-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||     

HOME   ମହାନଗର

ନୂଆଦିଲ୍ଲୀ : ଗୁରୁ ଗ୍ରାମ ଠାରେ ଦୂର୍ଗା ପୂଜା ପାଳିତ

26-Oct-2023





ନୂଆଦିଲ୍ଲୀ(ପ୍ରେରଣା ଖବର ): ଜାତୀୟ ରାଜଧାନୀ କ୍ଷେତ୍ରରେ ବସବାସ କରୁଥିବା ଓଡ଼ିଆ ମାନେ ବିଭିନ୍ନ ସ୍ଥାନରେ ଚଳିତ ବର୍ଷ ଦୁର୍ଗା ପୂଜା ଆୟୋଜନ କରିଥିବା ଜଣାଯାଇଛି।  ଦିଲ୍ଲୀର ଉପକଣ୍ଠବର୍ତ୍ତୀ ଗୁରୁଗ୍ରାମର ଚାରିନମ୍ୱର  ସେକଟର ସ୍ଥିତ କମ୍ୟୁନିଟି  ସେଣ୍ଟର ଠାରେ  ମା ଦୁର୍ଗତି ନାଶିନୀ ଙ୍କର ଚତୁର୍ଦ୍ଦଶତମ ପୂଜାର୍ଚ୍ଚନା  ମହା ସମାରୋହ ରେ ପାଳିତ ହୋଇଯାଇଛି।  ଏଠାରେ ପନ୍ଦର ଫୁଟ ଉଚ୍ଚତା ବିଶିଷ୍ଟ ମା ସିଂହ ବାହିନୀଙ୍କର ମୃଣ୍ମୟୀ ମୂର୍ତ୍ତି ଏକ ସୁସଜ୍ଜିତ ମେଢ଼ରେ ଶୋଭା ପାଉଥିବାର ଦୃଶ୍ୟ ଅନନ୍ୟ ଓ ଅନୁପମ ଥିଲା। ପୂଜାରୀ  ରୁଦ୍ର ନାରାୟଣ ପଣ୍ଡା ଏବଂ କୃଷ୍ଣଚନ୍ଦ୍ର ପଣ୍ଡାଙ୍କର  ତତ୍ତ୍ୱାବଧାନରେ ପୁଜାପାଠ, ହୋମଯଜ୍ଞ ଏବଂ ଭୋଗରାଗ ଆଦି ମାଙ୍ଗଳିକ କାର୍ଯ୍ୟ ଯଥାବିଧି ଅନୁଷ୍ଟିତ ହୋଇଥିଲା ।ପବିତ୍ର ଷଷ୍ଠୀ ତିଥି ଠାରୁ ବେଲବରଣ ଓ ଘଟସ୍ଥାପନ ଆଦି ନୀତିକାନ୍ତି ଆରମ୍ଭ


କରାଯାଇ  ବିଜୟା ଦଶମୀରେ ମା’ଙ୍କର  ମୂର୍ତ୍ତି ବିସର୍ଜନ ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟକ୍ରମ ପୂଜା କମିଟି ର ସକ୍ରୀୟ ତଦାରଖ ରେ ସଫଳତାର ସହିତ ସମ୍ପନ୍ନ କରାଯାଇଛି।

