-+91-9937148622 |

prerana_bgr@rediffmail.com |

  Saturday 2nd May 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୋରଦାର୍ ହେଉଛି ବିଦ୍ୟୁତ କର୍ମଚାରୀ ଛଟେଇ ବିରୋଧରେ ଆନ୍ଦୋଳନ    (02-May-2026)       ||      ନୂଆପଡ଼ା ଜିଲ୍ଲା ମାଧ୍ୟମିକ ବୋର୍ଡ ପରୀକ୍ଷା ରେ ଜିଲ୍ଲା ଟପ୍ପର ହୋଇଛନ୍ତି ରୂପେ ପୁନମ ମେହେର ୫୫୦ ନମ୍ବର ରଖିଛନ୍ତି।   (02-May-2026)       ||      ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନବୀନ ଚିଠି ଲେଖିଲେ ନବୀନ ♦️ ଏହି ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ନିବେଦନ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।   (02-May-2026)       ||      ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ ♦️ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ଘୋଷଣା ହୋଇଛି   (02-May-2026)       ||      +୩ପରୀକ୍ଷାରେ ସଫଳତା : ଶ୍ରେଷ୍ଠ ୧୦ରେ ପାର୍ବତୀଗିରି ମହିଳା ମହାବିଦ୍ୟାଳୟର ୩ଜଣ ଛାତ୍ରୀ   (02-May-2026)       ||      ଅଗ୍ନିକାଣ୍ଡ ନେଲା ମା ଓ ଭାଇ ଙ୍କ ଜୀବନ   (02-May-2026)       ||      ଲୋଇସିଂହା ଅନ୍ତର୍ଗତ ଗୁର୍ଜିଭଟା ରେ ପ୍ରଥମ ନାଇଟ ଫୂଟବଲ ପ୍ରତିଯୋଗିତା ଅନୁଷ୍ଠିତ   (02-May-2026)       ||      ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ତରଫରୁ ଦେବର୍ଷି ନାରଦ ଜୟନ୍ତୀ ପାଳିତ    (02-May-2026)       ||      ଜିଲ୍ଲା କଂଗ୍ରେସ ସଭାନେତ୍ରୀ ଜୟନ୍ତୀ ପଟେଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା    (02-May-2026)       ||      ରୋତ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ସୁରଙ୍ଗୀ 2026 ଅନୁଷ୍ଠିତ   (02-May-2026)       ||      ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   (02-May-2026)       ||      *ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   (02-May-2026)       ||      ଚୌଦ୍ୱାର -କଟକ ବିଜେଡ଼ି ଗଡ଼ ଭୁସୁଡ଼ିଲା   (02-May-2026)       ||      ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   (02-May-2026)       ||      ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ    (02-May-2026)       ||      *ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   (02-May-2026)       ||      ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   (02-May-2026)       ||      ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର    (02-May-2026)       ||      ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   (02-May-2026)       ||      ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   (01-May-2026)       ||     

