-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ରେ ଭୋଟର ସଚେତନତା ପାଇଁ ୱାକଥନ ଓ ପଥୋତ୍ସବ

28-Oct-2023



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ): ଜାତୀୟ ନିର୍ବାଚନ ଆୟୋଗ  ଙ୍କ ନିର୍ଦ୍ଧେଶ କ୍ରମେ ଆଜି ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ମତଦାନ ସଚେଚନତା ଉପରେ ସ୍ଥାନୀୟ ଝିଙ୍କି ଛକ ଠାରୁ ଏକ ୱାକଥନ ରାଲି ର ଶୁଭ ଉଦଘାଟନ ହୋଇଥିଲା l ଝିଙ୍କି ଠାରୁ ବିଜୁ ପଟ୍ଟନାୟକ ଛକ ଯାଏ ଅନୁଷ୍ଠିତ  ଏହି ରାଲି କୁ ଜିଲ୍ଲାପାଳ ବିମଳେନ୍ଦୁ ରାୟ ସବୁଜ ପତାକା ଦେଖାଇ ଉଦଘାଟନ କରିଥିଲେ l ଉପ ଜିଲ୍ଲାପାଳ ଡ଼ଃ ଇପ୍ସିତା ପ୍ରିୟ ଦର୍ଶନୀ ମିଶ୍ର ଙ୍କ ତତ୍ୱାବଧାନ ରେ ଅନୁଷ୍ଠିତ ଏହି ରାଲି ରେ ଏଡିଏମ ସୂର୍ଯ୍ୟ ନାରାୟଣ ଦାଶଙ୍କ ସମେତ ଜିଲ୍ଲାସ୍ତରୀୟ ସମସ୍ତ ଅଧିକାରୀ, ସ୍ୱଚ୍ଛ ଭାରତ, ଈନଫିନିଟି କ୍ଲବ, ସୋନପୁର କଲେଜ ଏନ ସି ସି, ବିଜୁ ପଟ୍ଟ ନାୟକ ମହିଳା କଲେଜ,  ଓ ସହରର ସମସ୍ତ ସରକାରୀ ବେସରକାରୀ ସ୍ଵେଛା ସେବୀ ଅନୁଷ୍ଠାନ ଯୋଗ ଦେଇ ସହର ପରିକ୍ରମl କରିଥିଲେ l ପରେ ପରେ ବିଜୁ ପଟ୍ଟ ନାୟକ ଛକ ଠାରେ  ଏକ ପଥୋତ୍ସବ ସଚେତନତା ସଭା ଓ ସଂlସ୍କୃତିକ କାର୍ଯ୍ୟକ୍ରମ ର ଆୟୋଜନ କରାଯାଇଥିଲା l ଏଥିରେ ଜିଲ୍ଲାପାଳ ବିମଳେନ୍ଦୁ ରାୟ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ସମସ୍ତେ ଭୋଟ ରେ ଅଂଶ ଗ୍ରହଣ କରି ଆମ ଜିଲ୍ଲାର ମତଦାନ ହାର  ରେକର୍ଡ କୁ ଏକ ନମ୍ବର ସ୍ଥାନରେ ରଖିବାକୁ ଉପସ୍ଥିତ ଛlତ୍ରଛାତ୍ରୀ, ବୁଦ୍ଧିଜୀବୀଙ୍କୁ ନିବେଦନ କରିଥିଲେ l ଏହି ଉପଲକ୍ଷେ ଅନୁଷ୍ଠିତ ଡିବେଟ,

ରଙ୍ଗୋଲି, ଆର୍ଟ ଓ ବିଭିନ୍ନ ପ୍ରତିଯୋଗିତାର କୃତି ଛାତ୍ରଛାତ୍ରୀଙ୍କୁ ଜିଲ୍ଲାପାଳଙ୍କ ଦ୍ୱାରା ପୁରସ୍କୃତ କରାଯାଇ ଥିଲା l ସଭାକୁ ଲୋକ ସମ୍ପର୍କ ବିଭାଗର ବିଦ୍ୟାପତି ପଣ୍ଡା ପରିଚାଳନା କରିଥିବା ବେଳେ ଉପ ଜିଲ୍ଲାପାଳ ଡ଼ଃ ଇପସିତା ପ୍ରିୟଦର୍ଶନୀ ମିଶ୍ର ଅତିଥି ସ୍ୱାଗତ କରିଥିଲେ l ଭୋଟର ସଚେତନତା କାର୍ଯ୍ୟକ୍ରମର ଲକ୍ଷ୍ୟ ଉଦ୍ଦେଶ୍ୟ ଉପରେ ବୁଝାଇ ୱାକଥନ ଓ ପଥତ୍ସବ ର ସଫଳତା ରେ ଉଲ୍ଲେଖନୀୟ ଭୂମିକା ଥିବା ସମସ୍ତ  ଅନୁଷ୍ଠାନକୁ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026

You Might Also Like