ଦୀର୍ଘ ଚଉଦ ବର୍ଷ ଧରି କଳିଙ୍ଗ କଲଚରାଲ ଏଣ୍ଡ ୱଲଫେୟାର ଆସୋସିଏସନ(କେ.ସି.ଡ଼ଦ୍ଲୁ.ଏ)  ଦ୍ୱାରା ଆୟୋଜନ କରାଯାଉଥିବା ଏହି ଶାରଦୀୟ ମହୋତ୍ସବ ରେ ସହସ୍ରାଧିକ ଓଡ଼ିଆ ଓ ଅଣଓଡ଼ିଆ  ଶ୍ରଦ୍ଧାଳୁ ସେମାନଙ୍କର ପରିବାର ବର୍ଗଙ୍କ ସହିତ ଯୋଗ ଦେଇ ମା' ମହିଷାସୁର ମର୍ଦ୍ଦିନୀଙ୍କର ଦିବ୍ୟ ଦର୍ଶନ ପାଇ ଭବ୍ୟ ଆଶିଷ ଲାଭ କରି ନିଜକୁ କୃତ୍ୟ କୃତ୍ୟ ମନେ କରୁଥିବା ପରିଲକ୍ଷିତ କରାଯାଇଥିଲା।
ଏହି ଅବସରରେ ଆୟୋଜିତ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ରେ ପ୍ରସିଦ୍ଧ ଗାୟିକା ଦୀପ୍ତି ପାଢ଼ୀ ଙ୍କର ହୃଦୟ ସ୍ପର୍ଶୀ ସଙ୍ଗୀତ ପରିବେଷଣ ମୂଖ୍ୟ ଆକର୍ଷଣ ଥିଲା।ସନ୍ଧ୍ୟାରେ ସମ୍ମାନୀତ  ଅତିଥି ଭାବରେ  ବିଶିଷ୍ଟ ଚିତ୍ରତାରକା ତଥା ସାଂସଦ ପ୍ରଶାନ୍ତ ନନ୍ଦ ଏବଂ ଦିଲ୍ଲୀ ହାଉଜଖାସ ଜଗନ୍ନାଥ ମନ୍ଦିର ପରିଚାଳନା କରୁଥିବା ଶ୍ରୀ ନୀଳାଚଳ ସେବା ସଂଘ ର ସମ୍ପାଦକ ରବୀନ୍ଦ୍ର ନାଥ ପ୍ରଧାନ ଉପସ୍ଥିତ ଥିଲେ। ଉଭୟ ଶ୍ରୀ ନନ୍ଦ ଓ ଶ୍ରୀ ପ୍ରଧାନ ଗୁରୁଗ୍ରାମ ଠାରେ ଓଡ଼ିଶାର ଉନ୍ନତ କଳା, ଉତ୍କୃଷ୍ଟ ସଂସ୍କତି ଏବଂ ଉତ୍ତୁଙ୍ଗ ଐତିହ୍ୟର ପ୍ରଚାର ଓ ପ୍ରସାର କରିବା ନେଇ ଆୟୋଜକ ମାନଙ୍କ ର ଉଲେଖ୍ୟନୀୟ  ଯୋଗଦାନକୁ ଭୁୟସୀ ପ୍ରଶଂସା କରିଥିଲେ  ଓ ସେମାନଙ୍କୁ ସାଧୁବାଦ ଜଣାଇଥିଲେ।  

ଉତ୍ସବକୁ ସୁଚାରୁରୂପେ ଆୟୋଜନ ଏବଂ ସଫଳତାର ସହିତ ସମାପନ କରିବାରେ ପୂଜା କମିଟି ର ସଭାପତି ଗୋବିନ୍ଦ ଚନ୍ଦ୍ର ବେହେରା, ଉପସଭାପତି ଶେଷଦେବ ସାହୁ,ସମ୍ପାଦକ ରଞ୍ଜନ ସାହୁ, ମିଡ଼ିଆ ପ୍ରଭାରୀ ପ୍ରଦ୍ୟୁମ୍ନ ରଥ, କୋଷାଧ୍ୟକ୍ଷ ବିନାୟକ ନାୟକ, ସଂଗଠନ ସଚୀବ କୃଷ୍ଣ ସ୍ୱାଇଁ,  ବରିଷ୍ଠ ସଦସ୍ୟ ମାନସ ସାହୁ, ସତ୍ୟ ବ୍ରତ ନାୟକ, ଅଶୋକ ସାହୁ ଓ ମଳୟ ରଞ୍ଜନ  ପ୍ରମୁଖ ମୁଖ୍ୟ ଭୂମିକା ନିର୍ବାହ କରିଥିଲେ। କମିଟିର ଉପଦେଷ୍ଟା ଆଇନଜୀବୀ ମୋନାଲିଶା ମହାପାତ୍ର ଏବଂ ହରେକୃଷ୍ଣ ମହାନ୍ତି ମହୋତ୍ସବ ର  ପ୍ରମୁଖ୍ୟ  ଦିଗଦର୍ଶକ ଥିଲେ। ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ମଧ୍ୟରେ ଅଶୋକ ପ୍ରଧାନ ଓ ରମେଶ ସାହୁ ସାମିଲ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   05-Sep-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   05-Sep-2026
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026

You Might Also Like