-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||     

HOME   ଜିଲ୍ଲା

ମା ସୁରେଶ୍ୱରୀଙ୍କ ଠାରେ ୯ଲକ୍ଷ ଟଙ୍କାର ୯କେଜି ରୁପା ରେ ନିର୍ମିତ ମା ଙ୍କ ପରଭା, ଛତ୍ର, ପଦ୍ମ ପାଦ ର ପ୍ରତିଷ୍ଠା ଉତ୍ସବ ପାଳିତ

27-Oct-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ଆଜି ସୁବର୍ଣ୍ଣପୁରର ଅଧିଷ୍ଠାତ୍ରୀ ଦେବୀ ମା ସୁରେଶ୍ୱରୀଙ୍କ ଠାରେ ନଅ ଲକ୍ଷ ଟଙ୍କା ର 9 କେଜି ରୁପା ରେ ନିର୍ମିତ ମା ଙ୍କ ପରଭା, ଛତ୍ର, ପଦ୍ମ ପାଦ ର ପ୍ରତିଷ୍ଠା ଉତ୍ସବ ପାଳିତ ହୋଇ ଯାଇଛି l ଏବଂ ପଣ୍ଡିତ କାଳୀ ପ୍ରସାଦ ମିଶ୍ର ଙ୍କ ଦ୍ୱାରା ପୂଜା ପ୍ରତିଷ୍ଠା କରାଯାଇ ଏହି ସବୁ ଅଳଙ୍କାର ମା ଙ୍କ ଠାରେ ଅର୍ପଣ କରି ସାଜ ସଜ୍ଜା କରାଯାଇଛି l ମା ଙ୍କ ସାମସ୍ତ ଭକ୍ତ ଶ୍ରଦ୍ଧାଳୁ ଙ୍କ ସହଯୋଗ ରେ ଏଇ ରୁପା ଅଳଙ୍କାର ନିର୍ମିତ ହୋଇ ପାରି ଥିବାରୁ ମା ଙ୍କ ଠାରେ ପୂଜା ପରେ ସମସ୍ତ ଭକ୍ତ, ସହର, ଜିଲ୍ଲା, ତଥା ଜଗତ କଲ୍ୟାଣ ଲାଗି ଶୁଭ କାମନା କରାଯାଇଛି l

କଲିକତା ଉଚ୍ଚ ନ୍ୟାୟଳୟ ର ବିଚାରପତି ଚିତ୍ତ ରଞ୍ଜନ ଦାଶ, ସୁବର୍ଣ୍ଣପୁର ଜିଲ୍ଲାପାଳ ବିମଳେନ୍ଦୁ ରାୟ, ଏସପି ଅମରେଶ ପଣ୍ଡା, ଏ ଡି ଏମ ସୂର୍ଯ୍ୟ ନାରାୟଣ ଦାଶ, ଉପ ଜିଲ୍ଲାପାଳ ଡ଼ଃ ଇପ୍ସିତା ପ୍ରିୟ ଦର୍ଶନୀ ମିଶ୍ର, ପୂର୍ତ୍ତ ବିଭାଗ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ଙ୍କ ସମେତ ମନ୍ଦିର କମିଟି ର ଶ୍ରୀବତ୍ସ ମଲ୍ଲିକ, ରବି ନାରାୟଣ ମହାପାତ୍ର, ବୈକୁଣ୍ଠ ଶତପଥୀ, ଅଟଳ ମହାପାତ୍ର, ସତ୍ୟ ନାରାୟଣ ତ୍ରିପାଠୀ, ପ୍ରମୁଖ ଶହ ଶହ ଭକ୍ତ ଶ୍ରଦ୍ଧାଳୁ ଉପସ୍ଥିତ ରହି ମା ଙ୍କ ଦର୍ଶନ ଲାଭ କରିଥିଲେ l ମା ଙ୍କ ଏହି ଅଳଙ୍କାର ସବୁ ଖୁବ ଆକର୍ଷଣୀୟ ହୋଇ ଥିବାରୁ ସହର ତଥା ଦୂର ଦୁରାନ୍ତର ହଜାର ହଜାର ଭକ୍ତ ଙ୍କ ସମାଗମ ହେବାର ଆଶଙ୍କା ରଖା ଯାଇଛି l ଦେବୋତ୍ତର ବିଭାଗ କୂ ମା ଙ୍କ ଏଇ ରୁପା ଅଳଙ୍କାର ସବୁ ର ତତ୍ୱାବଧାନ ପାଇଁ ଦାୟିତ୍ୱ ଦିଆ ଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026

You Might Also Like