-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||     

HOME   ଜିଲ୍ଲା

କଳାହାଣ୍ଡି କେନ୍ଦ୍ର ସମବାୟ ବେଙ୍କ କର୍ମଚାରୀ ଙ୍କ ଧର୍ମଘଟ, ଗ୍ରାହକ ହଇରାଣ

26-Oct-2023



କଳାହାଣ୍ଡି(ଦୁଷ୍ମନ୍ତ କୁମାର ପଣ୍ଡା ): ଭବାନୀପାଟଣା କେନ୍ଦ୍ର ସମବାୟ ବେଙ୍କ କର୍ମଚାରୀ ସଂଘ ର ଆହ୍ବାନ କ୍ରମେ କଳାହାଣ୍ଡି ଜିଲ୍ଲାର ସମସ୍ତ ବେଙ୍କ ଶାଖା ରେ କର୍ମଚାରୀ ମାନେ ଧର୍ମଘଟ ରେ ସାମିଲ ହୋଇଛନ୍ତି । ଫଳତଃ ଜିଲ୍ଲାର ସମସ୍ତ ସମବାୟ ବେଙ୍କ ଶାଖା ଗୁଡିକରେ ବେଙ୍କ ସେବା ବନ୍ଦ ରହିବା ହେତୁ ଗ୍ରାହକ ମାନେ ହଇରାଣ ହରକତ ହେଉଥିବା ଦେଖା ଯାଉଛି । ସପ୍ତମ ବେତନ କମିଶନ ବକେୟା ପ୍ରଦାନ, ପେନସନ କର୍ପସ ଫଣ୍ଡ କାର୍ଯ୍ୟକାରୀ କରିବା, କେନ୍ଦ୍ର ସମବାୟ ବେଙ୍କ ର ପୁନର୍ବିନ୍ୟାସ କରିବା ସମେତ ତିନି ଦଫା ଦାବି ନେଇ ବେଙ୍କ କର୍ମଚାରୀ ସଂଘ ଧର୍ମଘଟ ଆହ୍ବାନ କରିଥିବା ଜଣାପଡିଛି । ଭବାନୀପାଟଣା ଶାଖା ରେ ଜିଲ୍ଲା ସଭାପତି ଙ୍କ ନେତୃତ୍ବ ରେ ଧାରଣା ଦେଇଥିବା ବେଳେ ଜୁନାଗଡ ଶାଖାରେ ପରିକାଳକ ବୁଦ୍ଧିମାନ ପାତ୍ର ଙ୍କ ନେତୃତ୍ଵ ରେ ଧାରଣା ଦିଆ ଯାଇଥିବା ଦେଖା ଯାଇଥିଲା । ଗ୍ରାହକ ମାନେ ବେଙ୍କ ସେବା ପାଇ ନ ପାରି ହଇରାଣ ହେଉଥିବା ଦେଖା ଯାଇଥିଲା । ଜିଲ୍ଲାର ସମସ୍ତ ବେଙ୍କ ଶାଖା ଧର୍ମଘଟରେ ସାମିଲ ହୋଇଥିବା ଜଣା ପଡିଛି । ଅକ୍ଟୋବର ୨୫ ତାରିଖ ରୁ ୨୭ ପର୍ଯ୍ୟନ୍ତ କୁ ଏହି ଧର୍ମଘଟ ଡାକରା ଦିଆ ଯାଇଥିବା ବେଳେ ଦାବି ପୂରଣ ନ ହେଲେ ନଭେମ୍ବର ୧୪ ତାରିଖ ଠାରୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ଆନ୍ଦୋଳନ କରିବା ପାଇଁ ନିଷ୍ପତ୍ତି କରାଯାଇଥିବା ଜଣାପଡିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   05-Sep-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   05-Sep-2026
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026

You Might Also Like