-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||     

HOME   ଜିଲ୍ଲା

୧୮ ତମ ଗଜଲକ୍ଷ୍ମୀ ପୂଜା ଉପଲକ୍ଷେ କଲସ ଯାତ୍ରା

27-Oct-2023



ମୁରିବାହାଲ(ସୁଦାମ ଚରଣ ବଘାର): ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଘଣ୍ଟବାହାଲ ଗ୍ରାମରେ ଗଜଲକ୍ଷ୍ମୀ ପୂଜା ଉପଲକ୍ଷେ କଲସ ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ଉଭୟ ପୁରୁଷ ଓ ମହିଳା କଲସ ଯାତ୍ରା ରେ ସାମିଲ ହୋଇ ଘଣ୍ଟବାହାଲ ଶୁକଦେବ ବନ୍ଧ ରୁ ପାଣି କଲସ ଆଣି ମଣ୍ଡପରେ ସ୍ଥାପନ କରିଥିଲେ। ଶୁକ୍ରବାର ମାଙ୍କ ଅଦିବାସ ପୂଜାକାର୍ଯ୍ୟ ଆରମ୍ଭ ହୋଇଥିଲା। ଚଳିତ ବର୍ଷ ପୂଜକ ଭାବେ ବ୍ରଜ କିଶୋର ଦାସ, କର୍ତା ରତ୍ନାକର ଛୁରା ଓ ତାଙ୍କ ଧର୍ମପତ୍ନୀ ସାଇବାନୀ ଛୁରା, ସଭାପତି ଗରିବ ବାଗ, ଉପ ସଭାପତି ବୁଜୁ ନାଗ, ସଂପାଦକ କପିଲ ଛୁରା କାର୍ଯ୍ୟ ତୁଲାଉଥିବା ବେଳେ କମିଟି ର ଅନନ୍ତ ଛୁରା, ମହେଶ୍ୱର ଛୁରା, ବିରାଟ ଛୁରା, ଝଜ ଛୁରା, ବରୁଣ ବାଗ, ଅଭିଛୁରା, ରାଜୀବ ଛୁରା, ମିଥୁନ ଛୁରା,ବ୍ଯାସ ଛୁରା, ରାଜେଶ ଛୁରା, ଅର୍ଜୁନ ଛୁରା,ମାଗୁନି ଛୁରା, ପ୍ରମୁଖ କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ। ଏହି ପୂଜା ଦୀର୍ଘ ତିନିଦିନ ଧରି ଚାଳିବ ଓ ପ୍ରତ୍ଯେକ ଦିନ ସାଂସ୍କୃତିକ କାର୍ଯ୍ୟକ୍ରମ ଆଯୋଜିତ ହେବ ବୋଲି କମିଟି ପକ୍ଷରୁ ସୂଚନା ମିଲିଛି।ସେହିପରି ମୁରିବାହାଲ ଵ୍ଲକ ର ଲଖନା, ଗମ୍ଭାରିଖୋଲା, ତେନ୍ତୁଳି ଖୁଣ୍ଟି, ଜାମୁଟ ଗ୍ରାମରେ ଗଜଲକ୍ଷ୍ମୀ ପୂଜା ଉପଲକ୍ଷେ କଲସ ଯାତ୍ରା ଅନୁଷ୍ଠିତ ହୋଇଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026

You Might Also Like