-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||     

HOME   ଜିଲ୍ଲା

କୁଟୁମଡୋଳାରେ ବିଶାଳ ସାଂସ୍କୃତିକ ଶୋଭାଯାତ୍ରା, ହାଇସ୍କୁଲ ପଡ଼ିଆରେ ବିଶାଳ ଆଦିବାସୀ ସମ୍ମିଳନୀ

27-Oct-2023



ବଲାଙ୍ଗିର (ପ୍ରେରଣା ଖବର ): ବଲାଙ୍ଗିର ସଦର ବ୍ଲକର କୁଟୁମଡୋଳା ଗାଁ ରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ନୁଆଁଖାଇ ଭେଟଘାଟ ଅବସରରେ ଗାଁ ରେ ବିଶାଳ ସାଂସ୍କୃତିକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି l ଶୋଭାଯାତ୍ରା ପରେ ହାଇସ୍କୁଲ ପଡ଼ିଆ ରେ ନୁଆଁଖାଇ ଭେଟଘାଟ ଉପଲକ୍ଷେ ସମ୍ମିଳନୀ ହୋଇଥିଲା l ଶୋଭାଯାତ୍ରାରେ କୀର୍ତ୍ତନ ଦଳ,ଡକା ଦଳ, ଢ଼ାପ ଦଳ ସାମିଲ ହୋଇଥିଲେ l ସାଂସ୍କୃତିକ ଶୋଭାଯାତ୍ରା ରେ ଗାଁ ପରିକ୍ରମା କରିଥିଲେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି l ଗାଁରେ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ ଗ୍ରାମବାସୀ l ଆଦିବାସୀ ମାନେ ଗାଁ ର ଗୁପ୍ତେଶ୍ୱର ଶିବ ମନ୍ଦିର, ବିନ୍ଧ୍ୟାବାସିନୀ ପୀଠ ରେ ପୂଜାର୍ଚନା କରି ସଭାସ୍ଥଳକୁ ଆସିଥିଲେ l ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ଡାକରା ରେ ହଜାର ହଜାର ଆଦିବାସୀ ସମ୍ମିଳନୀ ରେ ଯୋଗଦେଇଥିଲେ l ଆଦିବାସୀ ସଂଘ ର ବ୍ଲକ ସଭାପତି ପlଳେଶ୍ୱର ଭୋଇଙ୍କ ସଭାପତିତ୍ୱ ରେ ବିଶାଳ ସଭାକୁ ଉଦବୋଧନ ଦେଇଥିଲେ

ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି l ଓଡିଶା ସରକାର ଙ୍କ ଜନହିତକର ଯୋଜନା, ଆଦିବାସୀ ସଶକ୍ତିକରଣ ଯୋଜନା, ମହିଳା, ଚାଷୀ, ଶ୍ରମିକ ସଶକ୍ତିକରଣ ଯୋଜନା ବିଷୟରେ ଆଲୋକପାତ କରିଥିଲେ l ଆଦିବାସୀ ଦେବଦେବୀ ପୀଠ ରେ ସେବାପୂଜା କରୁଥିବା ଆଦିବାସୀ ଝାଙ୍କର, ପୁଝାରୀ,ସେବାକାରୀ ମାନଙ୍କୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ତରଫରୁ ମାସକୁ ୬ ଶହ ଟଙ୍କା ଭତ୍ତା, ସାଂସ୍କୃତିକ ଦଳ ର କଳାକାର ମାନଙ୍କୁ ଡ୍ରେସ, ବାଦ୍ୟ ସାମଗ୍ରୀ ପ୍ରଦାନ, ଆଦିବାସୀ ଖେଳାଳି ମାନଙ୍କୁ ଫୁଟବଲ, କ୍ରିକେଟ, ଭଲିବଲ, ହକି, ତୀରନ୍ଦାଜ ର କ୍ରୀଡା ସାମଗ୍ରୀ ପ୍ରଦାନ ବ୍ୟବସ୍ଥା କୁ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ପ୍ରକାଶ କରି ଓଡିଶା ସରକାର ଙ୍କୁ ପ୍ରଶଂସା କରିଥିଲେ l ସଭା ରେ କେନ୍ଦ୍ର ସରକାର କେନ୍ଦୁପତ୍ର ରୁ ଜିଏସଟି ପ୍ରତ୍ୟାହାର କରିବା,ଆବାସ ପୋର୍ଟାଲ ଖୋଲି ଗରିବ ଆଦିବାସୀ ମାନଙ୍କୁ ଆବାସ ପ୍ରଦାନ,ଆଦିବାସୀ ଭାଷା ହୋ, ମୁଣ୍ଡାରୀ, ଭୂମିଜ, ସଓରା, କୁଇ, ଗୋଣ୍ଡି ଭାଷା କୁ ସମ୍ବିଧାନ ର ଅଷ୍ଟମ ସୂଚୀ ରେ ଅନୁମୋଦନ କରିବା,ଆଦିବାସୀ ଅଧ୍ୟୁଷିତ ଗାଁ ମାନଙ୍କ ରେ ଇଣ୍ଟରନେଟ ରେ ପାଠ ପଢିବା ଓ ଅନଲାଇନ କାର୍ଯ୍ୟ ପାଇଁ ନେଟୱର୍କ ସଂଯୋଗ ବ୍ୟବସ୍ଥା କରିବା, ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ରେ କ୍ଷତିଗ୍ରସ୍ତ ଚାଷୀ ଙ୍କୁ ଆର୍ଥିକ ସହାୟତା ପ୍ରଦାନ, ପ୍ରତି ବ୍ଲକ ରେ କେନ୍ଦ୍ର ଆଦିବାସୀ କାର୍ଯ୍ୟ ମନ୍ତ୍ରଣାଳୟ ତରଫରୁ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ପ୍ରତିଷ୍ଠା ଉପରେ ବକ୍ତା ମାନେ ଆଲୋକପାତ କରିଥିଲେ l ପାଇଁ ଦାବୀ ଉପସ୍ଥାପନା କରାଯାଇଥିଲା l ଓଡିଶା ସରକାର ଙ୍କ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା, କାଳିଆ ବଳିଆ ଯୋଜନା, ଆଦିବାସୀ ସଶକ୍ତିକରଣ ଯୋଜନା, ମହିଳା ଶସକ୍ତିକରଣ ଯୋଜନା ଭଳି ଜନହିତକର ଯୋଜନାରେ ସାମିଲ ହେବା ପାଇଁ ଆହ୍ୱାନ କରାଯାଇଥିଲା l ଆଦିବାସୀ ଏବଂ ଅନ୍ୟାନ୍ୟ ବନବାସୀ ଙ୍କ ଜଙ୍ଗଲ ଜମି ଅଧିକାର ସ୍ୱୀକୃତି ଆଇନ ଅନୁସାରେ ଜଙ୍ଗଲ ଜମି ର ପଟ୍ଟା ପ୍ରଦାନ, ବେଛାପରି ଗାଁ ଗୁଡିକୁ ରାଜସ୍ବ ଗ୍ରାମର ମାନ୍ୟତା ପ୍ରଦାନ, ଆଦିବାସୀ ଛାତ୍ରଛାତ୍ରୀ ମାନଙ୍କୁ ମହାବିଦ୍ୟାଳୟ ଗୁଡିକ ରେ ସିଟ ର ଅଭାବ ହେଉଥିବା ରୁ ସିଟ ବୃଦ୍ଧି କରିବା , ଏଟ୍ରୋସିଟି କେଶ ରେ ଅଭିଯୁକ୍ତ ମାନଙ୍କୁ ଗିରଫ କରିବା, ଆଦିବାସୀ ଛାତ୍ରଛାତ୍ରୀ ମାନଙ୍କ ଷ୍ଟାଇପେଣ୍ଡ ବୃଦ୍ଧି କରିବା, ଆଦିବାସୀ ମାନଙ୍କ ପାଇଁ ଖାଲି ପଡ଼ିଥିବା ପଦବୀ ଗୁଡିକୁ ସ୍ୱତନ୍ତ୍ର ନିଯୁକ୍ତି ପ୍ରକ୍ରିୟା ରେ ପୂରଣ କରିବା ପାଇଁ ମଧ୍ୟ ବକ୍ତା ମାନେ ସରକାର ଦୃଷ୍ଟି ଦେବାକୁ ଦାବୀ କରିଥିଲେ l ସଭା ରେ ମୁଖ୍ୟଅତିଥି ଭାବରେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି, ସ୍ୱତନ୍ତ୍ର ଉନ୍ନୟନ ପରିଷଦ ର ଅଧ୍ୟକ୍ଷ ବ୍ରଜ ମୋହନ ବିଶୋଇ, ଜ଼ିଲ୍ଲା ସଭାପତି ଶ୍ୟାମ ସୁନ୍ଦର ଭୋଇ, ବ୍ଲକ ସଭାପତି ପlଳେଶ୍ୱର ଭୋଇ, ସଇଁତଲା

ବ୍ଲକ ସଭାପତି ସନ୍ତୋଷ ପୁଟା, ଲୋଇସିଂହା ବ୍ଲକ ସଭାପତି ଦଶରଥ ଛତ୍ରିଆ,ଦେଓଗାଁ କାର୍ଯ୍ୟକାରୀ ସଭାପତି ସୁରଥ ଧରୁଆ, ବଲାଙ୍ଗିର ନଗର ସଭାପତି ରାମଚନ୍ଦ୍ର ମୁର୍ମୁ, ଉପସଭାପତି ରାଜା ଭୋଇ,ଗୋପାଳ ପ୍ରଧାନ, ଅଚ୍ୟୁତ ଧରୁଆ,ସୁଦାମ ବରିହା, ବିସିକେଶନ ମିର୍ଦ୍ଧା ପ୍ରମୁଖ ମଞ୍ଚାସିନ ଥିଲେ l ପାଟଣାଗଡ ବ୍ଲକ ଯୁଗ୍ମ ସମ୍ପାଦକ ଗିରିଧାରୀ ଭୋଇ ସଭା ପରିଚାଳନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026

You Might Also Like