-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||     

HOME   ଜିଲ୍ଲା

ଘରୋଇ କଳହକୁ କେନ୍ଦ୍ର କରି ନେଇ ୭୦ ବର୍ଷିୟ ବୃଦ୍ଧ ଙ୍କୁ ସଂଘବଦ୍ଧ ଆକ୍ରମଣ

27-Oct-2023



ବଲାଙ୍ଗିର (ପ୍ରେରଣା ଖବର ): ଘରୋଇ କଳହକୁ କେନ୍ଦ୍ର କରି ନେଇ ୭୦ ବର୍ଷିୟ ବୃଦ୍ଧ ଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି l ଗୁରୁତର ଅବସ୍ଥାରେ ବୃଦ୍ଧ ବ୍ଯକ୍ତି ଜଣକ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି l ସୂଚନାରୁ ପ୍ରକାଶ ଯେ , ବଲାଙ୍ଗିର ଜିଲା ତୁରେକେଲା ଥାନା ଭାଲୁକନlଗାଁ ର କବି ନିଆଲ (75) ଙ୍କୁ ତାଙ୍କ ଭାଇ ଓ ପୁତୁରା ମାନେ ସଂଘବଦ୍ଧ ଆକ୍ରମଣ କରିଛନ୍ତି l ଭାଲୁକନl ଗାଁ ର ସୁର ନିଆଲ , ଉତ୍କଳ ନିଆଲ ,ମଙ୍ଗଳୁ ନିଆଲ ,କୁମାର ନିଆଲ ଓ ୟୁରୁନ୍ତ ନିଆଲ ଠେଙ୍ଗା ଓ ଟାଙ୍ଗିଆ ରେ ନିଜ୍ କକା କବି ନିଆଲ ଙ୍କୁ ମରଣାନ୍ତକ ଆକ୍ରମଣ କରି ଲହୁଲୁହାଣ କରିଦେଇଥିଲେ l ବର୍ତମାନ କବି ନିଆଲ ବଲାଙ୍ଗିର ଭୀମ ଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲ ସର୍ଜରୀ ୱାର୍ଡ଼ ରେ ରେ ଭର୍ତ୍ତି ହୋଇଛନ୍ତି l ଏ ସଂକ୍ରାନ୍ତରେ ଏହି ୪ଜଣଙ୍କ ବିରୁଦ୍ଧରେ ତୁରେକେଲା ଥାନାରେ ଲିଖିତ ଅଭିଯୋଗ କରାଯାଇଛି l ଏ ପର୍ଯ୍ୟନ୍ତ ପୋଲିସ କାହକୁ ଗିରଫ କରି ନାହିଁ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   05-Sep-2026
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026

You Might Also Like