିତ ହୋଇ ଦେଶ ପାଇଁ ବଳିଦାନ ର ସମୟ ଆସିଛି ବୋଳି ବକ୍ତା ମାନେ ମତ ବ୍ୟକ୍ତ କରିଥିଲେ, ସୂଚନା ଯୋଗ୍ୟ ଯେ ବିଜୟା ଦଶମୀ ଦିନ ସାରା ଭାରତ ବର୍ଷ ରେ ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘ ର ପ୍ରତିଷ୍ଟା ଦିବସ ପାଳନ କରାଯାଏ
             
          


News Comment




Photo in News

Advertisment
Lastest News
  ଜିଲ୍ଲା  
*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   05-Sep-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   05-Sep-2026
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026

You Might Also Like