-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||     

HOME   ଜିଲ୍ଲା

ପୂଜକଙ୍କୁ ବାହାରୁ ତାଲା ଠୁଙ୍କି ମଙ୍ଗଳା ମନ୍ଦିର ହୁଣ୍ଡି ଚୋରି, ସିସି ଟିଭିରେ ରେକର୍ଡ ହେଲା ଫଟୋ

26-Oct-2023




ସମ୍ବଲପୁର-(ସଂଜୀବକୁମାରପାଣିଗ୍ରାହୀ)  : ଧନୁପାଲି ଥାନା ସମ୍ଭୁଖ ଭୁତାପଡା ମା' ମଙ୍ଗଳାଙ୍କ ମନ୍ଦିର ଦାନ ହୁଣ୍ଡି ସୋମବାର ରାତିରେ ଚୋରି ହୋଇଥିବା ଜଣାଯାଇଛି I ମନ୍ଦିର ପ୍ରବେଶ ଦ୍ୱାରରେ ଥିବା ଦାନ ହୁଣ୍ଡି ଚୋରି ଉଦ୍ୟମ ହୋଇଥିବା ନେଇ ମନ୍ଦିର ପୂଜକ ମହେଶ୍ୱର ପଣ୍ଡା ଧନୁପାଲି ଥାନାରେ ଅଭିଯୋଗ କରିଛନ୍ତି I ଅଭିଯୋଗ ମୁତାବକ ମନ୍ଦିରରେ ଶରତକାଳୀନ ପୂଜା ଚାଲୁ ରହିଥିବା ବେଳେ ଦୀର୍ଘ ୧୭ ବର୍ଷ ଧରି ମନ୍ଦିର କଡରେ ରହି ମନ୍ଦିର ପୂଜା କରି ଆସୁଥିବା ପୂଜକ ମହେଶ୍ୱର ପଣ୍ଡା  ପ୍ରତିଦିନ ପରି ରବିବାର ଦିନ ମଧ୍ୟ ରାତି ୧୦ ଟାରେ ମନ୍ଦିର କବାଟ ବନ୍ଦ କରି ତାଲା ମାରିଥିଲେ I  ତେବେ ରାତ୍ର ପ୍ରାୟ ୧ ଟା ୩୦ମି. ସମୟରେ ଜୋର ରେ ଶବ୍ଦ ହେବାରୁ ନିଦରୁ ଉଠି ସିସି ଟିଭିରେ ଦେଖିଲା ବେଳକୁ ଜଣେ ଚୋର ମନ୍ଦିର ଭିତରେ ଥିବା ହୁଣ୍ଡି ଧରି ପଳାୟନ କରୁଛି I ତୁରନ୍ତ ଘରୁ ବାହାରି ବାକୁ ଉଦ୍ୟମ କଲା ବେକକୁ ଘର ସାମ୍ନା ପଟ ବନ୍ଦ ଥିବା ଜାଣି ଧନୁପାଲି ଥାନା ପୋଲିସକୁ ଫୋନ ଯୋଗେ ସୂଚନା ଦେବାରୁ ତୁରନ୍ତ ପୋଲିସ ଆସି କବାଟ ଖୋଲି ପୂଜକ ଶ୍ରୀ ପଣ୍ଡା ଙ୍କୁ ଉଦ୍ଧାର କରିବା ସହିତ ମନ୍ଦିର ପଛପଟୁ ଚୋର ନେଇ ଛାଡି ପଳାଇ ଥିବା ହୁଣ୍ଡିକୁ ମଧ୍ୟ ଉଦ୍ଧାର କରିଥିଲେ I  ଏହି ସମୟରେ  ମନ୍ଦିର ପୂର୍ବ ଦିଗ ଗେଟ ତାଲା ଭଙ୍ଗା ହେବା ସହିତ ଯେହେତୁ ମନ୍ଦିରରେ ଶରତକାଳୀନ ନବମୀ ବିହିତ ପୂଜା ଅନୁଷ୍ଠିତ ହେଉଥିଲା ତେଣୁ ସମସ୍ତ ପୂଜା ସ୍ଥଳୀ ଅସଜଡ଼ା ହୋଇ ପଡିରହିଥିଲା I ଘଟଣା ସମ୍ପର୍କରେ ପୂଜକ ଶ୍ରୀ ପଣ୍ଡାଙ୍କ  ଅଭିଯୋଗ କ୍ରମେ ଧନୁପାଲି ଥାନା ପୋଲିସ୍ ପହଞ୍ଚି ଛାନଭିନ୍ନ ଆରମ୍ଭ କରିଛି I ଏହି ମନ୍ଦିରରୁ ଗତ ତା. ୨୩.୧୨.୨୦୨୧ ରେ ମଧ୍ୟ ହୁଣ୍ଡି ଚୋରି ହୋଇ ଲକ୍ଷାଧିକ ଟଙ୍କା ସହ ମୂଲ୍ୟବାନ ସାମଗ୍ରୀ ଚୋରି ହୋଇଥିଲା I ଏହି ଘଟଣାକୁ ନେଇ ଭୁତାପଡା ମା' ମଙ୍ଗଳା ମନ୍ଦିର କମିଟିର ରବୀନ୍ଦ୍ର ଜେନା, ସରୋଜ ସାହୁ, ରସାନନ୍ଦ ବେହେରା, ସାଧବ ପ୍ରଧାନ,  ରମାକାନ୍ତ ଜେନା, ପୀତବାସ ବେହେରା, ରାଜ କିଶୋର ନାୟକ ପ୍ରମୁଖ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରି ତୁରନ୍ତ ଚୋର ମାନଙ୍କୁ ଧରିବାକୁ ଦାବୀ କରିଛନ୍ତି I


News Comment




Photo in News

Advertisment
Lastest News
  ଜିଲ୍ଲା  
*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   05-Sep-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   05-Sep-2026
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026

You Might Also Like