-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||     

HOME   ଜିଲ୍ଲା

ଚୁଡାଖାଇ ଡ଼ଙ୍ଗର ଲୋକ ମହୋତ୍ସବ ମହାସମାରୋହ ରେ ପାଳିତ

27-Oct-2023



ତରଭା(ପ୍ରେରଣା ଖବର ): ସୁବର୍ଣ୍ଣପୁର ଜ଼ିଲ୍ଲା ତରଭା ବ୍ଲକର ଚୁଡାଖାଇ ପର୍ବତ ପାଦ ଦେଶରେ ପାଳିତ ହେଉଛି ଚୁଡାଖାଇ ଡ଼ଙ୍ଗର ଲୋକ ମହୋତ୍ସବ l ଲକ୍ଷାଧିକ ଭକ୍ତ ସାଧୁ ସନ୍ଥ ଦର୍ଶକ ମାନଙ୍କ ମହାକୁମ୍ଭ l ଏହି ଐତିହାସିକ ମହୋତ୍ସବରେ ମୁଖ୍ୟ ଅତିଥି ଭାବରେ  ଓଡିଶା ସରକାରଙ୍କ ମାନ୍ୟବର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ତଥା ସଂସଦୀୟ ବ୍ୟାପାର ମନ୍ତ୍ରୀ ନିରଞ୍ଜନ ପୁଝାରୀ, ସ୍ୱତନ୍ତ୍ର ଅତିଥି ଭାବରେ ସାଂସଦ (ରାଜ୍ୟସଭା )ଶ୍ରୀ ନିରଞ୍ଜନ ବିଶି, ସୋନପୁର ଜ଼ିଲ୍ଲାପାଳ

ବିମଳେନ୍ଦ୍ର ରାୟ,ଅତିରିକ୍ତ ଜ଼ିଲ୍ଲାପାଳ  ସୂର୍ଯ୍ୟନାରାୟଣ ଦାଶ, ତରଭା ବ୍ଲକ ଚେୟାରମ୍ୟାନ ଶ୍ରୀ ସରୋଜ କମ୍ପ, ତରଭା ଏନଏସି ଚେୟାରମ୍ୟାନ, ସୋନପୁର ଏନଏସି ଚେୟାରମ୍ୟାନ,ତରଭା ଏନଏସି ଉପାଧ୍ୟକ୍ଷ ଗଗନ ଅଗ୍ରୱାଲ ପ୍ରମୁଖ ଉଦବୋଧନ ଦେଇଥିଲେ l ଚୁଡାଖାଇ ଡ଼ଙ୍ଗର ରେ ଆଦିବାସୀ ମାନଙ୍କ ଦ୍ୱାରା ପୂଜା ପାଉଥିବା ପୁଡ଼ାପାଟ, ସିକେରପାଟ, ସର୍ଗlଶିନୀ, ବାଉତି ଙ୍କ ସ୍ୱତନ୍ତ୍ର ଯାତ୍ରା ଡ଼ଙ୍ଗର ଯାତ୍ରା ଆବାହମାନ କାଳ ରୁ ହୋଇ ଆସୁଛି l ଏହି ଆଦିବାସୀ ଡ଼ଙ୍ଗର ଯାତ୍ରା କାଳକ୍ରମେ ଲୋକ ଯାତ୍ରା ରେ ପରିଣତ ହୋଇଯାଇଛି l  ଓଡିଶା ସରକାର ଚୁଡାଖାଇ ଡ଼ଙ୍ଗରକୁ ପର୍ଯ୍ୟଟନ ସ୍ଥଳୀର ମାନ୍ୟତା ଦେବା ସହିତ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା ଯୋଜନାରେ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି l ଏଥିପାଇଁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମନ୍ତ୍ରୀ

ଶ୍ରୀ ପୁଝାରୀ ଏବଂ ରାଜ୍ୟସଭା ସାଂସଦ ଶ୍ରୀ ବିଶି କୃତଜ୍ଞତା ଜଣାଇଥିଲେ l ଚୁଡାଖାଇ ଡ଼ଙ୍ଗର ମହୋତ୍ସବକୁ ଆହୁରି ସରସ ସୁନ୍ଦର କରିବା ସହିତ ଜାତୀୟ ପର୍ଯ୍ୟଟନ ସ୍ଥଳୀ ର ମାନ୍ୟତା ପାଇଁ ମଧ୍ୟ ଉଦ୍ୟମ କରିବାକୁ ବକ୍ତା ମାନେ ଜନସାଧାରଣଙ୍କ ସହଯୋଗ କାମନା କରିଥିଲେ l  ଚୁଡାଖାଇ ଡ଼ଙ୍ଗର ପାଦଦେଶ ରେ ଲକ୍ଷ ଲକ୍ଷ ଲୋକଙ୍କ ଭିଡ଼ ଦ୍ୱାରା ଆଧ୍ୟାତ୍ମିକ ପରିବେଶ, ଭକ୍ତିମୟ ବାତାବରଣ ସୃଷ୍ଟି ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026

You Might Also Like