HOME   ଜିଲ୍ଲା

ଶାରଦୀୟ ପୂଜା ରେ ଅଷ୍ଟପ୍ରହରୀ ନାମଯଜ୍ଞ

27-Oct-2023



କଣ୍ଟାମାଳ, ଶାରଦୀୟ ଦୁର୍ଗା ପୂଜା ଅବସରରେ କଣ୍ଟାମାଳ ବ୍ଲକ ଛକ ଜୀବନ ଜ୍ୟୋତି କ୍ଲବ ଆନୁକୂଲ୍ୟରେ ଆୟୋଜିତ ଅଷ୍ଟପ୍ରହରୀ ନାମଯଜ୍ଞ ଆଜି ପୂର୍ଣ୍ଣାହୁତି ହୋଇଯାଇଛି l ବୁଧବାର ସକାଳୁ ବ୍ଲକ ଛକ ନିକଟସ୍ଥ ଦେଉଳଡୁଙ୍ଗୁରି ବନ୍ଧରୁ କଳସରେ ଜଳ ଆଣି ଯଜ୍ଞ ମଣ୍ଡପରେ ସ୍ଥାପନ ପରେ ନମସଂକୀର୍ତ୍ତନ ଆରମ୍ଭ ହୋଇଥିଲା l ଏଥିରେ ପ୍ରଭାସ ମିଶ୍ର ସପତ୍ନୀକ କର୍ତ୍ତା ଦାଇତ୍ୱ ତୁଲାଇଥିବା ବେଳେ ସୁବାସ ରଥ ପୂଜା ଦାୟିତ୍ୱ ତୁଲାଇଥିଲେ l ବିଭିନ୍ନ ଅଂଚଳର ମୋଟ 12ଟି ଉଭୟ ମହିଳା ଓ ପୁରୁଷ ସଂକୀର୍ତ୍ତନ ଦଳ ଭାଗନେଇ ସୁନ୍ଦର ନୃତ୍ୟ ସହ ଭିନ୍ନ ଭିନ୍ନ ସଂଗୀତର ସ୍ୱର ମାଧ୍ୟମରେ ରାମ ନାମ ଗାନ କରିଥିଲେl ସନ୍ଧ୍ୟା ଠାରୁ ବିଳମ୍ବିତ ରାତ୍ରି ପର୍ଯ୍ୟନ୍ତ ଶ୍ରଦ୍ଧାଳୁ ଓ ଭକ୍ତ ମାନଙ୍କ ପ୍ରବଳ ସମାଗମ ହୋଇଥିଲା l ଶୃଙ୍ଖଳା ଦୃଷ୍ଟିରୁ ଜନସମୁଦ୍ର କୁ ନିୟନ୍ତ୍ରଣ ପାଇଁ ଜୀବନ ଜ୍ୟୋତି କ୍ଲବ ର ସମସ୍ତ ସଦସ୍ୟ ଏବଂ ସ୍ଥାନୀୟ ପୋଲିସ ସଜାଗଥିଲେ l (କଣ୍ଟାମାଳ ରୁ ଜୟ କୁମାର ମହାରଣା ଙ୍କ ରିପୋର୍ଟ ) l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୋରଦାର୍ ହେଉଛି ବିଦ୍ୟୁତ କର୍ମଚାରୀ ଛଟେଇ ବିରୋଧରେ ଆନ୍ଦୋଳନ   02-May-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ମାଧ୍ୟମିକ ବୋର୍ଡ ପରୀକ୍ଷା ରେ ଜିଲ୍ଲା ଟପ୍ପର ହୋଇଛନ୍ତି ରୂପେ ପୁନମ ମେହେର ୫୫୦ ନମ୍ବର ରଖିଛନ୍ତି।   02-May-2026
  ଜିଲ୍ଲା  
ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନବୀନ ଚିଠି ଲେଖିଲେ ନବୀନ ♦️ ଏହି ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ନିବେଦନ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।   02-May-2026
  ରାଜ୍ୟ  
ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ ♦️ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ଘୋଷଣା ହୋଇଛି   02-May-2026
  ଜିଲ୍ଲା  
+୩ପରୀକ୍ଷାରେ ସଫଳତା : ଶ୍ରେଷ୍ଠ ୧୦ରେ ପାର୍ବତୀଗିରି ମହିଳା ମହାବିଦ୍ୟାଳୟର ୩ଜଣ ଛାତ୍ରୀ   02-May-2026
  ଜିଲ୍ଲା  
ଅଗ୍ନିକାଣ୍ଡ ନେଲା ମା ଓ ଭାଇ ଙ୍କ ଜୀବନ   02-May-2026
  ଜିଲ୍ଲା  
ଲୋଇସିଂହା ଅନ୍ତର୍ଗତ ଗୁର୍ଜିଭଟା ରେ ପ୍ରଥମ ନାଇଟ ଫୂଟବଲ ପ୍ରତିଯୋଗିତା ଅନୁଷ୍ଠିତ   02-May-2026
  ଜିଲ୍ଲା  
ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ତରଫରୁ ଦେବର୍ଷି ନାରଦ ଜୟନ୍ତୀ ପାଳିତ   02-May-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସଭାନେତ୍ରୀ ଜୟନ୍ତୀ ପଟେଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   02-May-2026
  ଜିଲ୍ଲା  
ରୋତ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ସୁରଙ୍ଗୀ 2026 ଅନୁଷ୍ଠିତ   02-May-2026
  ରାଜ୍ୟ  
ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   02-May-2026
  ଜିଲ୍ଲା  
*ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   02-May-2026

You Might Also Like