-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||     

HOME   ଜିଲ୍ଲା

ସଦାପାଲି ରେ 25 ତମ ଗଜଲକ୍ଷ୍ମୀ ପୂଜା ରୋପ୍ୟ ଜୟନ୍ତୀ ପାଇଁ କଳସ ଯାତ୍ରା ଶୁଭାରମ୍ଭ

27-Oct-2023



ବଲାଙ୍ଗିର(ପ୍ରେରଣା ଖବର ): ବଲାଙ୍ଗିର ଜିଲ୍ଲା ସଦାପାଲି ଠାରେ ୨୫ ତମ ରୋପ୍ୟ ଜୟନ୍ତୀ ଗଜଲକ୍ଷ୍ମୀ ପୂଜା ପାଇଁ ଶୁଭ କଳସ ଯାତ୍ରା ଶୁଭାରମ୍ଭ ହୋଇଯାଇଛି l ସଭାପତି ପ୍ରଦୀପ୍ତ କୁମାର ମିଶ୍ରଙ୍କ ସଭାପତିତ୍ବରେ ଶତାଧିକ ଗ୍ରାମବାସୀ ଏହି କଳସ ଯାତ୍ରାରେ ଉପସ୍ଥିତ ରହିଥିଲେ l ଆୟୋଜକ ଫକୀର ମୋହନ ଥାଟିଙ୍କ ଆୟୋଜନରେ ପୂଜକ ଭାବରେ କିଶୋର ମିଶ୍ର ମୁଖ୍ୟ କର୍ତ୍ତା ଭାବରେ ଶମ୍ଭୁ ପ୍ରସାଦ ନାଏକ ସହ ଧର୍ମିଣୀ ତପସ୍ୱିନୀ ନାଏକ, ସହ କର୍ତ୍ତା ଭାବରେ ରାଜେନ୍ଦ୍ର ପ୍ରସାଦ ମିଶ୍ର ସହ ଧର୍ମିଣୀ ଚନ୍ଦ୍ରମା ମିଶ୍ର, ଫକୀର ମୋହନ ଥାଟି ସହ ଧର୍ମିଣୀ ଗୁଳାପି ଥାଟି, ଦିଲୀପରାଜ ନାଏକ ସହଧର୍ମିଣୀ ସୁଜାତା ନାଏକ, ହେମନନ୍ଦ ବାଗ ଦାୟିତ୍ୱ ତୁଲାଉଛନ୍ତି ଲ ନଗ୍ନ ଅନୁସାରେ କଳସ ଯାତ୍ରା ଅନୁଷ୍ଠିତ ହୋଇଥିଲା l ଆସନ୍ତା କାଲି ୨୮ ତାରିଖ ସକାଳ ୮ଘଣ୍ଟା ସମୟରେ ପୂଜାରମ୍ଭ ହେବ l ସାତ ତିନ ଧରି ରୋପ୍ୟ ଜୟନ୍ତୀ ପାଳନ ହେବ l ସେହିପରି ୨୯ ତାରିଖ ରବିବାର କିରର୍ତ୍ତନ ଧରା, ୩୦ ତାରିଖ ସମବାର ସୁନ୍ଦରକାଣ୍ଡ ପରାୟଣ, ୩୧ତାରିଖ ମଙ୍ଗଳବାର ରାମଲୀଲା ସୀତା ଚୋରୀ, ୧ରୁ ୩ତାରିଖ ପର୍ଯ୍ୟନ୍ତ ସଂଧ୍ୟା ୭ ଘଣ୍ଟା ରୁ ୧୦ ଘଣ୍ଟା ପର୍ଯ୍ୟନ୍ତ କଂଶ ଦରବାର ୧୧ଟାରୁ ଅପରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ଅନୁଷ୍ଠାନର ସାଧାରଣ ସମ୍ପାଦକ ପଞ୍ଚାନନ ମିଶ୍ର ସୂଚନା ଦେଇଛନ୍ତି l କୋଷାଧକ୍ଷ ଅନ୍ତର୍ଯ୍ୟାମୀ ପଟେଲ, ମେନେଜର ବାଟୁ ନାଏକ, ନିଖିଳ ସାଏ, ସୀତାରାମ ପଟେଲ, ରାଜେଶ ବାରିକ, ରମାକାନ୍ତ ନାଏକ, ଯଶବନ୍ତ ଭୋଇ, ପ୍ରଶାନ୍ତ ନାଏକ,ଅନନ୍ତ ସାଏ, ଗୌରୀ ନାଏକ, ରଘୁ ନାଏକ ଅନୁଷ୍ଠାନର ସମସ୍ତ କର୍ମକର୍ତା ଉପସ୍ଥିତ ରହି ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026

You Might Also Like