-+91-9937148622 |

prerana_bgr@rediffmail.com |

  Friday 6th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   (06-Nov-2026)       ||      ୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି    (06-Nov-2026)       ||      ଧର୍ମ ପରାୟଣ ମହିଳାଙ୍କ ପରଲୋକ I   (06-Nov-2026)       ||      ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   (06-Nov-2026)       ||      ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍    (06-Nov-2026)       ||      କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   (06-Nov-2026)       ||      ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   (06-Nov-2026)       ||      ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର    (06-Nov-2026)       ||      ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   (06-Nov-2026)       ||      ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    (06-Nov-2026)       ||      ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   (06-Nov-2026)       ||      *ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   (06-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   (06-Nov-2026)       ||      ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   (06-Nov-2026)       ||      ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (05-Nov-2026)       ||      ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ    (05-Nov-2026)       ||      ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   (05-Nov-2026)       ||     

HOME   ଜିଲ୍ଲା

ଅବସରପ୍ରାପ୍ତ କ୍ରୀଡ଼ା ଶିକ୍ଷକଙ୍କ ପରଲୋକ

15-Dec-2020



ବଲାଙ୍ଗିର,(ସନ୍ତୋଷ କୁମାର ଠାକୁର): ଅବସରପ୍ରାପ୍ତ କ୍ରୀଡ଼ା ଶିକ୍ଷକ ତଥା କିତ୍ତ୍ରନ୍ୟ ଗୁରୁ ସତ୍ୟନାରାୟଣ ଦାଶଙ୍କ ଆଜି ମଧ୍ୟାହ୍ନରେ ମାଲପଡ଼ାସ୍ଥିତ ବାସଭବନରେ ପରଲୋକ ହୋଇ ଯାଇଛି । କ୍ରଡା ଶିକ୍ଷକ ଭାବେ ଭୂତିଆରବାହାଲ ସ୍ଥିତ ସଚ୍ଚିଦାନନ୍ଦ ହାଇସ୍କୁଲରେ ପ୍ରାୟ ୩୬ ବର୍ଷ ଧରି କାର୍ଯ୍ୟ କରିବା ପରେ ୨୦୦୮ ମସିହାରେ ଅବସର ଗ୍ରହଣ କରିଥିଲେ ।   ବିଗତ ଏକ ବର୍ଷ ହେବ ସେ ଅସୁସ୍ଥ ହୋଇ ଶଯ୍ୟାଶାୟୀ ଥିବା ବେଳେ ତାଙ୍କ ସ୍ତ୍ରୀ ପରିବାର ଲୋକେ ତାଙ୍କର ସେବା ଶୁଶୃଷା କରୁଥିଲେ । ଆଜି ସକାଳୁ ହଠାତ ତାଙ୍କ ଅବସ୍ଥା ଗୁରୁତର ହେବା ପରେ , ଦିନ ଏଗାର ଟା ସମୟରେ ତାଙ୍କର ମାଲ ପଡା ସ୍ଥିତ ବାସ ଭବନରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ ।  ମୃତ୍ୟୁ ସମୟରେ ତାଙ୍କ ନିକଟରେ ସ୍ତ୍ରୀ ନିରୁପମା, ବଡ ପୁଅ ଆନନ୍ଦ, ବୋହୁ ସାଶ୍ୱତା, ସାନ ପୁଅ ଶଶାଙ୍କ, ଏକ ମାତ୍ର ଝିଅ ରଞ୍ଜିତା, ଜ୍ୱଇଁ ଅଜିତ, ନାତି ଆଶୁତୋଷ, ନାତୁଣୀ ସିଦ୍ଧି, ବଡ ଭାଇ ଶମ୍ଭୁ ଓ ସାନ ଭାଇ ସନ୍ତୋଷ ଓ ଝିଆରି ପୁତୁରା ମାନେ ଉପସ୍ଥିତ ଥିଲେ । ବିଭୂତି ପଡା ସ୍ଥିତ ଶଶ୍ମାନରେ ତାଙ୍କର ଶେଷ କୃତ୍ୟ ସଂପର୍ଣ୍ଣ କରଯାଇଥିଲା । ବଡ ପୁଅ ଆନନ୍ଦ ମୁଖାଗ୍ନୀ ଦେଇଥିଲେ । ତାଙ୍କର ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ପରିଚିତ ମହଲ ରେ ଶୋକର ଛାୟା ଖେଳି ଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   06-Nov-2026
  ଅପରାଧ  
୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି   06-Nov-2026
  ଜିଲ୍ଲା  
ଧର୍ମ ପରାୟଣ ମହିଳାଙ୍କ ପରଲୋକ I   06-Nov-2026
  ଜିଲ୍ଲା  
ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   06-Nov-2026
  ଅପରାଧ  
ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍   06-Nov-2026
  ଜିଲ୍ଲା  
କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   06-Nov-2026
  ଜିଲ୍ଲା  
ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   06-Nov-2026
  ଜିଲ୍ଲା  
ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର   06-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   06-Nov-2026
  ଜିଲ୍ଲା  
ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    06-Nov-2026
  ଜିଲ୍ଲା  
ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   06-Nov-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   06-Nov-2026

You Might Also Like